Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଜଳ ଜୀବନ ମିଶନ (ଜେଜେଏମ)ର ଅବଧିକୁ ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା ପ୍ରସ୍ତାବକୁ ମଞ୍ଜୁର କରିଛି । କାର୍ଯ୍ୟକାରିତା ଭିତ୍ତିଭୂମି ସୃଷ୍ଟି ଠାରୁ ସେବା ପ୍ରଦାନ ପର୍ଯ୍ୟନ୍ତ ଏହି…
ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ
ଭୁବନେଶ୍ଵର : ଗୋପବନ୍ଧୁ ପ୍ରଶାସନ ଏକାଡେମୀ ପରିସରରେ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗ ଅଧୀନରେ ନବନିଯୁକ୍ତ ହୋଇଥିବା ସହକାରୀ ଶ୍ରମ ଅଧିକାରୀମାନଙ୍କ (ଓସିଏସ୍ ୨୦୨୩ ବ୍ୟାଚ୍) ପାଇଁ ଏକ ତିନି ମାସିଆ ସ୍ୱତନ୍ତ୍ର ତାଲିମ୍ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।…
ପ୍ରଥମଥର ଇଚ୍ଛାମୃତ୍ୟୁକୁ ଅନୁମତି ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ୩୧ ବର୍ଷୀୟ ହରିଶ ରାଣାଙ୍କୁ ନିଷ୍କ୍ରିୟ ଇଚ୍ଛାମୃତ୍ୟୁ ପ୍ରଦାନ କରିଛନ୍ତି। କୋର୍ଟ ଗାଜିଆବାଦର ୩୨ ବର୍ଷୀୟ ହରିଶ ରାଣାଙ୍କ ମିଳିତ ଆବେଦନର ଶୁଣାଣି କରି ତାଙ୍କ ଜୀବନ ରକ୍ଷାକାରୀ ଚିକିତ୍ସା ବନ୍ଦ କରିବାକୁ ଅନୁମତି ପ୍ରଦାନ କରିଛନ୍ତି।ବିଚାରପତି ଜେବି ପାରଦିୱାଲା…
ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା
ନୂଆଦିଲ୍ଲୀ : ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ (ଏମଆଇବି) ୦୯ ମାର୍ଚ୍ଚ ୨୦୨୬ ରେ “ସବକା ସାଥ, ସବକା ବିକାଶ – ଲୋକଙ୍କ ଆକାଂକ୍ଷା ପୂରଣ କରିବା : ଶିକ୍ଷା, ଦକ୍ଷତା ଏବଂ ୟୁନିଭରସିଟି ଟାଉନସିପ୍” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରର ଅଂଶ ଭାବରେ “ସ୍କୁଲ ଏବଂ କଲେଜରେ ଏଭିଜିସି କଣ୍ଟେଣ୍ଟ…
ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା
ବାଲେଶ୍ଵର : ବିଜୁ ଜନତା ଦଳ ପାଇଁ ଏକ ଖରାପ ଖବର ଆସିଛି। ଆଜି ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା ସୁନିତା ବେହେରା ବିଜେଡ଼ି ରୁ ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁନିତା ଇସ୍ତଫା ପତ୍ର ପଠାଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେହିଭଳି ଜିଲ୍ଲାର…
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା : ପଦ୍ମ ଧରିବେ ରବୀନ୍ଦ୍ର
ବାଲେଶ୍ବର : ବିଜେପିରେ ଯୋଗ ଦେଇ ପାରନ୍ତି ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା। ଆଜି ସନ୍ଧ୍ୟାରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ।
ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା ବିଜେଡିର ପ୍ରାଥମିକ ସଦସ୍ୟତାରୁ ଆଜି ସଂଧ୍ୟାରେ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଓ…
ଆଜି ଚୈତ୍ର ମାସର ପ୍ରଥମ ମଙ୍ଗଳବାର, ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି ମା’ ତାରାତାରିଣୀ
ଗଞ୍ଜାମ : ଆଜି ହେଉଛି ଚୈତ୍ର ମାସର ପ୍ରଥମ ମଙ୍ଗଳବାର l ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀ ପୀଠରେ ପ୍ରବଳ ଜନ ସମାଗମ l ଆଜି ମହାକାଳୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମାଆ ତାରାତାରିଣୀ l ବିଶ୍ୱାସ ରହିଛି ଚୈତ୍ର ମଙ୍ଗଳବାରରେ ଶିଶୁଙ୍କ ପ୍ରଥମ ମୁଣ୍ଡନ ମା…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ବସୁନ୍ଧରା ରାଜେଙ୍କ ପୁରା ପରିବାର,ଚର୍ଚ୍ଚାରେ ନାତି ବିନାୟକ
ନୂଆଦିଲ୍ଲୀ,୧୦।୩: ସୋମବାର ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଏବଂ ତାଙ୍କ ପରିବାର,ଯେପରିକି ପୁଅ ଏବଂ ବୋହୂ ଏବଂ ତାଙ୍କ ନା-ନାତୁଣୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ। ଦିଲ୍ଲୀରେ ଏହି ସାକ୍ଷାତକୁ ଏକ ସୌଜନ୍ୟମୂଳକ ସାକ୍ଷାତ ବୋଲି କୁହାଯାଉଛି।…
ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬ March 10, 2026
ଭୁବନେଶ୍ୱର : ଭାରତୀୟ ଖେଳ ପ୍ରାଧିକରଣ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ମାର୍ଚ୍ଚ ୧୫ ତାରିଖ ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ପୁରୀ ଜିଲ୍ଲାରେ ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬ ଆୟୋଜନ କରାଯିବ। ଏନେଇ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ…
ମାସିକ କବିତା ଆସର ଓ ‘ସୂର୍ଯ୍ୟପ୍ରଭା’ ସାହିତ୍ୟ ପତ୍ରିକା ଉନ୍ମୋଚିତ।
କଲକାତା (୯/୩): ସୋମବାର ପାବନ ସନ୍ଧ୍ୟାରେ ଲୋକାର୍ପିତ ହେଲା ମାସିକ ଇ- ପତ୍ରିକା "ସୂର୍ଯ୍ୟପ୍ରଭା" ର ଦ୍ଵିତୀୟ ବର୍ଷ ଚତୁର୍ଥ ଅଙ୍କ । ମାତୃ ବନ୍ଦନା ସହିତ ଉତ୍ସବର ଶୁଭାରମ୍ଭ କରିଥିଲେ ସମ୍ପାଦକ ଡା.ବାମନ ଚନ୍ଦ୍ର ଦୀକ୍ଷିତ। ବିଶିଷ୍ଟ କବି ପ୍ରଭାତ କୁମାର ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଆୟୋଜିତ…