Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ
ନୂଆଦିଲ୍ଲୀ ତା ୦୮.୦୩ରିଖ ; ୱାର୍ଲଡ ଓଡ଼ିଶା ସୋସାଇଟି (ୱାଓସୋ) ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସକୁ 'ଶକ୍ତି ଉତ୍ସବ' ନାମରେ ନୂଆଦିଲ୍ଲୀଠାରେ ପାଳନ କରାଯାଇଛି। ଦିଲ୍ଲୀର ଏକ ନମ୍ବର ରାଇସୀନା ମାର୍ଗ ସ୍ଥିତ ପ୍ରେସ କ୍ଲବ ଅଫ ଇଣ୍ଡିଆର ସମ୍ମିଳନୀ କକ୍ଷରେ ଏହି ଭବ୍ୟ ସମାରୋହ ହାଇବ୍ରିଡ ଢଙ୍ଗରେ…
ଶ୍ରୀବଳଦେବ ଜୀଉଙ୍କ କ୍ଷେତ୍ରରେ ଦୋଳଯାତ୍ରା ଓ ଛାମୁମେଳଣ ଉଦଯାପିତ
କେନ୍ଦ୍ରାପଡା : ଶ୍ରୀବଳଦେବ ଜୀଉଙ୍କ କ୍ଷେତ୍ର କେନ୍ଦ୍ରାପଡାଠାରେ ଦୋଳଯାତ୍ରା ଓ ଛାମୁମେଳଣ ଉଦଯାପିତ ହୋଇଛି। ଏହି ଅବସରରେ ପରମ୍ପରା ଅନୁଯାୟୀ ହୋଲି ଖେଳ ହୋଇଛି। ଶ୍ରୀବଳଦେବ ଜୀଉ ମନ୍ଦିର ରତ୍ନମଣ୍ଡପରେ ବଳଦେବଙ୍କ ସହ ଚତୁର୍ଦ୍ଧାମୂର୍ତ୍ତୀକୁ ସେବାୟତମାନେ ହୋଲି ଲଗାଇଛନ୍ତି।…
ଗୋପାଳପୁର କ୍ରିକେଟ ଟୁର୍ନାମେଣ୍ଟ : କାନ୍ଦୁଲଝରକୁ ହରାଇ ଦିଗଶିରା ଚାମ୍ପିଅନ୍
ଭବାନୀପାଟଣା(୮|୩ ): ଭବାନୀପାଟଣା ବ୍ଳକ ଅନ୍ତର୍ଗତ ମାଟିଆ ପଞ୍ଚାୟତ ସ୍ଥିତ ଗୋପାଳପୁର ମା ଦ୍ୱାରସେନି କ୍ରିକେଟ କ୍ଲବ ଆନୁକୂଲ୍ୟରେ ଗତ ୧ତାରିଖରୁ ଚାଲୁଥିବା କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଛି। ଫାଇନାଲ ଖେଳ କାନ୍ଦୁଲଝର ଏବଂ ଦିଗଶିରା ମଧ୍ୟରେ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି…
ଓଡ଼ଗାଁରେ ଖୋଲିଲା ନର୍ସିଂ କକଲେଜ
ନୟାଗଡ଼ (୮/୩):ଓଡ଼ଗାଁ କଲେଜ ରୋଡ଼୍ ମୁଖ୍ୟ ସଡ଼କ ପାର୍ଶ୍ବରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସରକାରୀ ସ୍ବୀକୃତିପ୍ରାପ୍ତ ପଦାରବିନ୍ଦ ପ୍ରତିଷ୍ଠାନ (ସ୍ୱାସ୍ଥ୍ୟ ବିଜ୍ଞାନ ଏବଂ ଗବେଷଣା କେନ୍ଦ୍ର) ର ଶୁଭ ଉଦ୍ଘାଟନ ହୋଇଯାଇଛି।ଏଥିରେ ପ୍ରତିଷ୍ଠାନର ଅଧ୍ୟକ୍ଷ ସ୍ଥିତପ୍ରଜ୍ଞା ଆଚାର୍ଯ୍ୟ…
କଲକାତାରେ “ଓଡିଶା ଉତ୍ସବ ୨୦୨୬” ଅନୁଷ୍ଠିତ।
କଲକାତା (୮/୫): ଓଡ଼ିଶା ସରକାରଙ୍କର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓ ଉତ୍କଳୀୟ ମିଳିତ ମଞ୍ଚ ସହଯୋଗରେ "ଓଡ଼ିଶା ଉତ୍ସବ -୨୦୨୬" କୋଲକାତାର ଜାତୀୟ ପାଠାଗାରଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି…
ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ
ଭୁବନେଶ୍ବର : ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ରର ଉତ୍ତର ରଖିଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ
ନୂଆଦିଲ୍ଲୀ : ସମ୍ବଲପୁରରେ ଏକ ନୂତନ କେନ୍ଦ୍ର ସରକାରୀ ସ୍ୱାସ୍ଥ୍ୟ ଯୋଜନା (CGHS) ୱେଲନେସ୍ ସେଣ୍ଟର ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ସବୁପ୍ରକାର ଅନୁମୋଦନ ପ୍ରଦାନ କରି ସାରିଛନ୍ତି। ଏହା ଖୁବ ଶୀଘ୍ର ସମ୍ବଲପୁରରେ ସ୍ଥାପନା ହେବାକୁ ଯାଉଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର…
ମାନେକଶା ସେଣ୍ଟରଠାରେ ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ : ଭାରତ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନୂଆଦିଲ୍ଲୀର ମାନେକଶା ସେଣ୍ଟରଠାରେ ଏକ ଜାତୀୟ ସ୍ତରର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଥିଲେ।…
‘ଭାରତୀ-ନାରୀ ସେ ନାରାୟଣୀ’ର ଉଦଯାପନୀ ଅଧିବେଶନରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ନୂଆଦିଲ୍ଲୀ : ବିଚାରଗତ ଭ୍ରାନ୍ତି ଦୂର କରି ମାତୃଶକ୍ତିର ସଶକ୍ତିକରଣ ବର୍ତ୍ତମାନ ସମୟର ଆହ୍ୱାନ ବୋଲି ଆଜି ନୂଆଦିଲ୍ଲୀ ଠାରେ ‘ଭାରତୀ-ନାରୀ ସେ ନାରାୟଣୀ’ର ଉଦଯାପନୀ ଅଧିବେଶନ ‘କୃତି’ରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
‘ଅନ୍ତର୍ଜାତୀୟ ମହିଳା ଦିବସ’…
ଇତିହାସ ରଚିଲା ଭାରତ: ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ପୁଣିଥରେ ହେଲା ବିଶ୍ଵ ବିଜେତା
ବି.ବି. ନିୟୁଜ : ଆଇସିସି ବିଶ୍ୱକପ ଟି-୨୦ ଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୯୬ ରନରେ ହରାଇ ଟାଇଟଲ ହାତେଇଲା ଭାରତ। ଭାରତର ଘାତକ ବୋଲର ଏବଂ ବ୍ୟାଟ୍ସମ୍ୟାନଙ୍କ ସାମ୍ନାରେ ପରାଜୟ ହେଲା ନ୍ୟୁଜିଲାଣ୍ଡ।
ଆଜି ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଆଇସିସି ଟି-୨୦ ବିଶ୍ୱକପ ଫାଇନାଲ…