Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷା (UPSC) ରେ ଅଲ୍ ଇଣ୍ଡିଆ ର୍ୟାଙ୍କ ୧୦୦ ହାସଲ କରିଥିବା କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ମେଧାବୀ ଛାତ୍ର ସାତ୍ତ୍ୱିକ ସତ୍ୟକାମ ଦେବତା ନିଜ ପିତାମାତାଙ୍କ ସହ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ…
ରାଷ୍ଟ୍ରପତିଙ୍କୁ ଅସମ୍ମାନ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ବି.ବି.ନିୟୁଜ : ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କୁ ଅସମ୍ମାନ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦାର୍ଜୀଲିଂରେ ନବମ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀରେ ଯୋଗ ଦେବାକୁ ଯାଇଥିବା ବେଳେ ପ୍ରୋଟୋକଲ୍ ଉଲ୍ଲଂଘନ ଏବଂ କାର୍ଯ୍ୟକ୍ରମ ସ୍ଥଳ ପରିବର୍ତ୍ତନକୁ…
ଆମ ପରିବେଶ ଆମ ଦାୟିତ୍ୱ ଶୀର୍ଷକ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ।
କଟକ : ଦୂତୀ ଚାନ୍ଦ ସ୍ପୋର୍ଟ୍ସ ଫାଉଣ୍ଡେସନ ଅଫ ଇଣ୍ଡିଆ ଓ ଏଇ ତ ଜୀବନ ଫାଉଣ୍ଡେସନର ମିଳିତ ଉଦ୍ୟମରେ କଟକର ନେତାଜୀ ସୁଭାସ ଚନ୍ଦ୍ର ବୋଷଙ୍କ ଜନ୍ମପୀଠରୁ “ଆମ ପରିବେଶ ଆମ ଦାୟିତ୍ୱ” ଶୀର୍ଷକ ସଚେତନତାମୂଳକ କାର୍ଯ୍ୟକ୍ରମକୁ ଦୌଡ଼ ରାଣୀ ଦୂତୀ ଚାନ୍ଦ ପତାକା ଦେଖାଇ ଆରମ୍ବ କରିଛନ୍ତି।
ପରିବେଶ…
ଫଟୋରେ ଖବର
ନୟାଗଡ଼ : ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାର ଇନଡୋର ଷ୍ଟାଡିୟମ ଠାରେ ଆୟୋଜିତ ଜୁମ୍ବା ଓ ଯୋଗ ଉତ୍ସବକୁ ଜିଲ୍ଲାପାଳ, ନୟାଗଡ଼ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷା, ପୌର ପରିଷଦ, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା କ୍ରୀଡା ଅଧିକାରୀ,…
ସେପ୍ଟେମ୍ବର ୧୯ରୁ ଜାପାନରେ ଆରମ୍ଭ ହେବ ଏସୀୟ କ୍ରୀଡ଼ା-୨୦୨୬: ଭାରତ ପଠାଇବ ୭୦୦ କ୍ରୀଡ଼ାବିତ
ନୂଆଦିଲ୍ଲୀ : ସେପ୍ଟେମ୍ବର ମାସ ୧୯ ତାରିଖରୁ ଜାପାନର ଆଇଚି-ନାଗୋୟାରେ ଆୟୋଜିତ ହେବ ଏସୀୟ କ୍ରୀଡ଼ା-୨୦୨୬ । ଭାରତ ଏଥର ଏକ ବୃହତ ଦଳ ପଠାଇବାର ଯୋଜନା କରୁଛି । ଜାତୀୟ ଗଣମାଧ୍ୟମରୁ ଯାହା ଜଣା ପଡ଼ିଛି ୭୦୦ ଖେଳାଳି ଏଥର ଏସୀୟ କ୍ରୀଡ଼ାରେ ଭାରତରୁ ପ୍ରତିନିଧିତ୍ୱ କରିବେ ।
ଏସିଆର ଏହି ବୃହତ…
ସ୍ୱଦେଶୀ ଆତ୍ମଘାତୀ ଡ୍ରୋନ୍ ତିଆରି କରୁଛି ଭାରତ, ଶତ୍ରୁ ପାଖକୁ ଯାଇ କରିବ ଆକ୍ରମଣ
ନୂଆଦିଲ୍ଲୀ : ପଶ୍ଚିମ ଏସିଆ ଓ ୟୁରୋପରେ ଯୁଦ୍ଧରେ ଶସ୍ତା ଓ ଦୂରଗାମୀ ଡ୍ରୋନ୍ର ସାମର୍ଥ୍ୟ ପ୍ରମାଣିତ ହୋଇଛି । ଏହାକୁ ଦୃଷ୍ଟିରେ ରଖି ଭାରତ ଚୁପ୍ଚାପ୍ ପାଇଲଟ୍-ରହିତ ଘାତକ ଅସ୍ତ୍ରର ଭଣ୍ଡାର ପ୍ରସ୍ତୁତ କରୁଛି । ବର୍ତ୍ତମାନ ଇରାନ, ଇସ୍ରାଏଲ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧରେ…
ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ ନିର୍ଦ୍ଧାରଣ ଉପରେ ବିସ୍ତୃତ ଆଲୋଚ଼ନା କଲେ ପୃଥ୍ୱୀରାଜ ହରିଚ଼ନ୍ଦନ
ଭୁବନେଶ୍ଵର : ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଏକ ବୈଠକରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଅଧ୍ୟକ୍ଷତା କରି କେନ୍ଦ୍ର ସରକାର, ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ଏବଂ ବିଭିନ୍ନ ରାଜ୍ୟରେ ଲାଗୁ ହୋଇଥିବା ନିର୍ମାଣ ସାମଗ୍ରୀର ମୂଲ୍ୟକୁ…
ଏସଆଇଆର ଉପରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ
ଭୁବନେଶ୍ଵର : ଆଗାମୀ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ ଆଇ ଆର)–୨୦୨୬ କାର୍ଯ୍ୟକ୍ରମ ପାଇଁ ୨୦୦୨ ମସିହାର ଭୋଟର ତାଲିକା ସହିତ ମ୍ୟାପିଂ ପ୍ରକ୍ରିୟା ଉପରେ ଏକ ବିସ୍ତୃତ ଉପସ୍ଥାପନା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ମିଡ଼ିଆ ସେଣ୍ଟର ରେ ଆୟୋଜିତ ହୋଇଥିଲା।
ଏହି ସମ୍ମିଳନୀରେ ରାଜ୍ୟ ମୁଖ୍ୟ…
ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ
ଭୁବନେଶ୍ଵର : ମହିଳାଙ୍କ ବିରୁଦ୍ଧରେ ଘରୋଇ ହିଂସା, ନିର୍ଯାତନା, ଯୌତୁକ, ସମ୍ପତ୍ତି ବିବାଦ, କାର୍ଯ୍ୟାଳୟରେ ନିର୍ଯାତନା, ସାଇବର ଅପରାଧ, ପରିତ୍ୟାଗ, ବୈବାହିକ ବିବାଦ ଏବଂ ମହିଳା ଅଧିକାର ଉଲ୍ଲଂଘନ ଏବଂ ମହିଳା କଲ୍ୟାଣ, ଇତ୍ୟାଦି ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗ ସହିତ ଜଡିତ ଅଭିଯୋଗର…
କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ
ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡ଼େମୀ (ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ) ଦ୍ବାରା ରାଜ୍ୟ ସଂଗ୍ରହାଳୟ ପରିସରରେ ଥିବା କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ପରେ: କଳାର ନୁଆ ପରିଚୟ-୨୦୩୬ ପରମ୍ପରା, ପ୍ରଦ୍ୟୋଗିକ, ପରିବର୍ତ୍ତନ” ଶୀର୍ଷକ…