Browsing Category

ଓଡିଶା

୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ।

ମୋହନା : ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ପିଲିପାଜୁ ଗାଁ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ଗଚ୍ଛିତ କରି ରଖା ଯାଇଥିବା…

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମୁକାବିଲା

ଅହମ୍ମଦାବାଦ : ଟ୍ବେଣ୍ଟି୨୦ ବିଶ୍ବକପ୍‌ର ଲିଗ୍‌ ପର୍ଯ୍ୟାୟରେ ଖେଳିଥିବା ୨୦ଟି ଦଳଙ୍କ ମଧ୍ୟରୁ ସବୁଠାରୁ ପ୍ରଭାବଶାଳୀ ପ୍ରଦର୍ଶନ କରିଛନ୍ତି ଭାରତ ଓ ଦକ୍ଷିଣ ଆଫ୍ରିକା। ଉଭୟ ଦଳ ୩ଟି ମ୍ୟାଚ୍‌ ସହଜରେ ଜିତିଥିଲେ। ଦକ୍ଷିଣ ଆଫ୍ରିକା ସୁପର ଓଭରରେ ଆଫ୍‌ଗାନିସ୍ତାନକୁ ହରାଇଥିଲା। ଆମେରିକା…

IRS ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ

ଭୁବନେଶ୍ୱର : ଆଇଆରଏସ୍ ଅଫିସରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ । ସତ୍‌ସଙ୍ଗ ବିହାର ସରକାରୀ କ୍ବାର୍ଟର୍ସରେ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହାସହ ବଳାତ୍କାର ସମୟରେ ଭିଡିଓ ରେକର୍ଡିଂ କରି ଭାଇରାଲ କରିବାକୁ ଧମକ ଦେଇଥିବା ନେଇ ଜଣାପଡିଛି । ଅଭିଯୋଗ ପରେ ସହୀଦନଗର ପୋଲିସ ତଦନ୍ତ ଆରମ୍ଭ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଘଟଣା : ୪ ଶିକ୍ଷକ ଓ ଜଣେ ପିଅନ ଗିରଫ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଘଟିଥିବା ୭ମ ଶ୍ରେଣୀ ଛାତ୍ରୀ ବଳାତ୍କାର ଘଟଣାରେ ରାଜକନିକା ଥାନା ପୁଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଓଳାଭର ସ୍ଥିତ ଅକ୍ସଫୋର୍ଡ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଶିକ୍ଷକ ଚନ୍ଦନ କୁମାର ପୃଷ୍ଟି…

ରାଜ୍ୟରେ ହ୍ରାସ ପାଉଛି ଶିଶୁ ଜନ୍ମ ହାର

ଭୁବନେଶ୍ୱର : ରାଜ୍ୟରେ ଶିଶୁ ଜନ୍ମ ହାର ହ୍ରାସ ପାଉଛି । ୨୦୦୦ ମସିହାରେ ରାଜ୍ୟରେ ଶିଶୁ ଜନ୍ମହାର ୨୪.୧% ଥିବାବେଳେ ୨୦୨୩ ମସିହାରେ ଏହା ୧୬% ରହିଛି । ୨୦୨୫ ମସିହାରେ ପ୍ରକାଶିତ ହୋଇଥିବା ସର୍ଭେରୁ ଏହା ଜଣାପଡିଛି । ଶିଶୁ ଜନ୍ମ ହାର ସଂକ୍ରାନ୍ତରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ…

ଝାରସୁଗୁଡାରେ : ଟ୍ରଲର-ବୋଲେରୋ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ

ଝାରସୁଗୁଡ଼ା : ଏକ ବାହାଘର ଭୋଜି ଖାଇ ଭୋରରୁ ଫେରୁଥିବା ବେଳେ ଟ୍ରେଲର ଏବଂ ପୁଲିସ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୫ ଜଣ ପୁଲିସ ଅଧିକାରୀଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡା ଜିଲ୍ଲାରେ। ଆଉ…

( ଜାଇକା) ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟର ୭ମ ‘ପ୍ରକଳ୍ପ ପରିଚାଳନା କମିଟି’ ବୈଠକ

ଭୁବନେଶ୍ଵର : ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ଆଜି ବିଭାଗୀୟ ସମ୍ମିଳନୀ କକ୍ଷରେ ଜେଆଇସିଏ ( ଜାଇକା) ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟର ୭ମ ‘ପ୍ରକଳ୍ପ ପରିଚାଳନା କମିଟି’ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର

ଭୁବନେଶ୍ଵର : ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିରର ଆୟୋଜନ କରାଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ସଂସ୍କୃତି ଭବନ ସ୍ଥିତ…

କବି -ପ୍ରଭାତ କୁମାର ଆଚାର୍ଯ୍ୟଙ୍କ “ସକାଳର ଅର୍ଘ୍ୟ” ପୁରସ୍କୃତ

ଭୁବନେଶ୍ୱର (୨୧/୨): ରିପୋର୍ଟ-ସନାତନ ମହାକୁଡ଼। ସ୍ଥାନୀୟ ଗୀତ ଗୋବିନ୍ଦ ଭବନରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ଭାରତୀ ବିଦୁଷ ସଭା ମିଳିତ ଆନୁକୂଲ୍ୟରେ ବିଶ୍ଵ ମାତୃଭାଷା ଦିବସ ପାଳନ ତଥା ଆଲୋଚନାଚକ୍ର, ଏବଂ ସମ୍ବର୍ଦ୍ଧନା ସଭାରେ ବାଣୀଶ୍ରୀ ପ୍ରଭାତ କୁମାର ଆଚାର୍ଯ୍ୟଙ୍କ "ସକାଳର…

ସାହିତ୍ୟ ଅକାଦେମି ପକ୍ଷରୁ ଆନ୍ତର୍ଜାତିକ ମାତୃଭାଷା ଦିବସ ଉପଲକ୍ଷେ ଆଲୋଚନାଚକ୍ର ମାତୃଭାଷାରେ ଶିକ୍ଷା

କୋଲକାତା, (୨୧/୨)ରିପୋର୍ଟ- ସନାତନ ମହାକୁଡ଼। ସ୍ଥାନୀୟ ମହାରାଜା ଶ୍ରୀଶଚନ୍ଦ୍ର ମହାବିଦ୍ୟାଳୟ ପରିସରରେ ସାହିତ୍ୟ ଅକାଦେମି ଏବଂ ଶ୍ରୀଶଚନ୍ଦ୍ର ମହାବିଦ୍ୟାଳୟର ମିଳିତ ଉଦ୍ୟମରେ ଆନ୍ତର୍ଜାତିକ ମାତୃଭାଷା ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଆୟୋଜିତ ମାତୃଭାଷାରେ ଶିକ୍ଷା ଶୀର୍ଷକ…