Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନକଲି ମାଓପୋଷ୍ଟର ମାମଲା : ସାମ୍ବାଦିକ ସମେତ ୨ ନକଲି ମାଓବାଦୀ ଗିରଫ
ରାୟଗଡା: ନିକଟରେ ରାୟଗଡା ଜିଲାର ୩ଟି ସ୍ଥାନରେ ମାଓବାଦୀଙ୍କ ପୋଷ୍ଟରକୁ ନେଇ ଜିଲା ପୁଲିସ ଦ୍ବନ୍ଦ୍ବରେ ପଡ଼ିଥିଲା। ଜିଲାରେ ୧୫ ଜଣ ମାଓବାଦୀ ଆତ୍ମସମର୍ପଣ କରିବା ପରେ ପରେ ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଲାଗିବା ପୁଲିସ ପାଇଁ ଆହ୍ବାନ ପାଲଟିଥିଲା। ପୋଷ୍ଟର ଗୁଡିକ ପ୍ରକୃତରେ ମାଓବାଦୀଙ୍କ…
(RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି
ମୁମ୍ବାଇ : ୧୫ା୨ - ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି। କୃଷି ଓ ଆନୁଷଙ୍ଗିକ କାର୍ଯ୍ୟକଳାପ ପାଇଁ ଋଣ ପ୍ରକ୍ରିୟାକୁ ଅଧିକ ସରଳ, ନମନୀୟ ଏବଂ ଆଧୁନିକ କରିବା ଏହାର ମୁଖ୍ୟ…
ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ ୮ ୱିକେଟରେ ପରାସ୍ତ କରି…
ବ୍ୟାଙ୍କକ୍ : ୧୫।୨ - କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ ମାତ୍ ଦେଇଛି। ‘ମହିଳା ଏସିଆ କପ୍ ରାଇଜିଂ ଷ୍ଟାର୍ସ’ର ଏକ ଗୁୁରୁତ୍ଵପୂର୍ଣ୍ଣ ମୁକାବିଲାରେ ଭାରତୀୟ…
ଓଲଟିଲା ଓଏସଆରଟିସି ବସ୍, ୭ ଗୁରୁତର
କୋରାପୁଟ : ମାଲକାନଗିରିର ଏମଭି ୭୯ରୁ ବିଶାଖାପାଟଣା ଯାଉଥିବା ଓଏସଆରଟିସି ବସ ଆନ୍ଧ୍ରର ସାଲୁର ବାଇପାସ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ରେ ଥିବା ୩୧ ଯାତ୍ରୀଙ୍କ ମଧ୍ୟରୁ ୭ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ ବସର ଷ୍ଟିୟରିଂ ଲକ ହେବା ଦ୍ଵାରା ଭାରସାମ୍ୟ…
ଦୁଇ ସେବାୟତ ଗୋଷ୍ଠୀ ମୁହାଁମୁହିଁ
ଭୁବନେଶ୍ଵର : ଆଜି ପବିତ୍ର ମହାଶିବରାତ୍ରୀ। ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ। ଲିଙ୍ଗରାଜ ମନ୍ଦିରରେ ମଧ୍ୟ ବାବାଙ୍କୁ ଦର୍ଶନ କରିବା ଲାଗି ସକାଳୁ ପ୍ରବଳ ଭକ୍ତଙ୍କ ଗହଳି ପରିଲକ୍ଷିତ ହୋଇଛି।
ଏହାରି ମଧ୍ୟରେ ମନ୍ଦିର ଭିତରେ ଦୁଇ ସେବାୟତ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…
ହେରିଟେଜ୍ ହ୍ରଦ ହେବ ବିନ୍ଦୁ ସାଗର
ଭୁବନେଶ୍ଵର : ବିନ୍ଦୁ ସାଗର ପୁଷ୍କରିଣୀକୁ ହେରିଟେଜ୍ ହ୍ରଦରେ ପରିଣତ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ୨୦୨୬-୨୭ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସରିବ ଏକାମ୍ର ହେରିଟେଜ୍ ପ୍ରକଳ୍ପ। ନୂଆ କରି ଏକ ଇଣ୍ଟରପ୍ରିଟେସନ୍ ସେଣ୍ଟର କରାଯିବାର…
୨୦୩୬ ଅଲିମ୍ପିକ୍ସ ପାଇଁ ୨୦୨୬ରୁ ପ୍ରୟାସ ଆରମ୍ଭ: କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର : ଭାରତ ୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ, ଆମକୁ ୨୦୨୬ରୁ ହିଁ ଏପରି ପ୍ରୟାସ କରିବାକୁ ହେବ ଯେପରି ସମ୍ବଲପୁର ଏବଂ ଓଡ଼ିଶାର ପ୍ରତିଭାବାନ ପିଲାମାନେ ବିଶ୍ୱସ୍ତରରେ ମେଡାଲ ଜିତିବେ । ଆଜି ସମ୍ବଲପୁରର ଐତିହାସିକ ହୀରାକୁଦ ଠାରେ ‘ଏମସିଏଲ୍ ହୀରାକୁଦ…
୨୦ତମ ତୋଷାଳି ସ୍ଵଦେଶୀ ମେଳାକୁ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର : ଆମ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀର ସ୍ଵତନ୍ତ୍ର ଆକର୍ଷଣ ରହିଛି। ଏହା ଆମ ସମୃଦ୍ଧ ଐତିହ୍ୟର ପରିଚୟ ଏବଂ ଆମ ଅସ୍ମିତାର ନିଦର୍ଶନ ବୋଲି ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି। ସ୍ଥାନୀୟ ଜନତା ମୈଦାନଠାରେ ଆୟୋଜିତ ୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳାର ଶୁଭ…
ଇଣ୍ଡିଗୋ ବିମାନକୁ ପୁଣି ବୋମା ଧମକ: କୋଲକାତାରେ ହେଲା ଜରୁରୀକାଳୀନ ଅବତରଣ
ନୂଆଦିଲ୍ଲୀ : ଆସାମର ଡିବ୍ରୁଗଡ଼ରୁ କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ଶନିବାର ଏକ ବୋମା ଧମକ ମିଳିଥିଲା। ଇଣ୍ଡିଗୋ ବିମାନ ଭିତରେ ଥିବା ଏକ ୱାଶରୁମରେ ମିଳିଥିବା ଏକ ଲିପଷ୍ଟିକ୍ ଲେଖାଯାଇଥିବା ନୋଟରେ ଏହି ଧମକ ମିଳିଥିଲା।…
ମହାଶିବରାତ୍ରିର ଉପଲକ୍ଷେ ବାଲିରେ ସୁଦର୍ଶନ ନିର୍ମାଣ କଲେ ୧୭,୦୦୦ ରୁଦ୍ରାକ୍ଷ ଏବଂ ୫୦୦ କ୍ଷୁଦ୍ର ଶିବ ଲିଙ୍ଗ
ପୁରୀ : ମହାଶିବରାତ୍ରିର ପବିତ୍ର ଅବସରରେ, ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓଡ଼ିଶାର ପୁରୀ ବେଳାଭୂମିରେ ଭଗବାନ ଶିବଙ୍କୁ ସମର୍ପିତ ଏକ ଚମତ୍କାର ବାଲୁକା ଶିବଲିଙ୍ଗ ସୃଷ୍ଟି କରିଛନ୍ତି। ଏଥିରେ ସେ ୧୭,୦୦୦ ରୁଦ୍ରାକ୍ଷ ଏବଂ ୫୦୦ କ୍ଷୁଦ୍ର ଶିବ ଲିଙ୍ଗରେ ନିର୍ମାଣ କରିଛନ୍ତି। ଏହା ପୁରୀ…