Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆଜି ବାଂଲାଦେଶରେ ସାଧାରଣ ନିର୍ବାଚନ
ଢାକା,୧୨/୦୨: ଆଜି ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ସାଧାରଣ ନିର୍ବାଚନ । ୧୨.୭୭ କୋଟି ଭୋଟର ମୋଟ ୨୦୩୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ୧୫ ବର୍ଷର ଶାସନ ପରେ ଦେଶରେ ପାଖାପାଖି ୧୮ ମାସ ଧରି ଅନ୍ତରୀଣ ସରକାର ଚାଲିଆସୁଛି । ତ୍ରୟୋଦଶ…
OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ
ଭୁବନେଶ୍ଵର : ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବୁଧବାର ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସ୍ଡମା)ର ୩୮ତମ ପରିଚାଳନା ପରିଷଦ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ…
୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ
ଭୁବନେଶ୍ଵର : ୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ଏହି ମେଳା ସମ୍ପର୍କରେ ଗଣମାଧ୍ୟମ ସମ୍ମୁଖରେ ସବିଶେଷ ତଥ୍ୟ ରଖି କହିଥିଲେ, ବୁଣାକାର ଓ…
ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି
ଭୁବନେଶ୍ଵର: ଶିଳ୍ପ ସମ୍ପର୍କ ସଂହିତା ସଂଶୋଧନ ବିଲ 2026 କୁ ବିରୋଧ କରିଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ବିଜେପି କଟୁ ସମାଲୋଚନା କରିଛି। ଶ୍ରମିକମାନଙ୍କୁ ନେଇ ଯେଉଁମାନେ ରାଜନୀତି କରୁଛନ୍ତି ସେମାନେ ଏହି ଶ୍ରମ କୋଡକୁ ବିରୋଧ କରୁଛନ୍ତି ବୋଲି ରାଜ୍ୟ ବିଜେପି ମୁଖପାତ୍ର ଅନୀଳ ବିଶ୍ୱାଳ…
ଶିକ୍ଷକ ଅଭାବ ଘଟଣାର ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ ।
ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ଉନ୍ନୀତ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଘଟଣାର ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ । କଖାରୁଣୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୩୫୦ରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ଏହି ସ୍କୁଲରେ ପ୍ରଥମ…
୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ
ଅନୁଗୋଳ, ୧୨।୨ : ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ ବଜାର, ଜାତୀୟ ରାଜପଥ ବନ୍ଦ କରାଯିବାର ଦେଖିବକୁ ମିଳିଛି। ୧୦ଟି ଶ୍ରମିକ ଓ ସ୍ବାଧୀନ ଫେଡେରେଶନ ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ସର୍ବଭାରତୀୟ…
ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ
ବାଲେଶ୍ୱର,୧୨।୨ : ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି l କେନ୍ଦ୍ର ସରକାରଙ୍କ…
ହାତୀଓଟ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ
ବୁଗୁଡ଼ା ୧୧/୦୨/୨୬ : ( ଡ. କୁମୁଦ ଚନ୍ଦ୍ର ବେହେରା )ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଫେବୃୟାରୀ ୧୧ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମା ଶଙ୍କର ଦାସ ଅଧ୍ୟକ୍ଷତା…
ବିଧାନସଭା କ୍ଷେତ୍ରସ୍ତରୀୟ ଉନ୍ନୟନ କମିଟି ବୈଠକ
ଗଞ୍ଜାମ ବୁଗୁଡ଼ା ୧୧।୨ (ଡ. କୁମୁଦ ଚନ୍ଦ୍ର ବେହେରା ) ପୋଲସରା ବିଧାନସଭା କ୍ଷେତ୍ର ଅନ୍ତର୍ଗତ ପୋଲସରା ଓ ବୁଗୁଡ଼ା ବ୍ଲକ ର ଆଗାମୀ ୩ ବର୍ଷ ମଧ୍ୟରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ କରାଯିବ । ତାହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ୭ ଦିନ ରେ ପ୍ରସ୍ତୁତ କରି ଜିଲ୍ଲା ପ୍ରଶାସନ କୁ ଦିଆଯିବ…
ସପ୍ତାହେ ପରେ ବିଧାନସଭା ବଜେଟ ଅଧିବେଶନ: ୧୬ରେ ସର୍ବଦଳୀୟ ବୈଠକ
ଭୁବନେଶ୍ୱର : ବହିବ ଧାନ ମଣ୍ଡି ଝଡ଼ । ଉଛୁଳିବ ମହାନଦୀ ଜଳ । ମୋଟରଯାନ ପ୍ରଦୂଷଣ ପ୍ରମାଣପତ୍ର (ପିୟୁସିସି) କଟକଣାରୁ ନେଇ ଆଇନଶୃଙ୍ଖଳା ଓ ଏସଆଇଆର୍ ପର୍ଯ୍ୟନ୍ତ ଅନେକ ପ୍ରସଙ୍ଗ ଧରି ବସିଛନ୍ତି ବିରୋଧୀ ଦଳ । ଗୋଟିଏ ଗୋଟିଏ କରି ଉଠାଇବେ, ସରକାରଙ୍କୁ ଜବାବ ମାଗି ଘେରିବେ । ବିଧାନସଭାର ଆଗାମୀ…