Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୋଲସରା ବ୍ରିଲିଏଣ୍ଟ ହାଇ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ।
ପୋଲସରା, ୧୦/୨/୨୬ : (ଡ. କୁମୁଦ ଚନ୍ଦ୍ର ବେହେରା ) ଗଞ୍ଜାମ ଜିଲ୍ଲାର ପୋଲସରା ପୌର ପରିଷଦ ଅନ୍ତର୍ଗତ ଦାସରଥୀ ନଗରର ବ୍ରିଲିଏଣ୍ଟ ହାଇ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ସଭାପତି ଆଇନଜୀବୀ ବ୍ରଜେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଏବଂ ପ୍ରତିଷ୍ଠାତା…
TCS Academic Alliance Leadership Engages with Students at Heritage Institute of Technology
Kolkata (10/2): Dr. K. M. Suceendran, Head – Academic Alliance, Tata Consultancy Services (TCS), visited Heritage Institute of Technology, Kolkata, on 6th February and interacted with students and faculty members on emerging industry…
ଛତିଶଗଡ଼ରେ ବସ୍ତର ପାଣ୍ଡମ ୨୦୨୬ର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଅମିତ ଶାହ
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ଛତିଶଗଡ଼ରେ ବସ୍ତର ପାଣ୍ଡମ ୨୦୨୬ର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ଏବଂ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମାଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି…
ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍ସିପ
କଟକ: କଟକ ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ଆୟୋଜିତ ୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍ସିପର ଦ୍ୱିତୀୟ ଦିନର କ୍ରୀଡା ପ୍ରତିଯୋଗିତାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଛି। ରାଜ୍ୟର ବିଭିନ୍ନ ପୋଲିସ ଜିଲ୍ଲା, ବାଟାଲିୟନ୍ ଓ ୟୁନିଟ୍ର ଖେଳାଳିମାନେ…
ଆଜି ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ
ଭୁବନେଶ୍ୱର : ରାଜ୍ୟରେ ପୁଣି ଗଡ଼ିବ ନୂଆ ୨୫୦ଟି ୧୦୮ ଆମ୍ବୁଲାନ୍ସ। ଖରାପ ୧୦୮ ଆମ୍ବୁଲାନ୍ସ ବଦଳରେ ଏହି ନୂଆ ଗାଡ଼ି ଗଡ଼ିବ। ଆଜି କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଆମ୍ବୁଲାନ୍ସ ଗୁଡ଼ିକର ଶୁଭାରମ୍ଭ କରିବେ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ…
ଆଜି ମିଲର୍ସ ସଂଘ ସହ ଆଲୋଚନା
ଭୁବନେଶ୍ବର: ରାଜ୍ୟରେ ଧାନକିଣା ବ୍ୟବସ୍ଥାକୁ ଅଧିକ ତ୍ବରାନ୍ବିତ କରିବାକୁ ଆଜି ମିଲର୍ସଙ୍କ ସହ ସରକାର ବୈଠକ ଡାକିଛନ୍ତି। ଆଜି ପୂର୍ବାହ୍ଣ ୧୦ଟା ୩୦ରେ ଲୋକସେବା ଭବନ ଦ୍ବିତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ନିଖିଳ ଓଡ଼ିଶା ଚାଉଳ ମିଲର୍ସ ସଂଘର…
ରାଜସ୍ୱ ପ୍ରଶାସନକୁ ଅଧିକ ଲୋକାଭିମୁଖୀ କରିବା ନେଇ ଗୁରୁତ୍ୱାରୋପ
ଭୁବନେଶ୍ବର, ୯।୨ : ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଡଃ ଅରବିନ୍ଦ କୁମାର ପାଢ଼ୀ ଦାୟିତ୍ବ ଗ୍ରହଣ କରଛନ୍ତି। ରାଜସ୍ୱ ପ୍ରଶାସନକୁ ସୁଦୃଢ଼ କରିବା ସହ ଏହାକୁ ଅଧିକ ଲୋକାଭିମୁଖୀ କରିବା ଦିଗରେ ସେ ଗୁରୁତ୍ୱାରୋପ କରିଛନ୍ତି l ଏଥିପାଇଁ ବିଭାଗର…
ଗୁରୁବାର ଭାରତ ବନ୍ଦ ଡାକରା
ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍ ଗୁରୁବାର ଭାରତରେ ବ୍ୟାପକ ବାଧା ଉପୁଜିବାର ସମ୍ଭାବନା ରହିଛି। ଏହି ଧର୍ମଘଟ ବିଭିନ୍ନ ରାଜ୍ୟରେ ଦୈନନ୍ଦିନ ଜୀବନକୁ…
ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବର ୟୁନିଟ୍-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଆଜି ଥିଲା ୧୭ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀଙ୍କ ସହିତ ୫ ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି…
ମାଗଣା କର୍କଟ ରୋଗ ନିରୁପଣ ଓ ସ୍ଵାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ
ବ୍ରହ୍ମପୁର : ବ୍ରହ୍ମପୁର ସ୍ଥିତ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ କ୍ରାନ୍ତି ଓ କେ ସି ହାଇସ୍କୁଲ ଇଂରାଜୀ ମିଡ଼ିୟମର ମିଳିତ ସହଯୋଗରେ ଗୋଷାଣୀନୂଆଗାଁ ସ୍ଥିତ କେ ସି ହାଇସ୍କୁଲ ଇଂରାଜୀ ମିଡ଼ିୟମ ପରିସରରେ ମାଗଣା କର୍କଟ ନିରୂପଣ ଓ ସ୍ଵାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଟିତ ହୋଇ ଯାଇଛି।…