Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ
ଭୁବନେଶ୍ଵର : ଆଜି କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ଶୁଭାରମ୍ଭ ହୋଇଯାଇଛି। ବିନୟତୋଷ ମିଶ୍ର, ଆଇପିଏସ, ଡିଜିପି, କ୍ରାଇମବ୍ରାଞ୍ଚ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିବା ସହ…
ନବୀନଙ୍କ ବଡ କାର୍ଯ୍ୟାନୁଷ୍ଠାନ:
ଭୁବନେଶ୍ୱର : ପୁଣି ଥରେ ବିଜେଡି ସୁପ୍ରିମୋ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନିକଟରେ ଅରବିନ୍ଦ ମହାପାତ୍ର ଏବଂ ସନାତନ ମାହକୁଡଙ୍କୁ ନିଲମ୍ବନ କରି ନବୀନ ଚର୍ଚ୍ଚାରେ ରହିଛନ୍ତି। କିଛିଦିନ ବ୍ୟବଧାନରେ ନବୀନ ପୁଣି ଥର ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଜି ଦଳ ବିରୋଧୀ କାର୍ଯ୍ୟ…
ପ୍ରଥମ ଜିଲ୍ଲାସ୍ତରୀୟ ପିଏମ ଶ୍ରୀ ଉତ୍ସବ ଉଦଯାପିତ :
ଭୁବନେଶ୍ଵର : ଭୁବନେଶ୍ଵର ସ୍ଥିତ ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଆଇ ଆରସି ଭିଲେଜ ଠାରେ ଦୁଇ ଦିନ ଧରି ଚାଲିଥିବା ପିଏମ୍ ଶ୍ରୀ ଉତ୍ସବ ଉଦଯାପିତ ହୋଇଯାଇ ଅଛି। ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ରୂପେ ଆଇନ ପୂର୍ତ୍ତ ଓ ଅବକାରୀ…
କାହ୍ନା ଚାରିଟେବୁଲ ଟ୍ରଷ୍ଟ ତରଫରୁ ଆସନ୍ତା ୨୦ ରେ ସାମୁହିକ ବିବାହ ଉତ୍ସବ
ବ୍ରହ୍ମପୁର : ବ୍ରହ୍ମପୁର ସହରର ଅଗ୍ରଣୀ ସ୍ଵେଚ୍ଛାସେବୀ ସଂଗଠନ କାହ୍ନା ଚାରିଟେବୁଲ ଟ୍ରଷ୍ଟ ତରଫରୁ ଆସନ୍ତା ୨୦ ତାରିଖରେ ସାମୁହିକ ବିବାହ ଉତ୍ସବ ଗୀତା ଭବନ ଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଆଜି ଷ୍ଟେସନ୍ ରୋଡ ସର୍କିଟ ହାଉସ ଠାରେ ଟ୍ରଷ୍ଟ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ…
ଆରମ୍ଭ ହେଲା NEET UG 2026 ପଞ୍ଜୀକରଣ
ନୂଆଦିଲ୍ଲୀ : ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଶେଷରେ NEET UG 2026 ପରୀକ୍ଷା ପାଇଁ ସରକାରୀ ବିଜ୍ଞପ୍ତି ପ୍ରକାଶ କରିଛି। ମେଡିକାଲ କଲେଜରେ ପ୍ରବେଶ ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ପ୍ରାର୍ଥୀମାନେ ଏବେ NTAର ସରକାରୀ ୱେବସାଇଟ୍ ପରିଦର୍ଶନ କରି ଆବେଦନ…
ଶେଷ ହେଲା ତିନିଦିନ ଧରି ଚାଲୁଥିବା ଧଉଳି କଳିଙ୍ଗ ନୃତ୍ୟ ଉତ୍ସବ
ଭୁବନେଶ୍ବର: ଭୁବନେଶ୍ବରର ପ୍ରସିଦ୍ଧ ଧଉଳି ପାଦଦେଶରେ ଆୟୋଜିତ ହୋଇ ଆସୁଥିବା ୨୨ତମ ଧଉଳି-କଳିଙ୍ଗ ମହୋତ୍ସବ ଆଜି ସଂଧ୍ୟାରେ ଉଦଯାପିତ ହୋଇଯାଇଛି। ଏହି ସଂଧ୍ୟାରେ ରାଜ୍ୟପାଳ ହରିବାବୁ କୁମ୍ଭମପାଟି, ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଯୋଗ ଦେଇଥିଲେ।
ଶେଷ ସଂଧ୍ୟାରେ…
୪ର୍ଥ ଜାତୀୟ ଅନୁବାଦକ ସମ୍ମିଳନୀ ଉତ୍ସବମୟ ପରିବେଶରେ ସଫଳତାର ସହିତ ଅନୁଷ୍ଠିତ।
କଟକ : ଭାରତର ସର୍ବବୃହତ୍ ଅନୁବାଦ ସାହିତ୍ୟକେନ୍ଦ୍ରିକ ସମ୍ମିଳନୀ ୪ର୍ଥ ଜାତୀୟ ଅନୁବାଦକ ସମ୍ମିଳନୀ ୩ ଫେବୃଆରୀରେ ଆନନ୍ଦ, ଉତ୍ସାହ ଓ ଦେଶବ୍ୟାପୀ ସଦସ୍ୟଙ୍କ ଅଂଶଗ୍ରହଣ ମଧ୍ୟରେ ସଫଳତାର ସହିତ ସମାପ୍ତ ହୋଇଛି। ଦୁଇ ଦିନିଆ ଏହି ସମ୍ମିଳନୀ ବହୁଭାଷୀୟତା, ଅନୁବାଦ ଅଧ୍ୟୟନ ଓ ସାହିତ୍ୟିକ ସହଯୋଗର…
ଏସିଆନ ସୁଟିଂ ଚାମ୍ପିୟନସିପରେ ଚମକିଲେ କେନ୍ଦୁଝର ଝିଅ
କେନ୍ଦୁଝର : ସାହରପଡା ବ୍ଲକ ଉଦୟପୁର ଗ୍ରାମର କନ୍ୟା “ମାନ୍ୟତା ସିଂହ” ନୂଆଦିଲ୍ଲୀ ଠାରେ ଆୟୋଜିତ ଏସିଆନ୍ ସୁଟିଂ ଚାମ୍ପିୟନସିପ-୨୦୨୬ରେ ଚମକିଛନ୍ତି । ସେ ୧୦ ମିଟର ଏୟାର ରାଇଫଲ ମହିଳା ଜୁନିଅର ଇଭେଣ୍ଟରେ ପ୍ରଥମ ପଦାର୍ପଣରେ ସମୁଦାୟ ୨୪୯. ୭ ପଏଣ୍ଟ ହାସଲ କରି ଦେଶ ପାଇଁ ରୌପ୍ୟ ପଦକ ଅର୍ଜନ…
ପୁଣି ବିମାନ ଦୁର୍ଘଟଣା
ବି.ବି.ନିୟୁଜ: ପୁଣି ଏକ ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣା ହୋଇଥିବା ସାମ୍ନାକୁ ଆସିଛି । ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ।
କର୍ଣ୍ଣାଟକର ବିଜୟାପୁର ଜିଲ୍ଲାର ବାବଲେଶ୍ୱର ତାଲୁକର ମାଙ୍ଗାଲୋର ଗାଁରେ ଏକ ତାଲିମ ବିମାନ ଦୁର୍ଘଟଣା ସାମ୍ନାକୁ ଆସିଛି । ଡ଼ିଜିସିଏ ସୂଚନା…
ଭାରତୀୟ ବାୟୁସେନାରେ ସାମିଲ ହେବ ୧୧୪ ନୂତନ ରାଫେଲ୍
ନୂଆଦିଲ୍ଲୀ: ଭାରତ ଏହାର ସୁରକ୍ଷା ଏବଂ ବାୟୁସେନାକୁ ମଜବୁତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ଭାରତୀୟ ବାୟୁସେନା ପାଇଁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ ହୋଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ବାୟୁସେନା ଏହି ପ୍ରସ୍ତାବ ଉପରେ ନିରନ୍ତର…