Browsing Category

ଓଡିଶା

କୋଟିଆ ସୀମାନ୍ତ ଗ୍ରାମ ପରିଦର୍ଶନରେ ପ୍ରଶାସନିକ ଅଧିକାରୀ

ବି.ବି.ନିୟୁଜ :   କୋଟିଆ ସୀମାନ୍ତ ଗ୍ରାମଗୁଡ଼ିକରେ ପ୍ରଶାସନିକ ଅଧିକାରୀଙ୍କ ସାମୁହିକ ଗସ୍ତ କୋଟିଆ ସୀମାନ୍ତ ଅଞ୍ଚଳର ବାସିନ୍ଦାଙ୍କ ଅନ୍ତର୍ଭୁକ୍ତିମୂଳକ ବିକାଶ ଏବଂ କଲ୍ୟାଣ ପ୍ରତି ଓଡ଼ିଶା ସରକାରଙ୍କ କେନ୍ଦ୍ରିତ ଆଭିମୁଖ୍ୟକୁ ଜାରି ରଖି, କୋଟିଆର  ବିଭିନ୍ନ ସୀମାନ୍ତ ଗ୍ରାମଗୁଡ଼ିକୁ ଏକ…

ଆଜି ଖୋଲା ରହିବ ଷ୍ଟକ୍ ବଜାର

ନୂଆଦିଲ୍ଲୀ : ରବିବାର ଦିନ ବଜେଟ୍ ୨୦୨୬ ଉପସ୍ଥାପନ କରାଯିବ। ଏହି ଦିନ ଷ୍ଟକ୍ ବଜାର ମଧ୍ୟ ଅନ୍ୟ ସାଧାରଣ ଦିନ ଭଳି ଲାଇଭ୍ ଟ୍ରେଡିଂ ସେସନ୍ ଆୟୋଜନ କରିବ। ଫେବୃଆରୀ ୧ ତାରିଖରେ ବଜେଟ୍ ଉପସ୍ଥାପନ କରାଯିବା ପରମ୍ପରାରେ ପରିଣତ ହୋଇଛି। ଏହି ତାରିଖ ସପ୍ତାହାନ୍ତରେ ପଡ଼ିଲେ ମଧ୍ୟ ବଜାର ଖୋଲା…

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ଵର : ଓଡିଶା ହାଇଡ୍ରୋ ପାୱାର କର୍ପୋରେସନ ଲିମିଟେଡ୍- ଓଏଚପିସି ପକ୍ଷରୁ ଆଜି ଲୋକସେବା ଭବନରେ ଓଏଚପିସିର କର୍ମଚାରୀମାନଙ୍କ କଷ୍ଟମାଇଜଡ୍ ୟୁନିଅନ୍ ସୁପର ସାଲାରୀ ଆକାଉଣ୍ଟ୍ ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓଙ୍କ ଉପସ୍ଥିତିରେ…

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣାପତ୍ର…

ଭୁବନେଶ୍ଵର : ଭାରତର ଚିକିତ୍ସା ଐତିହ୍ୟକୁ ସୁରକ୍ଷିତ ରଖିବା ଏବଂ ଏହାର ପ୍ରଚାର ପ୍ରସାର ପାଇଁ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ, ଆୟୁଷ ମନ୍ତ୍ରଣାଳୟ ଅଧୀନରେ ଥିବା କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ…

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

ଭୁବନେଶ୍ଵର : ଆନ୍ତର୍ଜାତୀୟ କ୍ରୀଡ଼ା ମାନଚିତ୍ରରେ ଓଡ଼ିଶାର ଗୌରବ ବୃଦ୍ଧି କରିଥିବା ରାଜ୍ୟର ଚାରିଜଣ ପ୍ରତିଭାବାନ କ୍ରୀଡ଼ାବିତ୍ ଙ୍କୁ ସମ୍ମାନିତ କରାଯାଇଛି। କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କ୍ରୀଡ଼ାବିତ୍ମାନଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସଫଳତା ପାଇଁ ଶୁଭେଚ୍ଛା ଜଣାଇବା…

ପଶ୍ଚିମବଙ୍ଗ ଗସ୍ତ କରି ରଣହୁଙ୍କାର ଦେଇଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ ।

ନୂଆଦିଲ୍ଲୀ,୩୧/୦୧: ବିଧାନସଭା ନିର୍ବାଚନ ପୂର୍ବୁର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ନର୍ଥ ୨୪ ପ୍ରାଗଣରେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ରାଜ୍ୟରେ ଦୁର୍ନୀତି ଏବଂ ବିପର୍ଯ୍ୟନ୍ତ ଶାସନକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଅମିତ ଶାହ । ଆମ …

ଏବେ ଓଡ଼ିଆ ଭାଷାରେ ପଢ଼ିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ।

ଭୁବନେଶ୍ୱର, ୩୧/୦୧ : ଓଡ଼ିଆରେ ପଢିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ। ଆଜି ଲୋକସେବା ଭବନରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ ଗୁଡିକ ମଧ୍ୟରେ ଗଣିତ, ପଦାର୍ଥ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ମୋଟରସାଇକେଲ ଆରୋହୀ ମୃତ

ବ୍ରହ୍ମପୁର : ବ୍ରହ୍ମପୁର ସହର ଉପକଣ୍ଠ ଗୋଷାଣୀ ନୂଆଗାଁ ହଳଦିଆ ପଦର ସଂଯୋଗ ଓଭରବ୍ରିଜ୍ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ୫ ଜଣ ମୋଟରସାଇକେଲ ଆରୋହୀ ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ଜଣେ ସଙ୍କଟାପନ୍ନ ଅବସ୍ଥାରେ ବଡ଼ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁଚନା…

ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଓଡିଶାର ଆଉ ତିନି ବରିଷ୍ଠ ଆଇଏଏସ ଅଧିକାରୀ

ଭୁବନେଶ୍ବର : ଆଜି ରାଜ୍ୟ ସରକାର ତିନି ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ପଦନ୍ନୋତି ପ୍ରଦାନ କରିଛନ୍ତି। ସେମାନଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦକୁ ପଦନ୍ନୋତି କରାଯାଇଛି। ସେମାନେ ହେଲେ ଶ୍ବାଶତ ମିଶ୍ର, ବିଶାଳ ଦେବ ଏବଂ ଉଷା ପାଢୀ। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ତରଫରୁ ଏକ ବିଜ୍ଞପ୍ତି…

ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ଲିଖିତ ପୁସ୍ତକ “ବୁଦ୍ଧ ସଂଘରେ ୪୦ବର୍ଷ”କୁ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ…

ଭୁବନେଶ୍ୱର: ଭୁବନେଶ୍ୱର ବୁଦ୍ଧ ମନ୍ଦିର ସହ ଦୀର୍ଘ ୪୦ ବର୍ଷର ସମ୍ପର୍କକୁ ନେଇ ବିଶିଷ୍ଟ ରାଜନେତା, ଆର୍ଯ୍ୟସମାଜ, ଓଡ଼ିଶାର ସଭାପତି ତଥା ସର୍ବଭାରତୀୟ ମହାବୋଧି ସମିତିର ପୂର୍ବତନ ଉପସଭାପତି ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ଲିଖିତ ପୁସ୍ତକ “ବୁଦ୍ଧ ସଂଘରେ ୪୦ବର୍ଷ”କୁ ଶନିବାର ଅପରାହ୍ନରେ…