Browsing Category

ଓଡିଶା

ଓଡ଼ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବ ଅନୁଷ୍ଠିତ

ନୟାଗଡ଼ (୩୦/୦୧): ଓଡ଼ଗାଁ ଶିକ୍ଷାମଣ୍ଡଳ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ପୁଷ୍ପଲତା ସାହୁଙ୍କ ସଭାପତିତ୍ୱରେ ଉକ୍ତ ଉତ୍ସବରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଓଡ଼ଗାଁର କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଂଜନ ବେହେରା…

କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ

ଭୁବନେଶ୍ଵର: କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଆଭାସୀ ମାଧ୍ୟମରେ ସାମିଲ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା…

ଓଡିଶା ଗସ୍ତରେ ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ :

ଭୁବନେଶ୍ଵର : ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ ଅଜୟ ବାଙ୍ଗା ଓଡିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ବୈଠକରେ ଉଭୟ ରାଜ୍ୟର ବିକାଶ ସମ୍ପର୍କିତ ନୀତି ଗୁଡିକ ବିଷୟରେ ଆଲୋଚନା ହୋଇଛି। ଏହା ସହ ରାଜ୍ୟ ଓ ବିଶ୍ୱବ୍ୟାଙ୍କ ମଧ୍ୟରେ ସହଭାଗୀତା ବୃଦ୍ଧି ନେଇ…

ଅସୀମ ମୁନିରଙ୍କ ପାଇଁ ଜାତିସଂଘରେ ପାକିସ୍ତାନକୁ ନିନ୍ଦା କଲା ଭାରତ

ନୂଆଦିଲ୍ଲୀ: ପାକିସ୍ତାନ ସମ୍ପ୍ରତି ଏହାର ସମ୍ବିଧାନ ସଂଶୋଧନ କରି ଅସୀମ ମୁନିରଙ୍କୁ କ୍ଷମତା ପ୍ରଦାନ କରିଛି ଏବଂ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛି। ଭାରତ ଏବେ ବିଶ୍ୱ ମଞ୍ଚରେ ପାକିସ୍ତାନକୁ ସମାଲୋଚନା କରିଛି। ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ରାଷ୍ଟ୍ରଦୂତ ପି. ହରିଶ ସାମ୍ବିଧାନିକ…

ତ୍ରୁଟିଶୂନ୍ୟ ପଞ୍ଜିକା ପ୍ରସ୍ତୁତକୁ ଗୁରୁତ୍ବ :

ପୁରୀ : ଶ୍ରୀମନ୍ଦିରରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ ସେଥିପାଇଁ ଏକ ସ୍ବତନ୍ତ୍ର ବୈଠକ ଗୁରୁବାର ଅପରାହ୍ଣରେ ଶ୍ରୀମନ୍ଦିର ସଦର କାର୍ଯ୍ୟାଳୟ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି।…

ସୁନେତ୍ରାଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ଦେବା ସମ୍ପର୍କରେ ଏନସିପି ନେତାମାନେ ଚାହୁଁଛନ୍ତି।

ମୁମ୍ବଇ: ବିମାନ ଦୁର୍ଘଟଣାରେ ଏନସିପି ମୁଖ୍ୟ ଅଜିତ୍ ପୱାରଙ୍କ ଅକାଳ ମୃତ୍ୟୁ ପରେ ଦଳରେ କ୍ଷମତା କନ୍ଦଳ ଆରମ୍ଭ ହୋଇଛି। ବିଶେଷକରି ଅଜିତଙ୍କ ସ୍ଥାନରେ ମହାରାଷ୍ଟ୍ର ସରକାରରେ କିଏ ଉପମୁଖ୍ୟମନ୍ତ୍ରୀ ହେବ ତାକୁ ନେଇ ଦଳରେ ଛକାପଞ୍ଝା ଆରମ୍ଭ ହୋଇଛି। ଉପମୁଖ୍ୟମନ୍ତ୍ରୀ ପଦ ଲାଗି ଦଳର ବରିଷ୍ଠ ନେତା…

ହରଭଙ୍ଗା ଲୋକ ମହୋତ୍ସବ ଉଦଘାଟିତ

ବୌଦ୍ଧ : ବୌଦ୍ଧ ଜିଲ୍ଲାର ଚତୁର୍ଥ ହରଭଙ୍ଗା ଲୋକ ମହୋତ୍ସବ ମଙ୍ଗଳବାର ଉଦଘାଟିତ ହୋଇଛି। ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ଓଡିଶା ସରକାରଙ୍କ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଉପସ୍ଥିତ ରହି ମହୋତ୍ସବକୁ ଉଦଘାଟନ କରିଥିଲେ l ମହୋତ୍ସବ କମିଟିର ସଭାପତି ସଂଗ୍ରାମ କେଶରୀ ବେହେରାଙ୍କ…

ଯବାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୧: ଯବାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ଏନେଇ ସେ ଏକ୍ସରେ ଲେଖିଛନ୍ତି, “ଜମ୍ମୁ-କାଶ୍ମୀରରେ କାର୍ଯ୍ୟରତ ଥିବା ନୟାଗଡ଼ ଜିଲ୍ଲା ଆନନ୍ଦପଲ୍ଲୀ ଗାଁର ବୀର ଯବାନ ଜିତୁ ବେହେରାଙ୍କ ଅକାଳ ବିୟୋଗରେ ମୁଁ ଗଭୀର ଭାବେ…

୧.୮ ଲକ୍ଷ ଯୁବକଯୁବତୀଙ୍କୁ ନିଯୁକ୍ତି ଏବଂ ୩ ଲକ୍ଷ ଯୁବକଯୁବତୀଙ୍କୁ ତାଲିମ ପ୍ରଦାନ କଲା ରିଲାଏନ୍ସ ଫାଉଣ୍ଡେସନ

ମୁମ୍ବାଇ : ରିଲାଏନ୍ସ ଫାଉଣ୍ଡେସନ ଏହାର ଦକ୍ଷତା ବିକାଶ ପଦକ୍ଷେପଗୁଡ଼ିକରେ ଉଲ୍ଲେଖନୀୟ ସଫଳତା ହାସଲ କରିବା ସହିତ ୩ ଲକ୍ଷରୁ ଅଧିକ ଯୁବକଯୁବତୀଙ୍କୁ ଦକ୍ଷତା ତାଲିମ ପ୍ରଦାନ ଏବଂ ୧ ଲକ୍ଷ ୮୦ ହଜାରରୁ ଅଧିକ ଲୋକଙ୍କୁ ରୋଜଗାର ଦେଇଛି। ରିଲାଏନ୍ସ ଫାଉଣ୍ଡେସନ ଏପର୍ଯ୍ୟନ୍ତ ୧୨ ଲକ୍ଷରୁ ଅଧିକ…

ପଞ୍ଚଭୂତରେ ବିଲୀନ ହେଲେ ଅଜିତ୍

ବି.ବି.ନିୟୁଜ  : ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପୱାରଙ୍କ ଶେଷକୃତ୍ୟ ବାରାମତିରେ ସମ୍ପର୍ଣ୍ଣ ହୋଇଛି । ରାଜ୍ୟର ସର୍ବୋଚ୍ଚ ସମ୍ମାନ ସହିତ ତାଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ କରାଯାଇଛି । ବିଭିନ୍ନ ରାଜନୈତିକ ନେତା, ପରିବାର ସଦସ୍ୟ ଏବଂ ହଜାର ହଜାର ସମର୍ଥକ…