Browsing Category

ଓଡିଶା

ଆସନ୍ତାମାସ ଇସ୍ରାଏଲ୍ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ନିଉଦିଲ୍ଲୀ : ଆସନ୍ତାମାସ ଇସ୍ରାଏଲ୍ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ । ଏନେଇ ଛାନିଆ ରେ ପାକିସ୍ତାନ । ଆସନ୍ତା ମାସ ୨୭-୨୮ରେ ଇସ୍ରାଏଲ୍ ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଯଦି ଏହା ହୁଏ,ଏହା ତାଙ୍କର ତୃତୀୟ କାର୍ଯ୍ୟକାଳରେ ଏବଂ ୨୦୧୭ରେ ପରେ ମୋଦି ପ୍ରଥମଥର ପାଇଁ ଇସ୍ରାଏଲ…

ଡ଼ିଶାରେ ଜିଓ ଏଆଇ କ୍ଲାସରୁମ୍ ପ୍ରୋଗ୍ରାମ ଜରିଆରେ ହଜାର ହଜାର ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କୁ…

ଭୁବନେଶ୍ୱର : ‘ସମସ୍ତଙ୍କ ପାଇଁ ଏଆଇ’ ମିଶନର ଅଂଶ ସ୍ୱରୂପ, ରିଲାଏନ୍ସ ଜିଓ ସାରା ଓଡ଼ିଶାରେ ଜିଓ ଏଆଇ କ୍ଲାସରୁମ୍ ପ୍ରୋଗ୍ରାମ ଜରିଆରେ ହଜାର ହଜାର ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କୁ ଏଆଇ-ପ୍ରସ୍ତୁତ କରିବା ପାଇଁ ଏକ ବ୍ୟାପକ ଅଭିଯାନ ଆରମ୍ଭ କରିଛି। ସାରା ଓଡ଼ିଶାରେ ୬୫୦ରୁ ଅଧିକ…

ଜାତୀୟ ଶିକ୍ଷାନୀତି ୨୦୨୦ ଆଲୋଚନାଚକ୍ର ଅନୁଷ୍ଠିତ

ଓଡ଼ଗାଁ,୨୮/୦୧(ରିପୋର୍ଟ-ସନାତନ ମହାକୁଡ଼): ଆଜି ଓଡ଼ଗାଁ ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଜାତୀୟ ଶିକ୍ଷାନୀତି ୨୦୨୦ ସମ୍ପର୍କିତ ଏକ ଆଲୋଚନାଚକ୍ର ଏବଂ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ସମ୍ବର୍ଦ୍ଧନା ଉତ୍ସବ ଶରଣକୁଳ ସ୍ଥିତ ନାରାୟଣ ହାଇସ୍କୁଲ ଅଡିଟୋରିଅମ୍ ପରିସରରେ…

ମଦନପୁର ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ଗାଁ(୨୯/୦୧): ଓଡ଼ଗାଁ ଶିକ୍ଷାମଣ୍ଡଳ ଅନ୍ତର୍ଗତ କୁରାଳ କ୍ଲଷ୍ଟର୍ ଅଧୀନରେ ଥିବା ମଦନପୁର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଭାବେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି।ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ କୄଷ୍ଣଚନ୍ଦ୍ର ସେଠୀଙ୍କ ସଭାପତିତ୍ୱରେ ଉକ୍ତ ଉତ୍ସବରେ ମଣ୍ଡଳ…

ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ।

ଭୁବନେଶ୍ୱର : ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଦୁଇ ଦିନ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ…

ରାଜ୍ୟରେ କଣ୍ଟ୍ରାକ୍ଟର ଡାଟାବେସ୍ ମ୍ୟାନେଜମେଣ୍ଟ ସିଷ୍ଟମ୍ 3.0 ର ଶୁଭାରମ୍ଭ କଲେ ଆଇନ ମନ୍ତ୍ରୀ

ଭୁବନେଶ୍ଵର : ରାଜ୍ୟରେ କଣ୍ଟ୍ରାକ୍ଟର ଡାଟାବେସ୍ ମ୍ୟାନେଜମେଣ୍ଟ ସିଷ୍ଟମ୍ (CDMS) 3.0 ର ଶୁଭାରମ୍ଭ କରିଛନ୍ତି ପୂର୍ତ୍ତ ଏବଂ ଆଇନ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଲୋକସେବା ଭବନଠାରେ କଣ୍ଟ୍ରାକ୍ଟର ପରିଚାଳନା ବ୍ୟବସ୍ଥାକୁ ଅଧିକ ସରଳ, ସ୍ଵଚ୍ଛ ଏବଂ କାର୍ଯ୍ୟକ୍ଷମ କରିବା ଉଦ୍ଦେଶ୍ୟରେ…

e-IB ଅନଲାଇନ୍ ଆପ୍ଲିକେସନ୍ ସୁବିଧାକୁ ଶୁଭାରମ୍ଭ କଲେ ଆଇନ ମନ୍ତ୍ରୀ

ଭୁବନେଶ୍ଵର: ପୂର୍ତ୍ତ ବିଭାଗ ଅଧିନରେ ଥିବା ଡାକ ବଙ୍ଗଳା ବୁକିଂ ପ୍ରକ୍ରିୟାକୁ ଡିଜିଟାଲ୍ କରିବା ଲକ୍ଷ୍ୟରେ e-IB ଅନଲାଇନ୍ ଆପ୍ଲିକେସନ୍ ସୁବିଧାକୁ ପୂର୍ତ୍ତ ଏବଂ ଆଇନ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶୁଭାରମ୍ଭ କରିଛନ୍ତି। e-IB ପ୍ଲାଟଫର୍ମ ଡିଜିଟାଲ୍ ଇଣ୍ଟରଫେସ୍ ମାଧ୍ୟମରେ ପ୍ରଥମ…

ହାଇଦ୍ରାବାଦର ବେଗୁମପେଟଠାରେ ଆୟୋଜିତ ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମ

ଭୁବନେଶ୍ଵର: ହାଇଦ୍ରାବାଦର ବେଗୁମପେଟଠାରେ ଆୟୋଜିତ ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ରେ ଓଡ଼ିଶା ସରକାର ଅଂଶଗ୍ରହଣ କରିଛନ୍ତି। ଭାରତର ବିମାନ ଚଳାଚଳ କ୍ଷେତ୍ରରେ ରାଜ୍ୟର ବଢୁଥିବା ଭୂମିକାକୁ ପ୍ରତିଫଳିତ କରି ଏହି ପାଭିଲିୟନର ବିଷୟବସ୍ତୁ…