Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାସକର ଛୁଆକୁ ୨୦ ହଜାର ଟଙ୍କାରେ ବିକି ଦେଲେ ଜନ୍ମକଲା ବାପା-ମାଆ।
ଭଦ୍ରକ : ପୁଣି ଅଲୋଡ଼ା ଶିଶୁକନ୍ୟା। ଭଦ୍ରକ ଥାନା ବୟାବନାପୁର ଅଞ୍ଚଳରେ ଚାଞ୍ଚଲ୍ୟ। ମାସକର ଛୁଆକୁ ୨୦ ହଜାର ଟଙ୍କାରେ ବିକି ଦେଲେ ଜନ୍ମକଲା ବାପା-ମାଆ। ଭଣ୍ଡାରିପୋଖରୀ ଥାନାରେ ଜେଜେମାଆଙ୍କ ଏତଲା। ତନାଘନା କରୁଛି ପୁଲିସ, ୩ ଅଟକ।
ସୂଚନାନୁଯାୟୀ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧୀନ…
ଝାରସୁଗୁଡା ଜିଲାର ଲଖନପୁରରେ ସ୍ଥାପନ ହେବାକୁ ଯାଉଛି ନୂଆ ଷ୍ଟେଟ୍ ଅଫ୍ ଆର୍ଟ କୋଇଲା ବାଷ୍ପୀକରଣ ୟୁନିଟ ।
ଭୁବନେଶ୍ୱର : ଝାରସୁଗୁଡା ଜିଲାର ଲଖନପୁରରେ ସ୍ଥାପନ ହେବାକୁ ଯାଉଛି ନୂଆ ଷ୍ଟେଟ୍ ଅଫ୍ ଆର୍ଟ କୋଇଲା ବାଷ୍ପୀକରଣ ୟୁନିଟ । ଏଥିଲାଗି ଭାରତ ହେଭି ଇଲେକ୍ଟ୍ରିକାଲସ ଲିମିଟେଡ (ବିଏଚ୍ଇଏଲ୍)କୁ ୫୪୦୦ କୋଟିର ଇଞ୍ଜିନିୟରିଂ, ପ୍ରକ୍ୟୋରମେଣ୍ଟ ଏବଂ କନ୍ଷ୍ଟ୍ରକସନ (ଇପିସି) କଣ୍ଟ୍ରାକ୍ଟ ମିଳିଛି ।…
ଝିଅ ବିବାହକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ।
ଭୁବନେଶ୍ବର : ଝିଅ ବିବାହକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ବିବାହ ପୂର୍ବରୁ ପରିବାର ଲୋକ ଝିଅର ସ୍ବୀକୃତି ନେବା ଜରୁରୀ । ଜୋର୍ ଜବରଦସ୍ତି କନ୍ୟାର ବିବାହ କରି ପାରିବେ ନାହିଁ ଅଭିଭାବକ । ଝିଅ ନିଖୋଜ ଅଭିଯୋଗରେ ଦାୟର ହୋଇଥିବା ଏକ ‘ହେବିୟସ କର୍ପସ’ ପିଟିସନ୍ର…
ପଣ୍ୟ ପରିବହନ କ୍ଷେତ୍ରରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ସଫଳତା
ଭୁବନେଶ୍ୱର : ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷରେ ପଣ୍ୟ ପରିବହନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ରେକର୍ଡ କରିଛି, ଯାହା ପ୍ରମୁଖ ସାମଗ୍ରୀ ଗୁଡ଼ିକରେ ନିରନ୍ତର ଚାହିଦା ଏବଂ ଉନ୍ନତ ଲଜିଷ୍ଟିକ୍ସ ଦକ୍ଷତାକୁ ପ୍ରତିଫଳିତ କରୁଛି। ଡିସେମ୍ବର ମାସ ପର୍ଯ୍ୟନ୍ତ ଅବଧି ମଧ୍ୟରେ, ପୂର୍ବତଟ…
ଗୁଜୁରାଟରେ ରିଲାଏନ୍ସର ନିବେଶ ବୃଦ୍ଧି ପାଇ ୭ ଲକ୍ଷ କୋଟି ହେବ ।
ଗୁଜରାଟ: ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଗୁଜରାଟ ପାଇଁ ଏକ ପ୍ରମୁଖ ପୁଞ୍ଜିନିବେଶ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ରାଜକୋଟରେ ବାଣିଜ୍ୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ଅମ୍ବାନୀ…
ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ଆମେରିକା ଇରାନ ସହିତ ବାଣିଜ୍ୟ କରୁଥିବା ଯେକୌଣସି ଦେଶ ଉପରେ ଶୁଳ୍କ ବୃଦ୍ଧି…
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ବାଣିଜ୍ୟ କରୁଥିବା ଦେଶଗୁଡ଼ିକ ଉପରେ ୨୫% ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ଆମେରିକା ଇରାନ ସହିତ ବାଣିଜ୍ୟ କରୁଥିବା ଯେକୌଣସି ଦେଶ ଉପରେ ଶୁଳ୍କ ବୃଦ୍ଧି କରିବ। ଏହି ପଦକ୍ଷେପକୁ…
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆଖଣ୍ଡଳମଣି ବସଷ୍ଟାଣ୍ଡ ଉଦଘାଟିତ :
ଭଦ୍ରକ : ରାଜ୍ୟର ବହୁ ପୁରାତନ ଶୈଵକ୍ଷେତ୍ର ଭାବେ ପରିଚିତ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ପୀଠ. ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦ୍ଵାରା ଆଭାସି ମାଧ୍ୟମରେ ବସଷ୍ଟାଣ୍ଡ ଉଦଘାଟନ ହୋଇଯାଇଛି। ଏହି ଉଦଘାଟନ ଉତ୍ସବରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଚାନ୍ଦବାଲି ବିଧାୟକ ଡ. ବ୍ୟୋମକେଶ…
ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନର ପୁସ୍ତକ ଉନ୍ମୋଚନ, ଆଲୋଚନା ଚକ୍ର ଏବଂ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ।
ବୁଗୁଡ଼ା : ରିପୋର୍ଟ-ସନାତନ ମହାକୁଡ଼।ସ୍ଥାନୀୟ ପିପୁଲସ୍ କଲେଜ ପରିସରରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ସହଯୋଗରେ ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ପୁସ୍ତକ ଉନ୍ମୋଚନ,ଆଲୋଚନା ଚକ୍ର ଏବଂ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଶ୍ରୀ ଗୌରୀପତି ଦାଶ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି ।…
ଅନ୍ ଲାଇନ୍ କବିତା ଆସରରେ ମାସିକ ଇ-ପତ୍ରିକା ‘ସୂର୍ଯ୍ୟପ୍ରଭା’ ଉନ୍ମୋଚିତ
କଲକାତା : ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଓ ଜାତୀୟ ଯୁବ ଦିବସର ପାବନ ସନ୍ଧ୍ୟାରେ ଲୋକାର୍ପିତ ହେଲା ମାସିକ ଇ- ପତ୍ରିକା "ସୂର୍ଯ୍ୟପ୍ରଭା" ର ଦ୍ଵିତୀୟ ବର୍ଷ ଦ୍ଵିତୀୟ ଅଙ୍କ । ଶ୍ରୀ ଶ୍ରୀ ଜଗନ୍ନାଥାଷ୍ଟକ ପାଠ କରି ଉତ୍ସବର ଶୁଭାରମ୍ଭ କରିଥିଲେ ସମ୍ପାଦକ ଡା ବାମନ ଚନ୍ଦ୍ର ଦୀକ୍ଷିତ। ବିଶିଷ୍ଟ…
ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ରାଜନୈତିକ ଦଳ
କଟକ : ଆଗାମୀ ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ରାଜନୈତିକ ଦଳ ଗଠିତ ହେବ। ଏଇ ୧୨ ତାରିଖରେ ଏହାର ମୂଳଦୁଆ ପଡ଼ିବ। ଆଜି ଏନେଇ ସୂଚନା ଦେଇଛନ୍ତି କଂଗ୍ରେସରୁ ବହିଷ୍କୃତ ନେତା ମହମ୍ମଦ ମୋକିମ୍। ସେ ଆହୁରି କହିଛନ୍ତି, ଭୁବନେଶ୍ବରରେ ୧୨ ତାରିଖରେ ଯୁବ ସମାବେଶ ହେବ। ଏଥିରେ ଉପକୂଳ ଓଡ଼ିଶାର ବହୁ…