Browsing Category

ଓଡିଶା

ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ରାସ୍ତା, ସେତୁ ଓ କୋଠାବାଡ଼ି କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଅନୁମୋଦନ ପାଇଛି। ଆଗାମୀ ଦିନରେ ଆହୁରି ଅଧିକ ପ୍ରକଳ୍ପ ଅନୁମୋଦନ ଅପେକ୍ଷାରେ ରହିଛି। ଏହିସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଓଡ଼ିଶାର ଅର୍ଥନୈତିକ ବିକାଶରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଏହାକୁ…

ଭୁବନେଶ୍ୱରରେ ଜାତୀୟ ଚଳଚ୍ଚିତ୍ର ମହୋତ୍ସବ: ପୁରସ୍କୃତ ହେଲେ ଶ୍ରେଷ୍ଠ ସିନେମା ଓ କଳାକାର

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ MMIT ଅଡିଟୋରିୟମରେ ଜାତୀୟ ସ୍ତରୀୟ କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବ ‘ସାମର୍ଥ୍ୟ ୨୦୨୬’ ସଫଳତାର ସହ ଆୟୋଜିତ ହୋଇଯାଇଛି। ସିନେମା ମାଧ୍ୟମରେ ଦିବ୍ୟାଙ୍ଗଜନଙ୍କ ପ୍ରତିଭା,…

ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ: ସାଂଗଠନିକ ମନ୍ତ୍ର ଦେଲେ ସୁନୀଲ ବଂଶଲ

ଭୁବନେଶ୍ବର: କଟକ ଇନ୍‌ଡୋର ଷ୍ଟାଡିୟମ୍ ପରିସରରେ ଭାରତୀୟ ଜନତା ପାର୍ଟିର ଦୁଇଦିନିଆ ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକକୁ ଉଦ୍‌ଘାଟନ କରି ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ସୁନୀଲ ବଂଶଲ କାର୍ଯ୍ୟକର୍ତ୍ତା ଓ ନେତୃବୃନ୍ଦଙ୍କୁ…

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

ଭୁବନେଶ୍ବର: ସମ୍ବଲପୁର ସହରରେ ଘଟିଯାଇଛି ଏକ ବିଭତ୍ସ ହତ୍ୟାକାଣ୍ଡ। ଟାଉନ୍ ଥାନା ଅନ୍ତର୍ଗତ ସେନ୍ ପାର୍କ ବାଉଣ୍ଡ୍ରି କଡ଼ରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଗଭୀର ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ମହିଳା ଜଣକ ହୀନା ବେଗମ୍ ବୋଲି ପୋଲିସ ସୂତ୍ରରୁ…

ସୌନ୍ଦର୍ଯ୍ୟ ନୁହେଁ, ସେବା ହେଲା ପରିଚୟ: ଜୋହେରିଙ୍କୁ ମିଳିଲା ବିଶ୍ୱ ସୁନ୍ଦରୀ ମୁକୁଟ

ନୂଆଦିଲ୍ଲୀ: ମଞ୍ଚରେ ଥିଲା ଦୁନିଆର ନଜର। ହାତରେ ଥିଲା ଆତ୍ମବିଶ୍ୱାସ ଓ ମନରେ ଥିଲା ସମାଜ ପାଇଁ କିଛି କରିବାର ସ୍ୱପ୍ନ। ଶେଷ ପର୍ଯ୍ୟାୟରେ ନିଜ ଚିନ୍ତାଧାରା ଓ ଉତ୍ତରରେ ବିଚାରକଙ୍କ ମନ ଜିତି ଡୋମିନିକାନ୍ ରିପବ୍ଲିକର ଜୋହେରି ମୋଲ୍ ଡୋମିଙ୍ଗୁଏଜ୍ ନିଜ ମୁଣ୍ଡରେ ପିନ୍ଧିଛନ୍ତି ମିସ୍ ୱାର୍ଲ୍ଡ…

କୋରାପୁଟ ସହର ରାଜୀବ ଗାନ୍ଧୀ ଶିଶୁ ଉଦ୍ୟାନର ଅବ୍ୟବସ୍ଥା ।ପୁନର୍ନିର୍ମାଣ ପରେ ବି ରାଜୀବ ଗାନ୍ଧୀ ଶିଶୁ ଉଦ୍ୟାନର…

କୋରାପୁଟ,ତା ୦୫/୯: କୋରାପୁଟ ସହରର ଜଗନ୍ନାଥ ମନ୍ଦିର ସମ୍ମୁଖରେ ଥିବା କୋରାପୁଟ ପୌରପାଳିକା ଦ୍ୱାରା ପରିଚାଳିତ ରାଜୀବ ଗାନ୍ଧୀ ଶିଶୁ ଉଦ୍ୟାନର ଅବ୍ୟବସ୍ଥାକୁ ନେଇ ଅଭିଭାବକ ଓ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। ଦୀର୍ଘଦିନ ଧରି ରହିଥିବା ଏହି ଶିଶୁ ଉଦ୍ୟାନର ଗତ ବର୍ଷ ପୁନର୍ନିର୍ମାଣ…

ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ!

ଭୁବନେଶ୍ୱର: ଆସନ୍ତା ବର୍ଷ ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ। ପଞ୍ଚାୟତ ନିର୍ବାଚନ ପାଇଁ କମିଶନ ଜୋରସୋରରେ ପ୍ରସ୍ତୁତି ଚଳାଇଥିବା ସେ କହିଛନ୍ତି। ପଞ୍ଚାୟତ…

ନୂଆଁଖାଇ ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଚୂଡ଼ାନ୍ତ ହୋଇଛି ଶୁଭ ଲଗ୍ନ। ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ପାଳିତ ହେବାକୁ ଥିବା ଏହି ପାରମ୍ପରିକ କୃଷିଭିତ୍ତିକ ପର୍ବ ଲାଗି ସମ୍ବଲପୁରରେ ଧାର୍ଯ୍ୟ ହୋଇଛି ନବାନ୍ନ ଲାଗିର ସମୟ। ମା’ ସମଲେଶ୍ୱରୀଙ୍କ ନିକଟରେ ନୂଆ ଧାନରୁ ପ୍ରସ୍ତୁତ…

ଶିକ୍ଷକଙ୍କ ଆନ୍ଦୋଳନ ମଧ୍ୟରେ ମନ୍ତ୍ରୀଙ୍କ ବଡ଼ ଘୋଷଣା, ‘ଆଲୋଚନାରେ ସମାଧାନ ହେବ ସମସ୍ୟା

ଭୁବନେଶ୍ୱର: ଶିକ୍ଷକମାନଙ୍କ ବିଭିନ୍ନ ଦାବି ଓ ସମସ୍ୟାର ସମାଧାନ ଖୁବ୍‌ଶୀଘ୍ର କରାଯିବ। ଏନେଇ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଇସାରିଛନ୍ତି ବୋଲି ଶନିବାର ଆଶ୍ୱାସନା  ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ। ଆନ୍ଦୋଳନରତ ଶିକ୍ଷକମାନଙ୍କ ନିକଟରେ ପହଞ୍ଚି ସେମାନଙ୍କ ସହ ଆଲୋଚନା କରିବା ସହ…

ଧନବାଦର ଶିକ୍ଷୟିତ୍ରୀ ମୁନମୁନଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି, କହିଲେ ଶିକ୍ଷା ପୁସ୍ତକ ପର୍ଯ୍ୟନ୍ତ ସୀମିତ ନୁହେଁ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟଙ୍କୁ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ କରିଛନ୍ତି। ସୀମିତ ସମ୍ବଳରେ ତାଙ୍କର ନବସୃଜନ ଏବଂ ଶିକ୍ଷାରେ ନିରନ୍ତର ବିକାଶ ଲକ୍ଷ୍ୟକୁ ସମନ୍ୱିତ କରିବା ପାଇଁ ସେ ଏହି ପୁରସ୍କାର ପାଇଛନ୍ତି।…