Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର : ଗତ ଦୁଇ ଦିନ ଧରି ନିଖୋଜ ଥିବା ଶ୍ରୀନିବାସ ଦଳେଇ ନାମକ ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଶବକୁ ଟାଉନ ଥାନା ଅର୍ନ୍ତଗତ ବିଜିପୁର ବନ୍ଧରୁ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଉଦ୍ଧାର କରିଛନ୍ତି। ମୃତ ବ୍ୟକ୍ତି ଜଣକ ଗତ ଶନିବାର ସନ୍ଧ୍ୟା ଭ୍ରମଣରେ ଯାଇ ଘରକୁ ନ ଫେରିବାରୁ ଟାଉନ ଥାନା ରେ ଏକ…
କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର…
ଶିକ୍ଷାନୁଷ୍ଠାନରେ ଶୁଭିଲା ବନ୍ଦେ ମାତରମ୍
ଭୁବନେଶ୍ବର : ଶିକ୍ଷାନୁଷ୍ଠାନରେ ଶୁଭିଲା ବନ୍ଦେ ମାତରମ୍। ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଛି। ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକୀ ଅବସରରେ ସାମୂହିକ ଭାବେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଗାନ…
ବିଦ୍ୟାଳୟ ନଗଲେ ଘରକୁ ଯିବେ ଶିକ୍ଷକ
ଭୁବନେଶ୍ୱର : ପିଲା ବିଦ୍ୟାଳୟ ନଗଲେ ଘରକୁ ଯିବେ ଶିକ୍ଷକ । ଏନେଇ ଚିଠି ଲେଖିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ।
ଏଣିକି ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ଶିକ୍ଷକ ଓ କର୍ତ୍ତୃପକ୍ଷ । ଏଭଳି ଏକ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ବିଭାଗ ନେଇଥିବା…
ଭାରତ ମଣ୍ଡପମ୍ ଠାରେ ‘ନୂଆଦିଲ୍ଲୀ ବିଶ୍ୱ ପୁସ୍ତକ ମେଳା (ଏନଡିଡବ୍ଲୁବିଏଫ) ୨୦୨୬’ର ଉଦଘାଟନ
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭାରତ ମଣ୍ଡପମ୍ ଠାରେ ‘ନୂଆଦିଲ୍ଲୀ ବିଶ୍ୱ ପୁସ୍ତକ ମେଳା (ଏନଡିଡବ୍ଲୁବିଏଫ) ୨୦୨୬’ର ଉଦଘାଟନ କରିଛନ୍ତି। ଏହି ବର୍ଷର ମେଳାରେ ଓଡ଼ିଶାର ୧୮୫୭ ସଂଗ୍ରାମର ଅନାଲୋଚିତ ଅଧ୍ୟାୟ ‘କୁଦୋପାଲି’କୁ ବିଶେଷ ପ୍ରାଧାନ୍ୟ ଦିଆଯାଇଛି।…
ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ
ନୂଆଦିଲ୍ଲୀ: ଭାରତର କୃଷି କ୍ଷେତ୍ର ଜାତୀୟ ଆୟରେ 19.73% ଯୋଗଦାନ ଦେଉଛି। ଏଥିରେ ଦେଶର ମୋଟ୍ ଶ୍ରମଶକ୍ତିର 46% ଶ୍ରମିକ ନିୟୋଜିତ ରହିଛନ୍ତି ଏବଂ ଏମାନଙ୍କ ମଧ୍ୟରୁ 64% ମହିଳା। ସମାବେଶୀ ବିକାଶ ସୁନିଶ୍ଚିତ କରିବା ଏବଂ ସବକା ବିକାଶର ଲକ୍ଷ୍ୟକୁ ସାକାର କରିବାରେ କୃଷି କ୍ଷେତ୍ର…
ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ
ନୟାଗଡ଼/ ରଣପୁର : ରାଜ୍ୟ ପରିବହନ ଓ ନୟାଗଡ଼ ଜିଲ୍ଲା ପରିବହନ ବିଭାଗ ତରଫରୁ ରଣପୁରରେ ଦୁଇ ଦିନ ଧରି ଜାତୀୟ ସଡ଼କ ସୁରକ୍ଷା ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିବସରେ ସ୍ଥାନୀୟ ପଞ୍ଚୁଦଳ ପଡିଆଠାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବାଚସ୍ପତି ସୁରମା ପାଢୀ,…
ଆନନ୍ଦମ ଫାଉଣ୍ଡେସନ ଦ୍ୱାରା ବିଶ୍ୱଶାନ୍ତି ହୋମଯଜ୍ଞ ଆୟୋଜିତ
କଟକ (୩/୧): ପବିତ୍ର ପୌଷ ପୂର୍ଣ୍ଣିମାର ଶୁଭ ଅବସରରେ ଆନନ୍ଦମ ଫାଉଣ୍ଡେସନ ଦ୍ୱାରା କଟକ ଜିଲ୍ଲା ଚୌଦ୍ୱାର ଅନ୍ତର୍ଗତ ଆଗ୍ରାହାଟ ଗ୍ରାମର ସୁକୁଆସାହି ଠାରେ ଏକ “ବିଶ୍ୱ ଶାନ୍ତି ହୋମଯଜ୍ଞ” ଆୟୋଜିତ ହୋଇଥିଲା। ଦିବା ୧୧ ଘଟିକା ସମୟରେ ବୈଦିକ ମନ୍ତ୍ରପୋଚାର ଏବଂ ଭଜନ କୀର୍ତ୍ତନ ମାଧ୍ୟମରେ…
କର୍ଲାପଡା ଫୁଟବଲ ଟୁର୍ଣ୍ଣାମେଣ୍ଟ : ଫାଇନାଲରେ ବାଲିଗୁଡା ଓ ମଧ୍ୟପୁର
ଭବାନୀପାଟଣା /କର୍ଲାପଡା( ୯|୧):ରିପୋର୍ଟ- ସନାତନ ମହାକୁଡ଼। କର୍ଲାପଡା ଠାରେ ଅନୁଷ୍ଠିତ ପ୍ରଥମ ମରୁଆ କୁମାର ଓ ରଶ୍ମିତା ନାଏକ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ର ଷଷ୍ଠ ଦିବସରେ ଜାମୁଖୁଣ୍ଟା ଓ ମଧ୍ୟପୁର ମଧ୍ୟରେ ହୋଇଥିଲା। ଏହି ମ୍ୟାଚରେ ମଧ୍ୟପୁର ବିଜୟ ହୋଇ ଫାଇନାଲ ରେ ପ୍ରବେଶ କରିଛି।…
Heritage Institute of Technology Hosts Landmark International Conference on Applied Algorithms,…
Kolkata : Reported by Sanatan Mahakud. Heritage Institute of Technology successfully organized a 3-day International Conference on Applied Algorithms, which started from 7th January and concluded on 9th January at the Heritage campus. The…