Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନୂତନ କିସମ ୩ ବର୍ଷ ମଧ୍ୟରେ ଚାଷୀଙ୍କ ପାଖରେ ପହଞ୍ଚିବା ଦରକାର;
ନୂଆଦିଲ୍ଲୀ : କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଆଜି ନୂଆଦିଲ୍ଲୀର ଏନଏଏସସି କମ୍ପ୍ଲେକ୍ଟର ଏ.ପି. ସିନ୍ଦେ ଅଡିଟୋରିୟମରେ ଭାରତୀୟ କୃଷି ଗବେଷଣା ପରିଷଦ ଦ୍ବାରା ବିକଶିତ ୨୫ ଟି ଫସଲର ୧୮୪ ଟି ଉନ୍ନତ କିସମକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ଶ୍ରୀ…
ବ୍ରହ୍ମପୁର ଷ୍ଟେସନରେ ସୁପରଫାଷ୍ଟ ଟ୍ରେନ୍ ରେ ନିଆଁ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଷ୍ଟେସନରେ ସୁପରଫାଷ୍ଟ ଟ୍ରେନ୍ ରେ ନିଆଁ ଲାଗିଥିବା ଜଣାପଡ଼ିଛି। ଗୌହାଟୀରୁ ବେଙ୍ଗାଲୁରୁ ଯାଉଥିଲା ସୁପରଫାଷ୍ଟ ଟ୍ରେନ୍ । ଷ୍ଟେସନରେ ରହଣି ବେଳେ ବି ୨ ବଗିର ତଳପଟୁ ନିଆଁ ବାହାରିଥିଲା । ନିଆଁକୁ ଆୟତ୍ତ କଲେ ରେଳ କର୍ମଚାରୀ। ପ୍ରାୟ ୪୦ ମିନିଟ୍ ପରେ…
ଜଳିଗଲା ୭ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
ଭଦ୍ରକ: ଜଳିଗଲା ୭ ବଖରା। ୯ ଗୋରୁ ଜୀବନ୍ତ ଦଗ୍ଧ। ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନରେନ୍ଦରପୁର ପଞ୍ଚାୟତ ଛାତ୍ରପଦା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ନିଆଁ ଲାଗି ୭ଟି ପରିବାରର ୧୦ ବଖରା ଘର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ୧୦ଗୋଟି…
ଭେନେଜୁଏଲା ବିରୁଦ୍ଧରେ ଆମେରିକାର କାର୍ଯ୍ୟାନୁଷ୍ଠାନକୁ ସାରା ବିଶ୍ୱରେ ବିରୋଧ କରାଯାଉଛି ।
ବି.ବି.ନିୟୁଜ ଡିଜିଟାଲ : ଆମେରିକା ଭେନେଜୁଏଲା ବିରୁଦ୍ଧରେ ‘ଅପରେସନ୍ ଏବ୍ସୋଲ୍ୟୁଟ୍ ରିଜଲଭ’ ଅଭିଯାନ ଆରମ୍ଭ କରିଥିଲା ଏବଂ ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ୍ ମାଦୁରୋ ଏବଂ ତାଙ୍କ ପତ୍ନୀ ସିଲିଆ ଫ୍ଲୋରେସଙ୍କୁ ଅଟକ ରଖିଥିଲା । ଆମେରିକା ସେନା ସେମାନଙ୍କୁ ବନ୍ଧକ ରଖି ନ୍ୟୁୟର୍କକୁ…
ବିଡିଓଙ୍କୁ ଦୁର୍ବ୍ୟବହାର: ତଦନ୍ତ ନିର୍ଦ୍ଦେଶ
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ରାଜନଗର ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ତାଙ୍କ କାର୍ଯ୍ୟାଳୟରେ ଆକ୍ରମଣ ଉଦ୍ୟମ ଘଟଣାରେ ଜିଲ୍ଲାପାଳ ତଦନ୍ତ ନିର୍ଦେଶ ଦେଇଛନ୍ତି। ଓଏଏସ୍ ସଂଘର ଅଭିଯୋଗ ପରେ ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି। ବ୍ଲକ୍ ଚେୟାରମ୍ୟାନଙ୍କ ପକ୍ଷରୁ ଅଭିଯୁକ୍ତଙ୍କ…
ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ।
ଭୁବନେଶ୍ଵର: କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତରଙ୍କୁ ଅପିଲ୍ କରିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଡାକ୍ତରମାନେ ରୋଗୀ ସେବା କାର୍ଯ୍ୟରେ ଯୋଗ ଦିଅନ୍ତୁ। ଆଲୋଚନା ଦ୍ବାରା…
ଆମ-ବସ୍ ଚାଳକ ମାନଙ୍କୁ ନିୟମିତ ତାଲିମ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ବର : ରାଜଧାନୀରେ ଦିନକୁ ଦିନ ବୃଦ୍ଧି ପାଉଥିବା ଆମ-ବସ୍ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଚାଳକଙ୍କୁ ନିୟମିତ ତାଲିମ ନେବା ପାଇଁ ଦେଲେ ନିର୍ଦ୍ଦେଶ ଦେଇଛନ୍ତି ।
ରାଜଧାନୀରେ ବଢୁଥିବା ଆମ-ବସ୍ ଦୁର୍ଘଟଣା ଅଟକାଇବାକୁ ବଡ଼ ପଦକ୍ଷେପ ନେଇଛନ୍ତି…
ଭିଜିଲାନ୍ସ କବ୍ଜାରେ ସିଆରଆରଆଇ ଥାନା ଅଧିକାରୀ ବିଜୟ କୁମାର ବାରିକ:
ଭୁବନେଶ୍ୱର : ଜଣେ ଲାଇସେନ୍ସପ୍ରାପ୍ତ ମଦ ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେଉଥିଲେ, ଧରାପଡ଼ିଲେ ଥାନା ବାବୁ ବିଜୟ କୁମାର ବାରିକ। ପୁଣି ଘରୁ ମିଳିଲା ନଗଦ ୫ ଲକ୍ଷ ଟଙ୍କା। ଏହାପରେ କଟକ ସିଆରଆରଆଇ ଥାନା ଆଇଆଇସି ବିଜୟ କୁମାର ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ ।
ଅର୍ଥାତ୍ ଜାନୁଆରି ୪…
ଟ୍ରକକୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର
ବାଲେଶ୍ଵର : ବାଲେଶ୍ଵର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଓଳିଆ ପାଟଣା ନିକଟ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଏକ ଲରି ଟ୍ରକକୁ ପଛପଟୁ ଯାତ୍ରୀବାହୀ ବସ୍ ବିନାୟକ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ବସ୍ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଛି।
ସୂଚନା…
ପାଣ୍ଡିଆନଙ୍କ ସଭା ଆୟୋଜନ ନେଇ ଖୋଳତାଡ଼
ଭୁବନେଶ୍ବର : ଅଭିଯୋଗର ୬ମାସ ପରେ ପୂର୍ବତନ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ଖୋଳତାଡ଼ ଆରମ୍ଭ କରିଛି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପାଣ୍ଡିଆନଙ୍କ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ସଭା ଆୟୋଜନରେ କିଭଳି ସରକାରୀ ପାଣ୍ଠି ଖର୍ଚ୍ଚ ହୋଇଥିଲା ତାହାର…