Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୧୯ଟି ରାଜ୍ୟକୁ ଘନ କୁହୁଡି ପାଇଁ ୭ଦିନ ଆଲର୍ଟ
ନୂଆଦିଲ୍ଲୀ: ଦିଲ୍ଲୀ ଏବଂ ସମଗ୍ର ଉତ୍ତର ଭାରତରେ ହାଡ଼ଭଙ୍ଗା ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ଏବଂ ଶୀତଳ ଲହରୀ ଶୀତକୁ ଆହୁରି ତୀବ୍ର କରିଛି। ସର୍ବନିମ୍ନ ଏବଂ ସର୍ବାଧିକ ତାପମାତ୍ରା ଏବେ ହ୍ରାସ ପାଇବାରେ ଲାଗିଛି। ଭାରତ ପାଣିପାଗ ବିଭାଗ ଏହି ସପ୍ତାହରେ ଉତ୍ତର ଭାରତ ପାଇଁ କୁହୁଡ଼ି ଏବଂ…
ବରଗଡ଼ ଧନୁଯାତ୍ରା ମହୋତ୍ସବ ଉଦ୍ଯାପିତ
ବରଗଡ଼ ମଥୁରା ନଗରୀ : ସତ୍ୟର ବିଜୟ ଅସତ୍ୟର ପରାଜୟ ସହିତ ଐଶୀ ଶକ୍ତି ଯେ ସବୁବେଳେ ଆସୁରିକ ଶକ୍ତି ଉପରେ ବିଜୟ ଲାଭ କରେ ଏହା ପୁଣି ଥରେ ପ୍ରମାଣିତ ହୋଇଛି ବରଗଡ଼ ଧନୁଯାତ୍ରାରେ। ଦେବକୀଙ୍କ ଅଷ୍ଟମ ସନ୍ତାନ କୃଷ୍ଣଙ୍କ ହାତରେ ପ୍ରତାପୀ ମହାରାଜ କଂସଙ୍କ ନିଧନ ହୋଇଛି। ଏହା ସହିତ ମଥୁରା ନଗରୀରେ…
ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ
ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି ଦୂରରେ ତୁଣ୍ଡରା ରାସ୍ତାପାର୍ଶ୍ବରେ । ରାସ୍ତାପାଖ ଅଳିଆ ଗଦାରେ ଅବଧି ସରିନଥିବା ଔଷଧ ପଡିଥିବା ଦେଖିବାକୁ…
ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା:
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା। ମଧ୍ୟରାତ୍ର ୧୨ଟା ଯାଏଁ ଏହି କଟକଣା ବଳବତ୍ତର ରହିବ। ଏମ୍ଭି ୨୬ ଓ ରାଖେଲଗୁଡା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି କରାଯାଇଛି। ସେପଟେ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ…
ଫୁଲବାଣୀରେ ପ୍ରଥମ ତୁଷାରପାତ
ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି। ଦିନକୁ ଦିନ ପାରଦ ଖସୁଛି ଶୀତର ପ୍ରକୋପ ବଢୁଛି। ଯାହାକୁ ନେଇ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଫୁଲବାଣୀର ସାର୍ତ୍ତାଗୁଡା ଗାଁରେ ପ୍ରଥମ ତୁଷାରପାତ ଦେଖିବାକୁ ମିଳିଛି। ପ୍ରବଳ ଥଣ୍ଡା ସାଙ୍ଗକୁ ଜାଡ଼ ସ୍ଥାନୀୟ…
ଦୀପାବଳିକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ ତାଲିକାରେ ଯୋଡ଼ିଲା ୟୁନେସ୍କୋ
ନୂଆଦିଲ୍ଲୀ: ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଓ ସାଂସ୍କୃତିକ ସଂଗଠନ (ୟୁନେସ୍କୋ) ଆଲୋକର ପର୍ବ ଦୀପାବଳିକୁ ଏହାର ଅମୂର୍ତ୍ତ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନିତ କରିଛି। ଏହି ପର୍ବ ବିଷୟରେ ବର୍ଣ୍ଣନା କରି ୟୁନେସ୍କୋ ଏହାର ଅଫିସିଆଲ୍ ୱେବସାଇଟରେ କହିଛି, ଦୀପାବଳି ହେଉଛି ଏକ…
ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡ଼ି ଦିଦି :
ଭୁବନେଶ୍ବର : ରାଜଧାନୀ ରାଜରାସ୍ତାରେ ଅଙ୍ଗନବାଡ଼ି ଦିଦି । ଭୁବନେଶ୍ବର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ଅଙ୍ଗନବାଡି କର୍ମୀ । ୧୧ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ଭାରତୀୟ ମଜଦୂର ସଂଘ ସହ ବନ୍ଧିତ ଅଲ୍ ଓଡ଼ିଶା ଅଙ୍ଗନୱାଡି ଲେଡ଼ିଜ ୱର୍କର୍ସ ସଂଘ ତରଫରୁ…
ଆଇବିଏସ୍ଏ ସମ୍ମିଳନୀରେ ମୋଦୀଙ୍କ ଆହ୍ବାନ: ଆତଙ୍କବାଦ ବିରୋଧୀ ଲଢ଼େଇରେ ଦ୍ୱୈତ ମାନଦଣ୍ଡ ନ ରହୁ
ଜୋହାନ୍ସବର୍ଗ: ଜି-୨୦ ଶିଖର ସମ୍ମିଳନୀ ଅବସରରେ ରବିବାର ଏଠାରେ ଆୟୋଜିତ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି। ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ଦ୍ୱାରା ଆୟୋଜିତ ଏହି ସମ୍ମିଳନୀରେ ବ୍ରାଜିଲର…
ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା
ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ମନ୍ତ୍ରୀ କହିଛନ୍ତି ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା…
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ
ନୂଆଦିଲ୍ଲୀ: ଭାରତର ୫୩ତମ ପ୍ରଧାନ ବିଚାରପତି (ସିେଜଆଇ) ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ…