Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା ସରକାର ଓ JNU ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ
ଲୋକସେବା ଭବନଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ତରଫରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରଓ୍ୱାଲ ଓ ଜେଏନ୍ୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ।
ନୂଆଦିଲ୍ଲୀ ଜବାହାରଲାଲ ନେହରୁ…
ମୋଦୀଙ୍କ ଗ୍ୟାରେଣ୍ଟି ହେଉଛି ବେକାରୀର ଗ୍ୟାରେଣ୍ଟି – ପ୍ରିୟଙ୍କା ଗାନ୍ଧୀ
ଡେସ୍କ: ପରିସଂଖ୍ୟାନ ଅନୁଯାୟୀ ଦେଶରେ ପ୍ରାୟ ୩୦ ଲକ୍ଷ ସରକାରୀ ପଦବୀ ଖାଲି ଅଛି। ଆମର କୋଟି କୋଟି ଯୁବକ ଚାକିରୀକୁ ଅପେକ୍ଷା କରିଛନ୍ତି, କିନ୍ତୁ ଗତ ୧୦ ବର୍ଷ ମଧ୍ୟରେ ବିଜେପି ସରକାର ଏହି ପଦବୀ ପୂରଣ ପାଇଁ କେବଳ କହିବା ବ୍ୟତୀତ ଆଉ କିଛି କରିନାହାଁନ୍ତି ବୋଲି କଂଗ୍ରେସ ନେତ୍ରୀ ପ୍ରିୟଙ୍କା…
ମନ୍ତ୍ରୀପଦରୁ ଇସ୍ତଫା ଦେଇଥିବା ନେଇ ଘୋଷଣା କଲେ ଛଗନ ଭୁଜବଲ
ମୁମ୍ବାଇ: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ବା ଏନସିପିରୁ ଅଲଗା ହୋଇ ସିନ୍ଦେ ସରକାରରେ ସାମିଲ ହୋଇଥିବା ମନ୍ତ୍ରୀ ଛଗନ୍ ଭୁଜବଲ୍ ଦାବି କରିଛନ୍ତି ଯେ ସେ ନଭେମ୍ବର ୧୬ରେ ମହାରାଷ୍ଟ୍ର କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି, କିନ୍ତୁ ଏହି ତଥ୍ୟକୁ ଗୁପ୍ତ ରଖିଥିଲେ । ଅହମ୍ମଦନଗରରେ ସେ କହିଛନ୍ତି ଯେ…
ଜଳଖିଆ ଦୋକାନରେ ପଶିଗଲା ହାଇୱା
ଭଦ୍ରକ: ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହି ବ୍ଲକ୍ ଚଣ୍ଡିବିରଞ୍ଚିପୁର ଗ୍ରାମ ନିକଟରେ ଏକ ବାଲି ବୋଝେଇ ହାଇୱା ଭାରସାମ୍ୟ ହରାଇ ଜଳଖିଆ ଦୋକାନ ଭିତରକୁ ପଶିଯାଇଛି। ଏଥିରେ କେହି ମୃତାହତ ହୋଇନଥିବା ବେଳେ ହାଇୱାଟି ଭାଙ୍ଗି ଚୂରମାର ହୋଇଯାଇଛି।
ଶନିବାର ବିଳମ୍ବିତ…
ବିଧାନସଭାରେ ଭାଷା ଆଇନ ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉନ୍ମୋଚିତ
ଭୁବନେଶ୍ବର: ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନ ସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ‘ବିଧାନସଭାରେ ଭାଷା ଆଇନ’ ପୁସ୍ତକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି।…
ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ
ଓଡ଼ଗାଁ,୦୪/୦୨(ନି.ପ୍ର):ଆଜି ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଓଡ଼ଗାଁସ୍ଥିତ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଓଡ଼ଗାଁ ମଣ୍ଡଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜ ନିଜ କ୍ଲଷ୍ଟରରୁ ମନୋନୀତ ହୋଇ ଉକ୍ତ…
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଉଦଘାଟିତ: ସମ୍ବର୍ଦ୍ଧିତ ହେଲେ ବାଣପୁର ମଣ୍ଡଳର ସମସ୍ତ କବି ଓ ଲେଖକ
ବାଣପୁର : ଭାରତବର୍ଷର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଆମ ଓଡ଼ିଶା ର ଶାସ୍ତ୍ରୀୟ ମାନ୍ୟତା ଲାଭ କରିଥିବା ପ୍ରାଚୀନ ଭାଷା ମଧ୍ୟରୁ ଅନ୍ୟତମ। ଆମ ପ୍ରିୟ ମାତୃଭାଷା ଓଡ଼ିଆ ଭାଷାର “ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ” ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଅକ୍ଷର ଧାମଠାରେ ମୁଖ୍ୟମନ୍ତ୍ରୀ…
ଶ୍ରୀକ୍ଷେତ୍ର ସହ ସୋନପୁରକୁ ଯୋଡ଼ିଲା ରେଳ
ଭୁବନେଶ୍ବର: ଦେଶ ସ୍ବାଧୀନତା ପ୍ରାପ୍ତିକୁ ୭୬ ବର୍ଷ ଅତିକ୍ରମ କରିଛି। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ସୂଚନା ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ ଅଗ୍ରଣୀ ଲାଭ କରିଛି। କିନ୍ତୁ କ୍ଷୋଭର ବିଷୟ ଯେ, ଭାରତ ସରକାର ‘ଆମ ସଂକଳ୍ପ ବିକଶିତ ଭାରତ’ ଲକ୍ଷ୍ୟ ନେଇ କାମ କରୁଥିବା ବେଳେ ଦେଶରେ…
ସୁବର୍ଣ୍ଣପୁର ରେ ସାଧାରଣ ନିର୍ବାଚନକୁ ବ୍ୟବସ୍ଥିତ ତଥା ଅବାଧ, ନିରପେକ୍ଷ, ଶାନ୍ତି ଶୃଙ୍ଖଳା ର ସୁପରିଚାଳନା ପାଇଁ…
ସୁବର୍ଣ୍ଣପୁର-ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ଙ୍କ ଅଧ୍ୟକ୍ଷତାରେ ଆଜି ଆସନ୍ତା ସାଧାରଣ ନିର୍ବାଚନର ବ୍ୟବସ୍ଥିତ ତଥା ଅବାଧ, ନିରପେକ୍ଷ, ଶାନ୍ତି ଶୃଙ୍ଖଳା ର ସୁପରିଚାଳନା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ…
ଇସ୍ତଫା ଦେଲେ ପଞ୍ଜାବ ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ
ଡେସ୍କ: ପଞ୍ଜାବ ରାଜ୍ୟପାଳ ତଥା କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ବନୱାରୀ ଲାଲ ପୁରୋହିତ ଉଭୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି ଏବଂ ଇସ୍ତଫା ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ବ୍ୟକ୍ତିଗତ କାରଣରୁ ସେ…