Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାମ ମନ୍ଦିର ପରିଚାଳନାରେ ବଡ଼ ପରିବର୍ତ୍ତନ; ପ୍ରଥମ CEO ହେଲେ ଅବସରପ୍ରାପ୍ତ ଏୟାର ମାର୍ଶାଲ
ଅଯୋଧ୍ୟା: ଅଯୋଧ୍ୟାସ୍ଥିତ ରାମ ମନ୍ଦିରର ପରିଚାଳନା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ହୋଇଛି। ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ଭାବେ ଅବସରପ୍ରାପ୍ତ ଏୟାର ମାର୍ଶାଲ ଜିତେନ୍ଦ୍ର ମିଶ୍ରଙ୍କୁ ଚୟନ କରାଯାଇଛି। ୫ ହଜାରରୁ ଅଧିକ…
ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ୱସ୍ତି : ୧୦ ହଜାର ବଦଳରେ ଲାଗୁ ହେବ ନୂଆ ସ୍ଲାବ୍
ଭୁବନେଶ୍ବର: ରାଜ୍ୟର ଲକ୍ଷ ଲକ୍ଷ ଗାଡ଼ି ମାଲିକ ଓ ଚାଳକଙ୍କ ପାଇଁ ବଡ଼ ଖବର। ଓଡ଼ିଶା ସରକାର ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନଥିଲେ ଲାଗୁ ହେଉଥିବା ଜରିମାନା ରାଶିକୁ ଯଥେଷ୍ଟ ହ୍ରାସ କରିଛନ୍ତି। ପୂର୍ବରୁ ଥିବା କଠୋର ୧୦ ହଜାର ଟଙ୍କାର କାଟଛାଣ୍ଟ କରାଯାଇ ବର୍ତ୍ତମାନ…
ଶିକ୍ଷାଦାନରେ ବାଧକ ସାଜିନାହିଁ ବାର୍ଦ୍ଧକ୍ୟ, ଅନାଥାଶ୍ରମର ଛାତ୍ରୀଙ୍କୁ ମାଗଣାରେ ପଢ଼ାଉଛନ୍ତି ଅବସରପ୍ରାପ୍ତ ଶିକ୍ଷକ ।
ଗଜପତି,୨.୯(ମନୋଜ ପାଢ଼ୀ) :- ବୟସ ବଢ଼ିଛି, କିନ୍ତୁ ଶିକ୍ଷାଦାନର ଆଗ୍ରହ କମିନାହିଁ। ନିଜର ଜ୍ଞାନକୁ ଛାତ୍ରୀମାନଙ୍କ ମଧ୍ୟରେ ବାଣ୍ଟିବାର ଅଦମ୍ୟ ଇଚ୍ଛାଶକ୍ତି ତାଙ୍କୁ ଆଜି ବି ଶିକ୍ଷାଦାନ କ୍ଷେତ୍ରରେ ସକ୍ରିୟ ରଖିଛି। ଏଭଳି ଜଣେ ଶିକ୍ଷାପ୍ରେମୀ ହେଉଛନ୍ତି ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ତଥା…
ପ୍ରକାଶ ପାଇଲା ଓଟିଇଟି ୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮ ପ୍ରତିଶତ
ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ପରିଷଦ(BSE), ଓଡ଼ିଶା ଦ୍ଵାରା ଗତ ଜୁଲାଇ ୫ ତାରିଖରେ ଅନୁଷ୍ଠିତ ହୋଇଥିବା ଓଡ଼ିଶା ଶିକ୍ଷକ ପାତ୍ରତା ପରୀକ୍ଷା (OTET) ୨୦୨୬ର ଫଳାଫଳ ଆଜି ସେପ୍ଟେମ୍ବର ୨ ତାରିଖରେ ପ୍ରକାଶ ପାଇଛି। ଚଳିତ ବର୍ଷ ଉଭୟ ପେପର୍-୧ ଓ ପେପର୍-୨ରେ ମୋଟ ପାସ୍ ହାର ୬୪.୪୮…
ରାଜ୍ୟର ବିଭିନ୍ନ ସହରକୁ ‘ଆଦର୍ଶ ସଡ଼କ ସୁରକ୍ଷା ସହର’ ଗଢ଼ି ତୋଳିବା ଲକ୍ଷ୍ୟ: ବ୍ଲୁ-ପ୍ରିଣ୍ଟ୍ ଉପସ୍ଥାପନ
ଭୁବନେଶ୍ଵର: ଆଜି କଟକସ୍ଥିତ କ୍ରାଇମବ୍ରାଞ୍ଚ ସମ୍ମିଳନୀ କକ୍ଷଠାରେ ରାଜ୍ୟରେ ଘଟୁଥିବା ସଡ଼କ ଦୁର୍ଘଟଣା ଏବଂ ଏହା ଦ୍ୱାରା ଘଟୁଥିବା ଧନଜୀବନ ହାନିକୁ ରୋକିବା ପାଇଁ କ୍ରାଇମ୍ ବ୍ରାଞ୍ଚ୍, ରାଜ୍ୟ ପରିବହନ ପ୍ରାଧିକରଣ (STA), Common Action for Road Safety, TRAX, Honda Motor Cycle…
ଉତ୍ତର ଓଡ଼ିଶାକୁ ପୁଣି ବନ୍ୟା ବିପଦ: ଦ୍ରୁତଗତିରେ ବଢ଼ୁଛି ସୁବର୍ଣ୍ଣରେଖାର ଜଳସ୍ତର
ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ବିପତ୍ତି ଦେଖାଦେଇଛି। ଗାଁ ଗଣ୍ଡାରୁ ବନ୍ୟା ପାଣି ସମ୍ପୂର୍ଣ୍ଣ ଛାଡ଼ି ନଥିବା ବେଳେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ଦ୍ରୁତଗତିରେ ବୃଦ୍ଧି ପାଇବା ଫଳରେ ସ୍ଥିତି ସଙ୍ଗୀନ ହୋଇପଡ଼ିଛି। ମୟୂରଭଞ୍ଜ ସମେତ ପଡ଼ୋଶୀ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ…
ଉତ୍ତର ଓଡ଼ିଶାକୁ ପୁଣି ବନ୍ୟା ବିପଦ: ଦ୍ରୁତଗତିରେ ବଢ଼ୁଛି ସୁବର୍ଣ୍ଣରେଖାର ଜଳସ୍ତର
ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ବିପତ୍ତି ଦେଖାଦେଇଛି। ଗାଁ ଗଣ୍ଡାରୁ ବନ୍ୟା ପାଣି ସମ୍ପୂର୍ଣ୍ଣ ଛାଡ଼ି ନଥିବା ବେଳେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ଦ୍ରୁତଗତିରେ ବୃଦ୍ଧି ପାଇବା ଫଳରେ ସ୍ଥିତି ସଙ୍ଗୀନ ହୋଇପଡ଼ିଛି। ମୟୂରଭଞ୍ଜ ସମେତ ପଡ଼ୋଶୀ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ…
ସ୍ୱତନ୍ତ୍ର ସଘନ ସଂଶୋଧନ ପର୍ଯ୍ୟବେକ୍ଷକଙ୍କ ଗଜପତି ଜିଲ୍ଲା ଗସ୍ତ ।
ଗଜପତି(ମନୋଜ ପାଢ଼ୀ) :-ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁଯାୟୀ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିବା ପାଇଁ ଇଡକୋର ପରିଚାଳନା ନିର୍ଦ୍ଦେଶକ ତଥା ଗଜପତି ଜିଲ୍ଲା ସ୍ଵତନ୍ତ୍ର ସଘନ ସଂଶୋଧନ ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ଡି.ପ୍ରଶାନ୍ତ କୁମାର…
ଗୁମ୍ମା ବ୍ଲକର ଦଶମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ।
ଗଜପତି (ମନୋଜ ପାଢ଼ୀ):- ଗଜପତି ଜିଲ୍ଲା ଅନ୍ତର୍ଗତ ଗୁମ୍ମା ବ୍ଲକର ଦଶମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ ମାରାଣ୍ଡିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ସାଂସଦ ଡ଼ଃ ପ୍ରଦୀପ ପାଣିଗ୍ରାହୀ, ପାରଳାଖେମୁଣ୍ଡି…
ଶିଶୁ ଚାଲାଣ ଉଦ୍ୟମକୁ ପଣ୍ଡ କଲା ପ୍ରଶାସନ।
The administration cracked down on the child trafficking enterprise.