Browsing Category

ଓଡିଶା

ପାର୍ବଣ ପୂର୍ବରୁ ଡିସିପିଙ୍କ ଚେତାବନୀ: ବଟି ମାଗିଲେ ୧୧୨ ନମ୍ବରରେ ଜଣାଇବାକୁ ଆହ୍ୱାନ

ଭୁବନେଶ୍ବର: ଆଗାମୀ ପାର୍ବଣ ଋତୁକୁ ଶାନ୍ତିଶୃଙ୍ଖଳା ଓ ଭୟମୁକ୍ତ ପରିବେଶ ମଧ୍ୟରେ ସମ୍ପାଦନ କରିବା ପାଇଁ କଟକ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଛି। ପୂଜା ପାର୍ବଣ ସମୟରେ କଟକ ସହରରେ ବେଆଇନ ଓ ଜୋରଜବରଦସ୍ତ ଚାନ୍ଦା ଆଦାୟକୁ ରୋକିବା ପାଇଁ କଟକ ପୋଲିସ…

ପ୍ରଥମ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ବାରଣାସୀ ଅଯୋଧ୍ୟା ଟ୍ରେନର ଶୁଭାରମ୍ଭ

ଖୋରଧା: ଆଜି ୨୦୨୬ ବର୍ଷର ପ୍ରଥମ ବରିଷ୍ଠ ତୀର୍ଥ ଯାତ୍ରା ବାରଣାସୀ ଅଯୋଧ୍ୟା ଟ୍ରେନର ସୁଭାରମ୍ଭ ଉପଲକ୍ଷେ ଖୋରଧା ଜିଲ୍ଲାର ୧୬୯ ଜଣ ତୀର୍ଥ ଯାତ୍ରୀ (ଖୋରଧା ସବ୍ ଡିଭିଜନ ର ୧୨୪ ଏବଂ ଭୁବନେଶ୍ୱର ସବ୍ ଡିଭିଜନର ୪୫)ସାମିଲ ହୋଇଛନ୍ତି। ଆଜି ଅପରାହ୍ନରେ ଜିଲ୍ଲା ସଂସ୍କୃତି ଓ ଜିଲ୍ଲା ସୂଚନା ଓ…

ଦକ୍ଷିଣାଞ୍ଚଳ ଆଇଜି ଭାବେ ଦାୟିତ୍ୱ ନେଲେ ଜେ.ଏନ୍. ପଙ୍କଜ

ବ୍ରହ୍ମପୁର: ଦକ୍ଷିଣାଞ୍ଚଳ ଆଇଜି ଭାବେ ଆଜି, ସେପ୍ଟେମ୍ବର ୧, ୨୦୨୬ ସକାଳେ ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍ ଅଧିକାରୀ ଶ୍ରୀ ଜେ.ଏନ୍. ପଙ୍କଜ। ସେ ପୂର୍ବତନ ଦକ୍ଷିଣାଞ୍ଚଳ ଆଇଜି ଶ୍ରୀ ନୀତି ଶେଖର, ଆଇପିଏସ୍ଙ୍କଠାରୁ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।ନୂତନ ଆଇଜିଙ୍କ ଦାୟିତ୍ୱ…

ପୁଣି ଖଟିଆରେ ବୁହା ହେଲେ ରୋଗୀ; ରାସ୍ତା ନଥିବାରୁ ନଦୀ ପାର କରି ୨ କିମି ବୋହିଲେ ଗ୍ରାମବାସୀ

କାଶୀପୁର:ବିକାଶର ଡିଣ୍ଡିମ ପିଟୁଥିବା ସରକାରଙ୍କ ଗ୍ରାମାଞ୍ଚଳ ବିକାଶର ବାସ୍ତବ ଚିତ୍ର ପୁଣି ସାମ୍ନାକୁ ଆସିଛି। ରାସ୍ତା ନଥିବାରୁ ଅସୁସ୍ଥ ରୋଗୀଙ୍କୁ ଆମ୍ବୁଲାନ୍ସ ବଦଳରେ ଖଟିଆରେ ବୋହି ନଦୀ ପାର କରି ମୁଖ୍ୟ ରାସ୍ତାକୁ ଆଣିବାକୁ ପଡ଼ିଛି। ଏଭଳି ଅଭାବନୀୟ ଘଟଣା ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ଜେଲରୁ ମୁକୁଳିଲେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

ବ୍ରହ୍ମପୁର:ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ତଥା ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା । ମଙ୍ଗଳବାର ସନ୍ଧ୍ୟାରେ ସେ ବ୍ରହ୍ମପୁର ମଣ୍ଡଳ କାରାଗାରରୁ ବାହାରିଛନ୍ତି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ସେ ଆଜକୁ ୧୦ ମାସ ହେବ ଜେଲରେ ଥିଲେ ।…

ଚାକିରି ଚାଲିଯିବାରୁ ଆତ୍ମହତ୍ୟା କରିଦେଲେ ମମତା ବାନାର୍ଜୀଙ୍କ ଝିଆରୀ

କଲିକତା :ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଝିଆରୀ ବ୍ରିଷ୍ଟି ମୁଖାର୍ଜୀ(୨୮) ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି । ବ୍ରିଷ୍ଟି ପୂର୍ବରୁ ଭୋଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନନ୍ ଟିଚିଂ ଷ୍ଟାଫ୍ ଭାବେ କାମ କରୁଥିଲେ । ତେବେ ଟଙ୍କା ଦେଇ ଚାକିରି କିଣା ଅଭିଯୋଗରେ…

ଜିଲ୍ଲା ପ୍ରଶାସନ ଦ୍ବାରା “ଶିଶୁ ପାଇଁ ଦିନଟିଏ” ପାଳିତ ।

ଗଜପତି,୧।୯(ମନୋଜ ପାଢ଼ୀ) :-ଗଜପତିଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଆନୁକୁଲ୍ୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ “ଶିଶୁ ପାଇଁ ଦିନଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଗାବରା ତିରୁପତି ରାଓ ସଭାପତିତ୍ବ କରିଥିବା…

ସ୍ୱାୟତ୍ତ ଶାସନ ଦିବସରେ ଭେଟେରାନ ଆଥଲେଟ କିଶୋର ଚନ୍ଦ୍ର ରଥ ସମ୍ବର୍ଦ୍ଧିତ ।

ଗଜପତି,1.9(ମନୋଜ ପାଢ଼ୀ) :-ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ଜିଲ୍ଲାର ଗର୍ବ ତଥା ଭେଟେରାନ ଆଥଲେଟ ଶ୍ରୀ କିଶୋର ଚନ୍ଦ୍ର ରଥଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କ୍ରୀଡ଼ା କ୍ଷେତ୍ରରେ ତାଙ୍କର ଦୀର୍ଘଦିନର ସାଧନା, ଉଲ୍ଲେଖନୀୟ ଆନ୍ତର୍ଜାତିକ ସଫଳତା ଏବଂ…

ତାମିଲନାଡୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ଜବତ, ଜଣେ ଗିରଫ ।

ଆର, ଉଦୟଗିରି 1/9(ମନୋଜ କୁମାର ପାଢ଼ୀ):ଗଜପତି ଜିଲ୍ଲା ଅବକାରୀ ବିଭାଗକୁ ପୁଣି ଏକ ସଫଳତା ମିଳିଛି । ଏହି ଜିଲ୍ଲାର ରାଇସିଂ ଛକ ନିକଟରେ ପେଟ୍ରୋଲିଂ ସମୟରେ ଜଣେ ଯୁବକଙ୍କ ନିକଟରୁ ୫ କିଲୋ ଗଞ୍ଜେଇ ଜବତ କରାଯାଇଛି. ଜିଲ୍ଲା ଅଧିକାରୀ ଅଧିକ୍ଷକ ପ୍ରଦୀପ କୁମାର ସାହୁଙ୍କ ନିର୍ଦେଶକ୍ରମେ ଏହି…

ମୋ ୧୦ ବର୍ଷ କାର୍ଯ୍ୟକାଳରେ ପଟ୍ଟାମୁଣ୍ଡାଇ ପୈାରଞ୍ଚଳ ବିକାଶର ଶୀର୍ଷକରେ -ଅଧ୍ୟକ୍ଷ

ପଟ୍ଟାମୁଣ୍ଡାଇ ୧/୮: ଆଜି ପଟ୍ଟାମୁଣ୍ଡାଇ ପୈାରପରିଷଦ ତାହାର ୩୮ତମ ସ୍ୱାୟତ୍ତ ଶାସନ ପାଳନ କରିଛି । ଏହି ଉପଲକ୍ଷେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ରକ୍ତଦାନ ଶିବିର ଆୟୋଜିତ ହୋଇଛି। ପରେ ଅଡିଟୋରିୟମ ହଲ୍ ଠାରେ ଏକ ସାଧାରଣ ସଭା ଆୟୋଜିତ ହୋଇଥିଲା । ଅଧ୍ୟକ୍ଷ ହେମନ୍ତ କୁମାର…