Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନର ଉତ୍ପାଦନ ପଦ୍ଧତି ସଂପର୍କିତ କର୍ମଶାଳା
ଭୁବନେଶ୍ବର: ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ ଆନୁକୁଲ୍ୟରେ ଇସ୍ପାତ ଉତ୍ପାଦନ ପଦ୍ଧତି ସଂପର୍କିତ ଦ୍ୱିତୀୟ କର୍ମଶାଳା ରାଜ୍ୟ ବୈଷୟିକ ଶିକ୍ଷା ଓ ଧନ୍ଦାମୂଳକ ତାଲିମ ପରିଷଦର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଯାଇଅଛି। ଏହି କର୍ମଶାଳାରେ ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟର…
ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୨୪ କୋଟି ମଞ୍ଜୁର
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପ୍ରକଳ୍ପଟି ହେଉଛି– ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ।
ସୂଚନାଯୋଗ୍ୟ…
ବିଧାନସଭାରେ ଓଡ଼ିଶା ଭୂସଂସ୍କାର ଦ୍ଵିତୀୟ ସଂଶୋଧନ ବିଲ୍ ପାରିତ
ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ଗୁରୁବାର ଓଡ଼ିଶା ଭୂସଂସ୍କାର ଦ୍ଵିତୀୟ ସଂଶୋଧନ ବିଲ୍ ୨୦୨୩ ପାରିତ ହୋଇଛି। ଏହି ବିଲ୍ ଆସିବା ଫଳରେ ଏଣିକି ସିକିମ ସତ୍ତା ଥିବା ଉପଚାଷୀ ଏବଂ ଉପରୟତମାନେ ଜମିର ମାଲିକାନା ପାଇପାରିବେ। ୧୯୭୭ ପର୍ଯ୍ୟନ୍ତ କେବଳ ଚାଷ ଜମି ମାଲିକାନା…
‘ଲାଞ୍ଜିଗଡ଼ ବେଦାନ୍ତ ଗ୍ରାମୀଣ ଓଡ଼ିଶାରେ କର୍କଟ ପ୍ରତିକାର ତଥା ହ୍ରାସ ଉପରେ ସଚେତନତା ସୃଷ୍ଟି କରିଛି’
ଲାଞ୍ଜିଗଡ଼: ଭାରତର ଅଗ୍ରଣୀ ମେଟାଲର୍ଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ବେଦାନ୍ତ ଲିମିଟେଡ ଲାଞ୍ଜିିଗଡ଼ ପକ୍ଷରୁ ଲାଞ୍ଜିଗଡ଼ରେ ତିନିଦିନିଆ କର୍କଟ ଯାଞ୍ଚ ଶିବର ଆୟୋଜିତ ହୋଇଯାଇଛି । ଜାତୀୟ କର୍କଟ ସଚେତନତା ଦିବସ ଅବସରରେ ଏହି ଅଭିଯାନ ଆରମ୍ଭ କରାଯାଇ ଲୋକମାନଙ୍କୁ ଏହି ରୋଗ ସଂପର୍କରେ ସଚେତନ…
ଭୁବନେଶ୍ବରରେ ଅଗ୍ନିକାଣ୍ଡ, ୨ ଆହତ
ଭୁବନେଶ୍ବର: ଭୁବନେଶ୍ବର ତମାଣ୍ଡୋ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଛି। ତମାଣ୍ଡୋ ପଞ୍ଚାୟତ ନିକଟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏହି ଅଗ୍ନିକାଣ୍ଡରେ ୨ଜଣ ଆହତ ହୋଇଛନ୍ତି ଏବଂ ସେମାନଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।
ପଞ୍ଚାୟତ ଅଫିସ ପାଖରେ ଥିବା ଏକ ଘରୋଇ…
ଭୀଷ୍ମ ପଞ୍ଚକ ବ୍ରତ କଥା
ମହାଭାରତ ଯୁଦ୍ଧରେ ଦଶମ ଦିନରେ କୁରୁକ୍ଷେତ୍ର ରଣଭୂମିରେ ପିତାମହ ଭୀଷ୍ମ, ଅର୍ଜୁନଙ୍କ ବାଣରେ ଧରାଶାୟୀ ହେଲେ l ତାଙ୍କ ଅନୁରୋଧ ରକ୍ଷା କରି ଅର୍ଜୁନ ନିଜ ଅସ୍ତ୍ର ବିଦ୍ୟା ବଳରେ ଏକ ଶରଶଯ୍ୟା ପ୍ରସ୍ତୁତ କରିଦେଲେ l ପିତା ଶାନ୍ତନୁଙ୍କ ଠାରୁ ଇଚ୍ଛା ମୃତ୍ୟୁ ବର ପ୍ରାପ୍ତ ଭୀଷ୍ମ ସେଇଠି ଶୋଇ…
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ବରେ ସୁଜାତା
ଭୁବନେଶ୍ବର : ମିଶନଶକ୍ତି ବିଭାଗ ସଚିବ ସୁଜାତା ରାଉତ କାର୍ତ୍ତିକେୟନ (୨୦୦୦ ବ୍ୟାଚ ଆଇଏଏସ୍)ଙ୍କୁ ବୁଧବାର ରାଜ୍ୟ ସରକାର ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଶ୍ରୀମତୀ କାର୍ତ୍ତିକେୟନଙ୍କୁ ମିଶନ ଶକ୍ତି ବିଭାଗ ସହିତ ଓଡ଼ିଆ…
ଜାନୁଆରୀ ୧୫ରୁ ବରଗଡ଼ ଧନୁଯାତ୍ରା
ବରଗଡ଼ : ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆସନ୍ତା ଜାନୁଆରୀ ୧୫ରେ ଆରମ୍ଭ ହେବ । ଏହା ୧୧ଦିନ ପର୍ଯ୍ୟନ୍ତ ଚାଲିବ। ତେଣୁ ବୁଧବାର ଧନୁଯାତ୍ରା କମିଟିର ଅଧ୍ୟକ୍ଷ ତଥା ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା ।…
ଆସୁଛି ଆଉଏକ ସାମୁଦ୍ରିକ ଝଡ଼
ଭୁବନେଶ୍ବର : ଦକ୍ଷିଣ ଚୀନ ସାଗରରୁ ଆସନ୍ତା ୨୫ ତାରିଖ ବେଳକୁ ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୬ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ…
ମାଆ ମୋର ବୁଲିଯିବେ
ଆସି ଗଲା ଆସିଗଲା ପୁଣ୍ୟ ମାର୍ଗଶୀର l
ମାଆ ମୋର ବୁଲିଯିବେ ଭକ୍ତଙ୍କ ମନ୍ଦିର ll
ସର୍ଷପକୁସୁମ ଶୋଭା କେଦାରରେ ଫୁଟି l
ମୃଗଶିରାତାରା ଶୋଭା ଗଗନରେ ଉଠି ll
ପକ୍ବଶାଳୀକ୍ଷେତ ମାଆ ପଦ୍ମାଙ୍କ ଆଗମେ l
ପଦ୍ମିନୀ ଗଣ ଲୁଚିଲେ ଅତିପାତେ ହିମେ ll
ଗୋମୟରେ ଲିପି ପୋଛି ପୂତକର ବାସ l
ଲକ୍ଷ୍ମୀ…