Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପଟ୍ଟାମୁଣ୍ଡାଇ ୩୮ ତମ ସ୍ୱାୟତ୍ତଶାସନ ଦିବସରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ରକ୍ତଦାନ ଶିବିର ଆୟୋଜିତ !
ପଟ୍ଟାମୁଣ୍ଡାଇ ୩୧/୧: ପଟ୍ଟାମୁଣ୍ଡାଇ ମୂନସିପାଲଟି ୩୮ତମ ସ୍ଵାୟତ୍ତ ଶାସନ ଦିବସରେ ଚଳିତ ବର୍ଷ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପୈାରାଞ୍ଚଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ,ଉଦ୍ଘାଟନ ଓ ରକ୍ତଦାନ ଶିବିର ଆୟୋଜିତ ହୋଇଛି । ଏହି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମରେ ବିଧାୟକ ଧୃବ…
ଭୋଟର ତାଲିକା ସଂଶୋଧନ: ସେପ୍ଟେମ୍ବର ୩ରୁ ଭୁବନେଶ୍ୱରରେ ପାଇଲଟ୍ ସର୍ଭେ
ଭୁବନେଶ୍ୱର: ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ୱଚ୍ଛ, ନିର୍ଭୁଲ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏକ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଭୋଟର ତାଲିକାରେ ଥିବା ନାନାଦି ତ୍ରୁଟିବିଚ୍ୟୁତିକୁ ସ୍ଥାୟୀ ଭାବେ ସୁଧାରିବା ଲକ୍ଷ୍ୟରେ ପ୍ରଥମ…
କଂଗ୍ରେସରେ ଯୋଗ ଦେଲେ ମୟୁରଭଞ୍ଜର ପୂର୍ବତନ ସାଂସଦ ରାମଚନ୍ଦ୍ର ହାଁସଦା,
ଭୁବନେଶ୍ବର: ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ମହା ମିଶ୍ରଣ ପର୍ବରେ ମୟୁରଭଞ୍ଜର ପୂର୍ବତନ ସାଂସଦ ରାମଚନ୍ଦ୍ର ହାଁସଦା ବଂ ତାଙ୍କ ଶତାଧିକ ସମର୍ଥକ କଂଗ୍ରେସରେ ଯୋଗଦେଇଛନ୍ତି। ପିସିସି ସଭାପତି ଭକ୍ତ ଚରଣ ଦାସ, ଓଡିଶା କଂଗ୍ରେସ ପ୍ରଭାରୀ ଲାଲଜୀ ଦେଶାଇଙ୍କ ଉପସ୍ଥିତିରେ କଂଗ୍ରେସ ଦଳରେ…
୬୨ଟି ପୌରାଞ୍ଚଳ ପାଇଁ ୩୨୩ କୋଟିର ୫୯୩ଟି ପ୍ରକଳ୍ପର ଶୁଭାରମ୍ଭ
ଭୁବନେଶ୍ୱର: ଆମ ସହର କେବଳ ବାସ ସ୍ଥାନ ନୁହେଁ, ସହର ହେଉଛି ରୋଜଗାର, ଉଦ୍ୟମ, ଶିକ୍ଷା ଓ ସମୃଦ୍ଧିର କେନ୍ଦ୍ର। ସହର ଗୁଡିକୁ ଆମକୁ ଏଭଳି ଅର୍ଥନୈତିକ କେନ୍ଦ୍ର ଭାବେ ଗଢିବାକୁ ହେବ, ଯେଉଁଠି ଯୁବ ପିଢି ନୂଆ ସୁଯୋଗ ପାଇବେ, ଉଦ୍ୟୋଗୀମାନେ ଆଗକୁ ବଢିବେ ଏବଂ ନୂଆ ରୋଜଗାର ସୃଷ୍ଟି ହେବ ବୋଲି ଆଜି…
ଗରିବ ଓ ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା: ବୃତ୍ତି ଟଙ୍କା ପାଇଲା ପରେ ଜମା କରିବେ ନାମଲେଖା ଫି
ଭୁବନେଶ୍ବର: ଓଡ଼ିଶାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି (ଏସ୍ସି ଓ ଏସ୍ଟି) ବର୍ଗର ମେଧାବୀ ତଥା ଆର୍ଥିକ ଅନାଟନ ମଧ୍ୟରେ ଗତି କରୁଥିବା ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ଓ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ରାଜ୍ୟ ସରକାର ଏକ ଐତିହାସିକ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି।…
ଜିଲ୍ଲାପାଳଙ୍କ ଜନଶୁଣାଣି କାର୍ଯ୍ୟକ୍ରମରେ ୫୧ଟି ଅଭିଯୋଗ ମଧ୍ୟରୁ ୪ଟିର ହେଲା ତତ୍କାଳ ସମାଧାନ
ବାଲେଶ୍ୱର, ୩୧ ଅଗଷ୍ଟ (କୃଷ୍ଣ କୁମାର ମହାନ୍ତି): ରେମୁଣା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି।
ରେମୁଣା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ପୂର୍ବାହ୍ନ ୧୦ଟାରେ ଅନୁଷ୍ଠିତ ଏହି ଜନଶୁଣାଣିରେ ବିଭିନ୍ନ ପଞ୍ଚାୟତରୁ…
ବାଲେଶ୍ଵରରେ ହଟିବ ଅନଧିକୃତ ପାର୍କିଂ ଓ ଜବରଦଖଲ : ସଡ଼କ ସୁରକ୍ଷା ବ୍ୟବସ୍ଥା ହେବ କଡାକଡି
ବାଲେଶ୍ୱର, ୩୧ ଅଗଷ୍ଟ (କୃଷ୍ଣ କୁମାର ମହାନ୍ତି): ଜିଲ୍ଲାରେ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ଦୁର୍ଘଟଣା ହ୍ରାସ ଉପରେ ଗୁରୁତ୍ୱ ଦିଆଯାଇଛି।
ଏ ନେଇ ସୋମବାର ସନ୍ଧ୍ୟାରେ ବାଲେଶ୍ୱର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସଡ଼କ ସୁରକ୍ଷା କମିଟିର ବୈଠକ ଅନୁଷ୍ଠିତ…
ଖୋଲିଲା ମା ମଝିଘରିଆଣୀଙ୍କ ହୁଣ୍ଡି
ରାୟଗଡ଼ା (ଭି ଗୌରୀ ଶଙ୍କର ରାଓ): ଖୋଲିଲା ମା ମଝିଘରିଆଣୀଙ୍କ ହୁଣ୍ଡି ମିଳିଲା ୫୪ ଲକ୍ଷରୁ ଅଧିକ ଟଙ୍କା ସହ ସୁନା-ରୂପା ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା ମଝିଘରିଆଣୀଙ୍କ ମନ୍ଦିରର ଦାନ ହୁଣ୍ଡି ସୋମବାର ଖୋଲାଯାଇଛି ତହସିଲଦାରଙ୍କ ତତ୍ତ୍ୱାବଧାନରେ ପୋଲିସର କଡା ସୁରକ୍ଷାରେ ଗଣତି ସକାଳ…
ଦଶହରା କମିଟି ଗଠନ ନିମନ୍ତେ ବୈଠକ ଅନୁଷ୍ଠିତ
ଜୟପୁର ,ଏ.ଭେଙ୍କଟ ରାଓ :ମାଁ ଦଶଭୁଜାମହାମାୟାଙ୍କ ଅପାର କରୁଣା ରୁ ଆଜି ପାରାବେଢ଼ା ଦଶହରା ପୂଜା ନିମନ୍ତେ ଭୂମି ପୂଜନ ପାରମ୍ପରିକ ରୀତିନୀତି ଅନୁଯାୟୀ ସଫଳତାର ସହ ସମାହିତ ହୋଇ ଯାଇଛି ।ତତ୍ ସହ ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ଦଶହରା କମିଟି ଗଠନ ନିମନ୍ତେ ଏକ ବୈଠକ ଅନୁଷ୍ଠିତ…
ନିଶାମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ସଂପର୍କରେ ସଚେତନତା କାର୍ଯ୍ୟକ୍ରମ
ନୟାଗଡ଼ (୩୧/୮): ଓଡ଼ଗାଁ ବ୍ଳକ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ କଦଳୀବନ୍ଧ ଠାରେ ଆଜି ନିଶାମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ସମ୍ପର୍କିତ ସଚେତନତା ସଂପର୍କରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ପ୍ରଧାନ ଶିକ୍ଷକ ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ରଞ୍ଜନ କୁମାର ଦାଶଙ୍କ…