Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନବନିର୍ମାଣ କୃଷକ ସଙ୍ଗଠନର ସିଂହାସନ ଖାଲିକର ସମାବେଶ
କେନ୍ଦୁଝର: ନବନିର୍ମାଣ କୃଷକ ସଙ୍ଗଠନ କେନ୍ଦୁଝର ଜିଲା ସଭାପତି ଲକ୍ଷ୍ମୀଧର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର କାଳୀପଡ଼ିଆରେ ସିଂହାସନ ଖାଲିକର ସମାବେଶ ଅନୁଷ୍ଠିତ ହୋଇଯାଇଛି। ମୋଚିଗାଁସ୍ଥିତ ଫ୍ଲାଇଓଭର ନିକଟରୁ ସଙ୍ଗଠନର ଶତାଧିକ ସଦସ୍ୟ ସଦସ୍ୟା ହାତରେ ପ୍ଲାକାର୍ଡ ଧରି ଏକ ବିଶାଳ…
କଂଗ୍ରେସକୁ ପୁଣି ଝଟକା: ହାତ ଛାଡ଼ିଲେ ବିଧାୟକ ଅଧିରାଜ ପାଣିଗ୍ରାହୀ,
ଭୁବନେଶ୍ବର: କଂଗ୍ରେସକୁ ପୁଣି ଏକ ଝଟକା ଲାଗିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଲ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ କଂଗ୍ରେସ ଛାଡ଼ିଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି।
ବିଧାୟକ ଶ୍ରୀ ପାଣିଗ୍ରାହୀ…
ବରଗଡ ଚିନିକଳ ଜମି ଇଡକୋକୁ ହସ୍ତାନ୍ତର ହେବ, ଆଗାମୀ ଦିନରେ ନୂତନ ଶିଳ୍ପ ପ୍ରତିଷ୍ଠା କରାଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ
ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍ ପାଇଁ…
ସାହିତ୍ୟ ଏକାଡେମୀର ସାହିତ୍ୟ ମଞ୍ଚ କାର୍ଯ୍ୟକ୍ରମ ଅନୁଷ୍ଠିତ
କୋଲକାତା, ୧୫/୦୩; ସାହିତ୍ୟ ଏକାଡେମୀ ତରଫରୁ କୋଲକାତା ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ପ୍ରେକ୍ଷାଳୟରେ କାମ୍ବୋଡିଆର ଗବେଷକ ତଥା ସାହିତ୍ୟ ଏକାଡେମୀର ପ୍ରଫେସର ଆନନ୍ଦ କୁମାରସ୍ୱାମୀ ଫେଲୋ ଛୁନତେଙ୍ଗ ହୁନଙ୍କ ସହ ଏକ ସାହିତ୍ୟ ମଞ୍ଚ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…
ମହାମହିମ ରାଷ୍ଟ୍ରପ୍ରତିଙ୍କ ଗସ୍ତ ନେଇ ମୟୂରଭଂଜ ଚଳଚଂଚଳ, ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଜାରି
ରାଇରଙ୍ଗପୁର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ତାରିଖ ଦିନ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ପାଇଁ ସେ ୨୮ ଫେବ୍ରୁଆରିରେ ନୂଆଦିଲ୍ଲୀରୁ ଏକ ସତନ୍ତ୍ର ବିମାନ ଯୋଗେ ଝାଡଖଣ୍ଡର ରାଂଚିସ୍ଥିତ ବିର୍ସା ମୁଣ୍ଡା ବିମାନବନ୍ଦରରେ ପହଂଚିବା ପରେ ସେଠାରେ ବିଶ୍ୱବିଦ୍ୟାଳୟରର…
‘ଓୟୁଟିଆର’ ର ପ୍ରଥମ ସମାବର୍ତ୍ତନ ଉତ୍ସବ ଆସନ୍ତା ୨୭ରେ, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଇସିଏସ୍ ମହାନିର୍ଦେଶକ
ଭୁବନେଶ୍ୱର : ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ (ଓୟୁଟିଆର) ର ପ୍ରଥମ ସମାବର୍ତ୍ତନ ଉତ୍ସବ ଆସନ୍ତା ୨୭ ତାରିଖ (ମଙ୍ଗଳବାର) ଅନୁଷ୍ଠିତ ହେବ। ଏହି ଉତ୍ସବରେ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସ ସଭାପତିତ୍ୱ କରିବେ। ବିଶ୍ୱବିଦ୍ୟାଳୟ ପରିସରରେ ୨୭ ତାରିଖ…
टेंपल ऑफ हीलिंग में 7 चरणों वाले आनंद धारा ध्यान पर 3 दिवसीय ध्यान कार्यशाला
आनंद धारा इंटरनेशनल द्वारा प्रज्ञान फाउंडेशन के तत्वावधान में 20, 21 और 23 फरवरी 2024 को द टेंपल ऑफ हीलिंग प्रज्ञान भवन, कोलकाता, भारत में 3 दिवसीय ध्यान कार्यशाला का आयोजन किया गया था। 3 दिवसीय ध्यान कार्यशाला में 7 चरणों वाले आनंद धारा…
ମାନବ ଅଧିକାର ରକ୍ଷା କରିବା ସରକାରଙ୍କ ଦାୟିତ୍ଵ: ପ୍ରଫେସର ପ୍ରିୟରଞ୍ଜନ ତ୍ରିବେଦୀ
ବାଲେଶ୍ଵର, ୨୪/୨(କୃଷ୍ଣ କୁମାର ମହାନ୍ତି) କେନ୍ଦ୍ର ସରକାରଙ୍କ ଦ୍ଵାରା ସୀକୃତିପ୍ରାପ୍ତ ସ୍ଵେଚ୍ଛାସେବୀ ଅନୁଷ୍ଠାନ ସିଟିଜେନ୍ସ ହ୍ୟୁମାନ୍ ରାଇଟ୍ସ କ୍ଲିନିକ୍ ଏବଂ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର, ଭୁବନେଶ୍ଵରର ମିଳିତ ଆନୁକୁଲ୍ୟରେ ନବମ ରାଷ୍ଟ୍ରୀୟ ମାନବିକ ଅଧିକାର ସମ୍ମିଳନୀ ନୂଆଦିଲ୍ଲୀ…
ଗାଳ୍ପିକ ସୁଧୀର ଧଙ୍ଗଡ଼ାମାଝୀ ପାଇବେ କିଶୋରୀ ଚରଣ ଦାସ ସ୍ମୃତି ପୁରସ୍କାର
ବାଲେଶ୍ଵର, ୨୪/୨(କୃଷ୍ଣ କୁମାର ମହାନ୍ତି) ବିଶିଷ୍ଟ ସାହିତ୍ୟିକ କିଶୋରୀ ଚରଣ ଦାସଙ୍କ ସ୍ମୃତିରେ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ କିଶୋରୀ ଚରଣ ପୁରସ୍କାର ପାଇବେ ଯୁବ ଗାଳ୍ପିକ ସୁଧୀର କୁମାର ଧଙ୍ଗଡ଼ାମାଝୀ। ଟାଇମପାସ୍ ପକ୍ଷରୁ ପ୍ରକାଶିତ ତାଙ୍କର ଗଳ୍ପ ପୁସ୍ତକ ‘ଖଂଗାର’ ପାଇଁ ସେ ଏହି…
୬୬୦ କୋଟି ଟଙ୍କାର କ୍ରୀଡ଼ା ଭିତ୍ତିଭୂମି ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କରିଛନ୍ତି। ଏଥିରେ ବିଶ୍ଵର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସାମିଲ ରହିଛି। ମୁଖ୍ୟମନ୍ତ୍ରୀ ଏହାସହ ସୁନ୍ଦରଗଡ଼…