Browsing Category

ଓଡିଶା

ବାଲେଶ୍ୱରର ଚିତ୍ରଶିଳ୍ପୀ ନିତ୍ୟାନନ୍ଦ ସାହୁ କଳାହାଣ୍ଡିରେ ହେଲେ ସମ୍ମାନିତ 

ବାଲେଶ୍ୱର, ଅଗଷ୍ଟ ୨୬ (କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ମାଟିର ଚିତ୍ରଶିଳ୍ପୀ ତଥା ଫକୀର ମୋହନ ବିଶ୍ୱବିଦ୍ୟାଳୟର ଫାଇନ୍ ଆର୍ଟ ବିଭାଗର ସହକାରୀ ପ୍ରଫେସର ନିତ୍ୟାନନ୍ଦ ସାହୁଙ୍କ କଳାକୃତି କଳାହାଣ୍ଡିରେ ପ୍ରଶଂସା ସାଉଁଟିବା ସହ ତାଙ୍କୁ ଦେଇଛି ସମ୍ମାନ। ଭବାନୀପାଟଣାସ୍ଥିତ ରାଜବାଟି…

ଲଗାଣ ବର୍ଷା ସତ୍ତ୍ୱେ ପୋଖରୀରେ ପାଣି ନାହିଁ, ମରାମତି ଓ ପୁନରୁଦ୍ଧାର ପାଇଁ ଗ୍ରାମବାସୀଙ୍କ ଦାବି ।

ଗଜପତି, ୨୫/୦୮(ମନୋଜ ପାଢ଼ୀ)-:ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗାଇବା ପଞ୍ଚାୟତର ଗାଇବା ଗ୍ରାମରେ ଥିବା ଏକ ବଡ଼ ପୋଖରୀ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ପୋଖରୀ ପ୍ରତି ସରକାରୀ କର୍ମଚାରୀ ଓ ସମ୍ପୃକ୍ତ ବିଭାଗ ଦୃଷ୍ଟି ଦେଉନଥିବା ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ…

ଚନ୍ଦ୍ରଗିରି ଜୋନାଲ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ।

ମୋହନା ୨୫।୮(ମନୋଜ ପାଢ଼ୀ)-:ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ଚନ୍ଦ୍ରଗିରି ପରିସରରେ ୧୨ତମ ଚନ୍ଦ୍ରଗିରି ଜୋନାଲସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ଓ କ୍ରୀଡ଼ା ପ୍ରତିଯୋଗିତା ୨୦୨୬-୨୭ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକ୍ରମେ…

ଗଜପତି ପୋଲିସ ଦ୍ବାରା ଉଦ୍ଧାର ହୋଇଥିବା ମୋବାଇଲ ଫୋନ୍ ଫେରସ୍ତ ମେଳା ଆୟୋଜିତ

ଗଜପତି,୨୫.୮(ମନୋଜ ପାଢ଼ୀ)-: ଗଜପତି ପୋଲିସ ପକ୍ଷରୁ ହଜିଯାଇଥିବା ଓ ଚୋରି ହୋଇଥିବା ମୋବାଇଲ ଫୋନ୍ ଗୁଡ଼ିକ ଉଦ୍ଧାର କରି ସେଗୁଡ଼ିକୁ ପ୍ରକୃତ ମାଲିକମାନଙ୍କୁ ଫେରସ୍ତ କରିବା ନିମନ୍ତେ ଏକ ମୋବାଇଲ ଫୋନ୍ ଫେରସ୍ତ ମେଳା ଆୟୋଜିତ ହୋଇଯାଇଛି। ଗଜପତି ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଜିଲ୍ଲା ଆରକ୍ଷୀ…

ଆଣବିକ ପ୍ରକଳ୍ପ ବିରୋଧୀ ସଂଗ୍ରାମ ସମିତି ଗଠନ

ତେନ୍ତୁଳୀଖୁଣ୍ଟି, ୨୬/୮/୨୦୨୬:(ଶେଖର ଖୁରା )ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ବ୍ଲକ ଅଧିକାର ଓ ଦାବି ଉପସ୍ଥାପନ କରିବା ଉଦ୍ଦେଶ୍ୟରେ ‘ଆଣବିକ ପ୍ରକଳ୍ପ ବିରୋଧୀ ସଂଗ୍ରାମ ସମିତି’ ନାମରେ ଏକ କମିଟି ଗଠନ କରାଯାଇଛି। ପୁଜାରୀଗୁଡା ଗ୍ରାମରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ଗ୍ରାମବାସୀଙ୍କ…

ବନ୍ୟାଞ୍ଚଳର ସ୍ୱାସ୍ଥ୍ୟ ଶିବିର ପରିଦର୍ଶନ କଲେ ଜିଲ୍ଲାପାଳ

ପଟ୍ଟାମୁଣ୍ଡାଇ ୨୫/୮-ଚଳିତ ବନ୍ୟାରେ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ୭ଟି ପଂଚାୟତ ବିଶେଷ ଭାବେ କ୍ଷତିଗସ୍ତ ହୋଇଛି I ବନ୍ୟାଞ୍ଚଳରେ ପରିବେଶ ଦୂଷିତ ହୋଇ ଝାଡାବାନ୍ତି ଜ୍ୱର ଥଣ୍ଡା କାଶ ଆଦି ବିଭିନ୍ନ ପ୍ରକାର ରୋଗ ବ୍ୟାପିବାରେ ଲାଗିଛି I ବନ୍ୟା ବିପନ୍ନ ଲୋକମାନଙ୍କୁ ଉପଯୁକ୍ତ ସ୍ୱାସ୍ଥ୍ୟସେବା…

ପୌରପରିଷଦର ଖାଦ୍ୟ ଏନଫୋର୍ସମେଣ୍ଟ ଚଢ଼ାଉ ; ୬୧ ହଜାର ଟଙ୍କା ଜରିମାନା ଆଦାୟ

ପଟ୍ଟାମୁଣ୍ଡାଇ୨୫ /୮:ପଟ୍ଟାମୁଣ୍ଡାଇ ପୌରପରିଷଦ ଅଧୀନରେ ହୋଟେଲ ଓ ରେଷ୍ଟୁରାଣ୍ଟ ଗୁଡ଼ିକରେ ଅସ୍ୱାସ୍ଥ୍ୟକର ଖାଦ୍ୟ ପ୍ରସ୍ତୁତି, ବିକ୍ରୟ, ନିଷିଦ୍ଧ ଏକକ ବ୍ୟବହାର୍ଯ୍ୟ ପ୍ଲାଷ୍ଟିକର ବ୍ୟବହାର ଏବଂ ବେଆଇନ ଭାବେ ଘରୋଇ ଏଲ୍‌ପିଜି ସିଲିଣ୍ଡରର ବ୍ୟବହାର ବିରୋଧରେ ଆଜି ପୌର ପରିଷଦ ନିର୍ବାହୀ…

ସମ୍ପତ୍ତି ମାଲିକାନାର ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ

ଭୁବନେଶ୍ୱର : ମ୍ୟୁଟେସନ ପ୍ରକ୍ରିୟାରେ ଜମିବାଡି ବା ସମ୍ପତ୍ତିର ରାଜସ୍ବ ରେକର୍ଡରେ ନାମ ପରବର୍ତ୍ତନ କରିବା ଦ୍ବାରା ଜଣଙ୍କର ମାଲିକାନାସ୍ବତ୍ବ ଲୋପ ହୁଏ ନାହିଁ ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟରେ କହିଛନ୍ତି। ସେହିପରି ମ୍ୟୁଟେସନ ଦ୍ବାରା ଜଣେ ଅନ୍ୟ ଜଣଙ୍କର ସମ୍ପତ୍ତିର…

ଜିଲ୍ଲାସ୍ତରୀୟ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

ମୋହନା,୨୫.୮(ମନୋଜ ପାଢ଼ୀ) :- ଗଜପତି ଜିଲ୍ଲା ମୋହନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହନାଗା , ଜିଲ୍ଲା ମୁଖ୍ୟ ଉନ୍ନୟନ…

ଶିଶୁ ସୁରକ୍ଷା କର୍ମଚାରୀଙ୍କ ପାଇଁ ଦିବ୍ୟାଙ୍ଗତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ।

ଗଜପତି,୨୫.୮(ମନୋଜ ପାଢ଼ୀ) :- ଗଜପତି ଜିଲ୍ଲାରେ ଶିଶୁ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀମାନଙ୍କ ପାଇଁ ଦିବ୍ୟାଙ୍ଗତା ସମାବେଶୀକରଣ ଉପରେ ଏକଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମେଳନ କକ୍ଷ-୨ ଠାରେ ସଫଳତାର ସହ ଆୟୋଜିତ ହୋଇଯାଇଛି ।ଏହି ପ୍ରଶିକ୍ଷଣ…