Browsing Category

ଓଡିଶା

ଉମୁରୀ ହାଇସ୍କୁଲରେ ସାଇବର ସଚେତନତା କାର୍ଯ୍ୟକ୍ରମ ।

ଜୟପୁର 22/8 : ଛାତ୍ରଛାତ୍ରୀଙ୍କୁ ସାଇବର ଅପରାଧରୁ ସୁରକ୍ଷିତ ରହିବା ପାଇଁ ସଚେତନତ କୋରାପୁଟ: ଆଜି ଉମୁରୀ ହାଇସ୍କୁଲ ପରିସରରେ କୋରାପୁଟ ସାଇବର ପୋଲିସ ଷ୍ଟେସନ ପକ୍ଷରୁ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କୋରାପୁଟ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଡିଏସ୍‌ପି ଶ୍ରୀମତୀ…

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

ଭୁବନେଶ୍ୱର: ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ୨୦୨୬କୁ ନେଇ ବିଜେପି ଓ ବିଜେଡି ମଧ୍ୟରେ ବାଦବିବାଦ ତୀବ୍ର ହୋଇଛି। ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟକୁ ଧର୍ମେନ୍ଦ୍ର ପ୍ରଧାନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା ସମାଲୋଚନା କରିବା ପରେ ବିଜେଡି ପାଲଟା ଜବାବ ଦେଇଛି। ଶଙ୍ଖ ଭବନରେ ସାମ୍ବାଦିକ…

୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶାରେ ଶିଳ୍ପ ନିବେଶ ଓ ନିଯୁକ୍ତି କ୍ଷେତ୍ରରେ ବଡ଼ ଅଗ୍ରଗତି। ୧୪୯ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ୧୪ଟି ନୂଆ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଏହି ପ୍ରକଳ୍ପରେ ମୋଟ ୨,୭୮୦.୧୦ କୋଟି ଟଙ୍କାର ନିବେଶ ହେବ। ଏହାଦ୍ୱାରା ରାଜ୍ୟରେ…

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

ଭୁବନେଶ୍ୱର: ମହାନଦୀ ଜଳ ବଣ୍ଟନ ବିବାଦର ସମାଧାନ ନେଇ ବଡ଼ ପଦକ୍ଷେପ। ଓଡ଼ିଶା ଓ ଛତିଶଗଡ଼ ଦାଖଲ କରିଥିବା ତଥ୍ୟ ଯାଞ୍ଚ ଓ ବିଶ୍ଳେଷଣ ପାଇଁ କେନ୍ଦ୍ରୀୟ ଜଳ ଆୟୋଗ (CWC) ଏକ ବୈଷୟିକ କମିଟି ଗଠନ କରିଛି। ଓଡ଼ିଶା ଆଡଭୋକେଟ୍‌ ଜେନେରାଲ୍‌ ପିତାମ୍ବର ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି। ଉଭୟ…

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

ନୂଆଦିଲ୍ଲୀ: କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ ଓଡ଼ିଶାର ପାରାଦୀପ ବନ୍ଦର ପ୍ରାଧିକରଣ (ପିପିଏ) ଠାରେ ୪୨୭.୮୦ କୋଟି ଟଙ୍କାର ସାତୋଟି ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ବନ୍ଦରର ୧୮.୫ ମିଟର ଗଭୀର ଡ୍ରାଫ୍ଟ କ୍ଷମତା…

ଖଡ଼ିଆଳ ବନଖଣ୍ଡର ବଡ ସଫଳତା: ୭ କେଜି ବଜ୍ରକପ୍ତା ଉଦ୍ଧାର, ୩ ଚୋରା ଚାଲାଣକାରୀ ଗିରଫ

ନୂଆପଡ଼ା: ଖଡ଼ିଆଳ ବନଖଣ୍ଡ ବିଭାଗକୁ ମିଳିଛି ବଡ଼ ସଫଳତା। ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୭.୦୯୮ କେଜି ବଜ୍ରକାପ୍ତା ଛାଲ ଜବତ କରାଯିବା ସହ ଚୋରା ଚାଲାଣରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଛି। ଖଡ଼ିଆଳ ରେଞ୍ଜ ଅନ୍ତର୍ଗତ ପଲମା-ଝରନାଲା ସରକାରୀ ପମ୍ପ ହାଉସ ନିକଟରେ ଚଢ଼ାଉ କରି ବନ…

ଭୟଙ୍କର ଅଗ୍ନିକାଣ୍ଡ ; ହୁତୁହୁତୁ ହୋଇ ଜଳିଲା ୧ ନମ୍ବର ହାଟ

ଭୁବନେଶ୍ୱର : ପୁଣି ରାଜଧାନୀ ଭୁବନେଶ୍ୱରର ୟୁନିଟ୍ ୧ ନମ୍ବର ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଳିଗଲା ଅନେକ ଦୋକାନ। ବିଦ୍ୟୁତ୍‌ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ହାଟ ଭିତରେ ଥିବା ଏକ ଗ୍ରୋସରୀ ଦୋକାନରେ ଏହି ନିଆଁ ଲାଗିଥିଲା।…

ଉତ୍କଳ ବିଶ୍ୱବିଦ୍ୟାଳୟ ପୁରାତନ ଛାତ୍ର ସଂଘର ଷଷ୍ଠ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଶୈକ୍ଷିକ ଉତ୍କର୍ଷ ଓ ପରିବେଶ…

ଓଡ଼ିଆ ବାର୍ତ୍ତା, ଭୁବନେଶ୍ୱର, ୨୨/୮ (କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟ ପୁରାତନ ଛାତ୍ର ସଂଘର ଷଷ୍ଠ ପ୍ରତିଷ୍ଠା ଦିବସ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ଭବନରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଶିକ୍ଷାର୍ଥୀ, ଅଧ୍ୟାପକ,…

ସୁବର୍ଣ୍ଣ ରେଖା ବନ୍ୟା ବିପନ୍ନଙ୍କ ପାଇଁ ସହାୟତାର ହାତ ବଢ଼ାଇଲେ ସାମାଜିକ କର୍ମୀ ସୁମନ୍ତ ଜେନା 

ବାଲେଶ୍ୱର,୨୧/୮(କୃଷ୍ଣ କୁମାର ମହାନ୍ତି): ସମାଜ ଓ ପରିବେଶ ପ୍ରତି ନିଜର କର୍ତ୍ତବ୍ୟ ଓ ଉତ୍ତରଦାୟିତ୍ୱକୁ ନିଷ୍ଠାର ସହ ପାଳନ କରି ସୁବର୍ଣ୍ଣ ରେଖା ବନ୍ୟା ପ୍ରପୀଡିତଙ୍କ ପାଇଁ ବିପଦ ସମୟରେ ହାତ ବଢାଇଛନ୍ତି ପ୍ରକୃତି ବନ୍ଧୁ ତଥା ପରିବେଶବିତ୍ ସୁମନ୍ତ କୁମାର ଜେନା। ଚଳିତ ବର୍ଷ ସୁବର୍ଣ୍ଣ…

ଗଜପତି ଜିଲ୍ଲା ଗସ୍ତରେ ବିଧାନସଭା ଗୃହ କମିଟି, ତୃତୀୟ ବୈଠକ ଏବଂ କ୍ଷେତ୍ର ପରିଦର୍ଶନ ।

ଗଜପତି, ୨୨.୮.(ମନୋଜ ପାଢୀ) :-ଓଡ଼ିଶା ବିଧାନସଭାର ଗୃହ କମିଟି ବିଧାୟକ ଶ୍ରୀଯୁକ୍ତ ଲକ୍ଷ୍ମଣ ବାଗଙ୍କ ଅଧ୍ୟକ୍ଷତାରେ ଗଜପତି ଜିଲ୍ଲା ଗସ୍ତ କରି ଜିଲ୍ଲାର ବିକାଶମୂଳକ କାର୍ଯ୍ୟ, ପାନୀୟ ଜଳ, ଜଳସେଚନ, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି ଓ ଭିତ୍ତିଭୂମି ସମେତ ବିଭିନ୍ନ ଜନସ୍ୱାର୍ଥ ପ୍ରସଙ୍ଗର ସମୀକ୍ଷା…