Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ସେପ୍ଟେମ୍ବର ୫ ତାରିଖରେ ଶିକ୍ଷକ ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪୮ ଜଣ ଉତ୍କୃଷ୍ଟ ସ୍କୁଲ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬ ରେ ସମ୍ମାନିତ କରିବେ। ଏହି ସମ୍ବର୍ଦ୍ଧନା ସମାରୋହ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ। ଏହି ଶିକ୍ଷକ…
Heritage Group of Institutions Received Two Prestigious Honours at ASSOCHAM Education Excellence…
Kolkata , (23 /8) :The Heritage Group of Institutions has achieved another significant milestone with The Heritage School (THS) and Heritage Institute of Technology (HITK) being honoured at the prestigious ASSOCHAM Education Excellence…
ସିଆଇଏସ୍ଡି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ
କଟକ ତା ୨୩.୦୮.୨୦୨୬. ‘ସେଣ୍ଟର ଫର୍ ଇନୋଭେସନ୍ ଆଣ୍ଡ ସୋସିଆଲ୍ ଡେଭଲପମେଣ୍ଟ୍’ (CISD) ପକ୍ଷରୁ ଆଜି କଟକର କୁଆଖାଇ ନଦୀର ତଟ, ଉତ୍ତମପୁର, କଟକ-୧୧ ଠାରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଏବଂ ଜଳବାୟୁ ଅନୁକୂଳ ଗୁଣବତ୍ତା…
ବାଂଲାଦେଶରେ ହିନ୍ଦୁ ପରିବାରର ୪ ଜଣଙ୍କୁ ନିର୍ମମ ହତ୍ୟା
ଢାକା: ବାଂଲାଦେଶରେ ଜଣେ ହିନ୍ଦୁ ପରିବାରର ୪ ଜଣ ସଦସ୍ୟଙ୍କୁ ନିର୍ମମ ହତ୍ୟା କରାଯାଇଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏକ ବନ୍ଦ ଘର ଭିତରୁ ବାପା, ମାଆ ଓ ସେମାନଙ୍କ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର ହୋଇଛି। ହତ୍ୟାକାଣ୍ଡର କାରଣ ଏଯାଏଁ ସ୍ପଷ୍ଟ ହୋଇନଥିବାବେଳେ ଘଟଣାର ତଦନ୍ତ ଆରମ୍ଭ…
ଶିଆଳିଲଟି ନିକଟସ୍ଥ ବୁଲାଣି ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା।
ଆର, ଉଦୟଗିରି,୨୨.୮(ମନୋଜ ପାଢ଼ୀ)-:ଆର୍.ଉଦୟଗିରି ଥାନା ଶିଆଳିଲଟି ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ଗଞ୍ଜାମ ଜିଲ୍ଲା ଗୁମ୍ମା ଗାଁର ବୋଲି ଜଣାପଡ଼ିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଚନ୍ଦ୍ରଗିରି…
ରାୟଗଡା ବନ ଖଣ୍ଡ ଅଧିକାରୀ ଙ୍କ ନିର୍ଦେଶରେ ଚଢ଼ାଉ : ବିପୁଳ ପରିମାଣର ସାଆଗୁଆନ କାଠ ଜବତ।
ରାୟଗଡା : ବନଖଣ୍ଡ ଅଧିକାରୀ , ରାୟଗଡା ଙ୍କ ନିର୍ଦ୍ଧେଶ କ୍ରମେ ଶ୍ରୀ ଅନିଲ କୁମାର ପାଣିଗ୍ରାହୀ , ବନାଞ୍ଚଳ ଅଧିକାରୀ , ରାୟଗଡ଼ ଙ୍କ ନେତୃତ୍ୟ ରେ ରାୟଗଡ଼ ବନାଞ୍ଚଳ ର ସମସ୍ତ ବନ କର୍ମଚାରୀ କୋମତାଲପେଟା ସେକ୍ସନ ଅଧିନସ୍ଥ ଡୋକୁଲୁଗୁଡା ଗ୍ରାମରେ ବେଆଇନ ଭାବରେ ଗଚ୍ଛିତ ରଖାଯାଇଥିବା କାଠ ବିଷୟରେ…
ବରଡ଼ା ଯୋଡ଼ି ଗାଁକୁ ନାହିଁ ରାସ୍ତା, ଖଟିଆରେ ବୁହା ହେଲେ ଗର୍ଭବତୀ ମହିଳା
ନବରଙ୍ଗପୁର (ଶେଖର ଖୁରା): ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଅନ୍ତର୍ଗତ ବରଡ଼ା ଯୋଡ଼ି ଗାଁକୁ ଆଜି ପର୍ଯ୍ୟନ୍ତ ପକ୍କା ରାସ୍ତା ନଥିବାରୁ ଗ୍ରାମବାସୀ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିକାଶର ଯୁଗରେ ମଧ୍ୟ ଏହି ଗାଁର ଲୋକେ ମୌଳିକ ଯାତାୟାତ ସୁବିଧାରୁ ବଞ୍ଚିତ ରହିଥିବା…
ବିଜେପିର ନୂଆ ଟିମ୍ ସହ ମୋଦୀଙ୍କ ମନ୍ଥନ;ଯୁବପିଢ଼ିଙ୍କ ସହ ଯୋଡ଼ିହେବା ଉପରେ ଗୁରୁତ୍ୱ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ପହଞ୍ଚି ଦଳର ନବନିଯୁକ୍ତ ଜାତୀୟ ପଦାଧିକାରୀଙ୍କ ସହ ବୈଠକ କରିଛନ୍ତି। ନୂତନ ଟିମ୍ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀଙ୍କ ସହ ଏହା ପ୍ରଥମ ସାକ୍ଷାତ୍କାର।ବୈଠକ ପରେ ପ୍ରଧାନମନ୍ତ୍ରୀ…
ନୀଳହ୍ରଦରେ ଅଘଟଣ: ଗାଧୋଇବା ବେଳେ ୨ ଛାତ୍ର ନିଖୋଜ
ବାଲେଶ୍ବର:ବାଲେଶ୍ବର ଜିଲା ନୀଳଗିରିରେ ଥିବା ନୀଳହ୍ରଦ ବା ବ୍ଲ୍ୟୁଲେକ୍ରେ ଆଜି ୩ଜଣ ସାଙ୍ଗ ଗାଧୋଇବାକୁ ଯାଇଥିବା ବେଳେ ୨ଜଣ ଅଥଳ ପାଣିରେ ନିଖୋଜ ହୋଇଯାଇଛନ୍ତି। ନୀଳଗିରି ଥାନା ମିତ୍ରପୁର ନିକଟସ୍ଥ ଏହି ନୀଳହ୍ରଦକୁ ରେମୁଣା କଲେଜ ଛାତ୍ର ତଥା କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ…