Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆଇପିଏସ୍ ସ୍ତରରେ ବଡ଼ ଅଦଳବଦଳ
ଭୁବନେଶ୍ୱର:ଓଡ଼ିଶା ପୁଲିସର ବରିଷ୍ଠ ଆଇପିଏସ ଅଧିକାରୀଙ୍କ ସ୍ତରରେ ବଡ଼ଧରଣର ଅଦଳବଦଳ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦରେ ଏହି ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ଗୃହ ବିଭାଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ନିଷ୍ପତ୍ତି…
୩୧ ପର୍ଯ୍ୟନ୍ତ ବଢ଼ିଲା ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି
ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଖରିଫ-୨୦୨୬ ପାଇଁ ଚାଲିଥିବା ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପ୍ରାକୃତିକ ବିପର୍ଯ୍ୟୟ ଏବଂ ଅନ୍ୟାନ୍ୟ ଅନିଶ୍ଚିତତା ହେତୁ ହେଉଥିବା ଫସଲ ହାନିରୁ…
ଆସନ୍ତାକାଲି ଭଦ୍ରକ ଜିଲ୍ଲାର ୧୩୯ ସ୍କୁଲ ଛୁଟି
ଭଦ୍ରକ: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାର ୧୩୯ଟି ସ୍କୁଲକୁ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ସୂଚନା ଅନୁଯାୟୀ, ଭଦ୍ରକ, ତିହିଡ଼ି,…
ବର୍ବର ହତ୍ୟାକାଣ୍ଡ: ଅଧାଗଢ଼ା ପ୍ରଧାନମନ୍ତ୍ରୀ ଆବାସ ଭିତରୁ ବାପା-ମାଆ ଛେଉଣ୍ଡ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର
ବିଶୋଇ: ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ଖଡ଼ମବେଡ଼ା ପଞ୍ଚାୟତ ବାଢୁଣିଆ କଲୋନୀ ସାହିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଏକ ଅଧାଗଢ଼ା ପ୍ରଧାନମନ୍ତ୍ରୀ ଆବାସ ଘର ଭିତରୁ ଜଣେ ୪୦ ବର୍ଷୀୟ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ସ୍ୱର୍ଗତ ବାସୁଦେବ…
ଜଳେଶ୍ୱର ଷ୍ଟେସନ୍ରେ ନନ୍-ଇଣ୍ଟରଲକିଂ କାର୍ଯ୍ୟ ଚାଲୁଥିବାରୁ ଟ୍ରେନ୍ ସେବା ପ୍ରଭାବିତ
ବାଲେଶ୍ୱର, ଅଗଷ୍ଟ ୨୧ (କୃଷ୍ଣ କୁମାର ମହାନ୍ତି): ନାରାୟଣଗଡ଼-ଭଦ୍ରକ ମଧ୍ୟରେ ତୃତୀୟ ରେଳ ଲାଇନ୍ ନିର୍ମାଣ ପାଇଁ ଜଳେଶ୍ୱର ୟାର୍ଡରେ ୟାର୍ଡ ରିମଡେଲିଂ କାର୍ଯ୍ୟ ସମ୍ପର୍କିତ ନନ୍-ଇଣ୍ଟରଲକିଂ କାର୍ଯ୍ୟ ଅଗଷ୍ଟ ୨୪ରୁ ୩୦ ପର୍ଯ୍ୟନ୍ତ ଚାଲିବ। ଏହା ଯୋଗୁଁ ଖଡ଼ଗପୁର ଡିଭିଜନ୍ରେ ଅନେକ ଟ୍ରେନ୍ର…
ସଞ୍ଜୟ ଗାନ୍ଧୀ କଲୋନୀରେ ଘଟିଥିବା ଚୋରି ଘଟଣାର ପର୍ଦ୍ଦାଫାସ କଲା ଆଦର୍ଶ ଥାନ ।
ଗଜପତି, ୨୧.୮.(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ପୋଲିସ ସଞ୍ଜୟ ଗାନ୍ଧୀ କଲୋନୀରେ ଘଟିଥିବା ଏକ ବଡ଼ ଧରଣର ଚୋରି ଘଟଣାର ସଫଳ ପର୍ଦ୍ଦାଫାସ କରି ଅଭିଯୁକ୍ତ ସର୍ବସୁଧି କୁମାର ସ୍ୱାମୀ (୩୦), ସଞ୍ଜୟ ଗାନ୍ଧୀ କଲୋନୀ, ପାରଳାଖେମୁଣ୍ଡିଙ୍କୁ ଗିରଫ କରିଛି । ଏ ସମ୍ପର୍କରେ…
ସର୍ବସାଧାରଣ ସ୍ଥାନରେ ମଦ୍ୟପାନ, ୫ ଜଣଙ୍କୁ ଅଟକ ରଖିଲା ପାରଳା ପୋଲିସ ।
ଗଜପତି,୨୦.୮(ମନୋଜ ପାଢ଼ୀ) :-ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ଓ ଅଶାନ୍ତି ସୃଷ୍ଟି ରୋକିବା ପାଇଁ ଚାଲିଥିବା ସ୍ୱତନ୍ତ୍ର ଅଭିଯାନ ଅଧୀନରେ, ଗଜପତି ପୋଲିସ ତଥା ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ ସର୍ବସାଧାରଣ ସ୍ଥାନରେ ମଦ୍ୟପାନ କରୁଥିବା ଅଭିଯୋଗରେ ୫ ଜଣ ବ୍ୟକ୍ତି— କାଳା ବାସୁ (୩୪), ନବ…
ଲୋକନାଟ୍ୟ “ଭୂତକେଳି” ଦର୍ଶକଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ।
ଗଜପତି,୨୧.୮(ମନୋଜ ପାଢ଼ୀ) :-ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଭୁବନେଶ୍ବର, ଜିଲ୍ଲା ପ୍ରଶାସନ, ଗଞ୍ଜାମ ,ସଂସ୍କାର ଭାରତୀ, ଓଡ଼ିଶା ପ୍ରଦେଶ ଓ ଓଡ଼ିଶା ନାଟକ ସମାରୋହ ସମିତି, ବ୍ରହ୍ମପୁରର ମିଳିତ ସହଯୋଗରେ ରାଜ୍ୟସ୍ତରୀୟ ଲୋକନାଟକ ମହୋତ୍ସବ "ଲୋକରଞ୍ଜନୀ" ଆୟୋଜିତ ହୋଇଯାଇଛି। ଏହି ଅବସରରେ…
ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ ।
ଗଜପତି,୨୧.୮(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ସାଇବର ଅପରାଧ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଏହି କ୍ରମରେ ପାରଳାଖେମୁଣ୍ଡିସ୍ଥିତ ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟ , ଜିରାଙ୍ଗସ୍ଥିତ ସରକାରୀ ଉଚ୍ଚ…
ବରିଷ୍ଠ ନାଗରିକ ମଞ୍ଚର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ।
ଗଜପତି,୧୯.୮(ମନୋଜ ପାଢ଼ୀ) :-ବରିଷ୍ଠ ନାଗରିକ ମଞ୍ଚର ସାଧାରଣ ବୈଠକ ମଞ୍ଚର ସଭାପତି ଶ୍ରୀ ଲକ୍ଷ୍ମୀ ନୃସିଂହ ରଥଙ୍କ ଅଧ୍ୟକ୍ଷତାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଞ୍ଚର ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟକ୍ରମ, ବରିଷ୍ଠ ନାଗରିକମାନଙ୍କ ସମସ୍ୟା ଓ ସେମାନଙ୍କ କଲ୍ୟାଣ ସମ୍ବନ୍ଧୀୟ…