Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୁରୀ ଶ୍ରୀମନ୍ଦିରରେ ଅଘଟଣ: ପ୍ରବଳ ଭିଡ଼ ଓ ଠେଲାପେଲାରେ ୭୫ ବର୍ଷୀୟ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ହୃଦଘାତ କହୁଛି ପୁଲିସ
ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଏବଂ ଠେଲାପେଲା ଭିତରେ ଆଜି ଏକ ଦୁଃଖଦ ଅଘଟଣ ଘଟିଯାଇଛି। ଦର୍ଶନ ପାଇଁ ଆସିଥିବା ଜଣେ ବୟସ୍କ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି। ପ୍ରବଳ ଗହଳି ଯୋଗୁଁ ଅଣନିଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ସାଧାରଣରେ ଚର୍ଚ୍ଚା…
ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…
ଦିଲ୍ଲୀ : ଆଜି ଦେଶ ତା’ର 80 ତମ ସ୍ୱାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଲାଲକିଲ୍ଲାରୁ ସ୍ୱାଧୀନତା ଦିବସ ପାଳନର ନେତୃତ୍ୱ ନେଇଥିଲେ। ସେ ପହଞ୍ଚିବା ପରେ ପ୍ରଥମ ଥର ପାଇଁ, ଲାଲକିଲ୍ଲାରେ ଜାତୀୟ ସଂଗୀତ “ବନ୍ଦେ ମାତରମ୍” ଗାନ କରାଯାଇଥିଲା। ଏହା ପରେ…
ବନ୍ଦେ ମାତରମ୍ ଗାନକୁ ବାରଣ କଲା କଂଗ୍ରେସ?: ସ୍ପଷ୍ଟୀକରଣ ଜାରି କଲେ ଜୟରାମ ରମେଶ
ନୂଆଦିଲ୍ଲୀ: ସ୍ୱାଧୀନତା ଦିବସରେ କଂଗ୍ରେସ ମୁଖ୍ୟାଳୟରେ ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା ଏବଂ ସମ୍ପୂର୍ଣ୍ଣ ବନ୍ଦେ ମାତରମ୍ ଗାନ କରାଯାଇଥିଲା। ଏହା ହୁଏତ ପ୍ରଥମ ଥର ପାଇଁ କଂଗ୍ରେସ କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ବନ୍ଦେ ମାତରମ୍ ଗାନ କରାଯାଇଥିଲା। କିନ୍ତୁ ଏହାକୁ ନେଇ ଏକ ବିବାଦ ସୃଷ୍ଟି…
“୯୯% ସରକାରୀ ଚାକିରିରେ ଦୁର୍ନୀତି”: ଅଭିଯୋଗ ସହ ବାବା ରାମଦେବଙ୍କ ଚେତାବନୀ
ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ଅବସରରେ ଯୋଗଗୁରୁ ବାବା ରାମଦେବ ସରକାରୀ ଚାକିରି, ଶିକ୍ଷା ବ୍ୟବସ୍ଥା ଏବଂ ରାଜନୈତିକ ପରିବେଶ ସମ୍ପର୍କରେ ଏକ ବଡ଼ ବକ୍ତବ୍ୟ ଦେଇଛନ୍ତି। ସରକାରୀ ନିଯୁକ୍ତିରେ ଦୁର୍ନୀତି ଅଭିଯୋଗ କରି ସେ କହିଛନ୍ତି ଯେ, ଚାକିରିରେ ବ୍ୟାପକ ଅନିୟମିତତା ହେଉଛି। ବାବା ରାମଦେବ…
“ଭାରତ ମାତା କି ଜୟ” ସ୍ଲୋଗାନରେ ପ୍ରତିଧ୍ୱନିତ ହେଲା ଇସଲାମାବାଦ
ନୂଆଦିଲ୍ଲୀ: ଭାରତର ସ୍ୱାଧୀନତାର ୮୦ ତମ ବାର୍ଷିକୀରେ ଦେଶ ଏବଂ ବିଶ୍ୱରୁ ଅଭିନନ୍ଦନର ସୁଅ ଛୁଟିଛି। ଦୂତାବାସ ଏବଂ ମିଶନଗୁଡ଼ିକ ଗର୍ବର ସହିତ ସ୍ୱାଧୀନତା ଦିବସ ପାଳନ କରୁଛନ୍ତି। ପାକିସ୍ତାନରେ ଥିବା ଭାରତୀୟ ଉଚ୍ଚାୟୋଗ ମଧ୍ୟ ପାରମ୍ପରିକ ପତାକା ଉତ୍ତୋଳନ ଉତ୍ସବ ପାଳନ କରିଛି। ବିଭିନ୍ନ…
ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ
ଖୋରଧା: ଖୋରଧା ସଦର ମହକୁମା ବିଜେବି ଉଚ୍ଚ ବିଦ୍ୟାଳୟ ପଡିଆରେ ଖୋରଧା ଜିଲ୍ଲା ପ୍ରଶାସନ ଓ ସୂଚନା ଓ ଲୋକସଂପର୍କ ବିଭାଗ ମିଳିତ ଆନୁକୁଲ୍ୟରେ ୮୦ ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଅଛି। ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…
ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି
କଟକ: ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ)ର ବିଭିନ୍ନ ପଦପଦବି ପାଇଁ ନିର୍ବାଚନ ପ୍ରସଙ୍ଗକୁ ନେଇ ଦାୟର ମାମଲାରେ ଓଡ଼ିଶା ହାଇକୋର୍ଟ ବୋର୍ଡ ଅଫ୍ କଣ୍ଟ୍ରୋଲ୍ ଫର୍ କ୍ରିକେଟ୍ ଇନ୍ ଇଣ୍ଡିଆ (ବିସିସିଆଇ)କୁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସତ୍ୟପାଠ ଜରିଆରେ ବିସିସିଆଇ ନିଜର…
ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ
ଭୁବନେଶ୍ୱର: ୮୦ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟବାସୀଙ୍କୁ ବଡ଼ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କରି ସେ ରାଜ୍ୟର ବିକାଶ, ଶିକ୍ଷା, କୃଷି,…
ଭୁଲ ପ୍ରଥା ଆଗକୁ ବଢାଉଛନ୍ତି ରାହୁଲ: ଲାଲକିଲ୍ଲା ସମାରୋହରେ ଯୋଗନଦେବାରୁ ବିଜେପିର ଟାର୍ଗେଟ
ନୂଆଦିଲ୍ଲୀ: ଆଜି ସାରା ଦେଶରେ ୮୦ ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରେ ପତାକା ଉତ୍ତୋଳନ କରନ୍ତି ଏବଂ ଦେଶକୁ ସମ୍ବୋଧିତ କରନ୍ତି। ସରକାରୀ ଏବଂ ବିରୋଧୀ ଦଳର ନେତାମାନେ ଉତ୍ସବରେ ଯୋଗ ଦିଅନ୍ତି। କିନ୍ତୁ ଆଜି କଂଗ୍ରେସ ନେତା ରାହୁଲ…
ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ
ଭୁବନେଶ୍ୱର: ୮୦ ତମ ସ୍ୱାଧୀନତା ଦିବସ ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ସୁରକ୍ଷା, ଯାତ୍ରୀ ସେବା, ମାଲ ପରିବହନ, ଭିତ୍ତିଭୂମି ବିକାଶ ଏବଂ କର୍ମଚାରୀ କଲ୍ୟାଣ କ୍ଷେତ୍ରରେ ପୂର୍ବତଟ ରେଳପଥର ପ୍ରମୁଖ ସଫଳତାଗୁଡ଼ିକ ଉପରେ ଆଲୋକପାତ କରିଛନ୍ତି।
ପୂର୍ବତଟ ରେଳପଥ…