Browsing Category

ରାଜନୀତି

ଅଧ୍ୟକ୍ଷ ନିର୍ବାଚନ ମୁଁ ଜିତିବି: ଖଡଗେ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ପ୍ରାର୍ଥୀ ମଲ୍ଲିକାର୍ଜୁନ ଖଡଗେ ନିଜ ପାଇଁ ସମର୍ଥନ ଆଣିବାକୁ ମଙ୍ଗଳବାର ଲକ୍ଷ୍ନୌରେ ପହଞ୍ଚିଥିଲେ। ଏହି ସମୟରେ, ଏଠାରେ ପାର୍ଟି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଖଡଗେ ପୁଣି ଥରେ କହିଥିଲେ ଯେ, ସେ ଲୋକଙ୍କ ପାଇଁ ଲଢ଼େଇ କରୁଛନ୍ତି। ଏହି…

ସମାଜବାଦୀ ପାର୍ଟି ସଂସ୍ଥାପକ ମୁଲାୟମ ସିଂ ଯାଦବଙ୍କ ପରଲୋକ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ସଂସ୍ଥାପକ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କ ୮୨ ବର୍ଷ ବୟସ ହୋଇଥିଲା । ଗୁରୁଗ୍ରାମ ମେଦାନ୍ତା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ନିଧନ ହୋଇଥିବା ମୁଲାୟମଙ୍କ ପୁତ୍ର ଅଖିଳେଶ…

ଇସ୍ତଫା ଦେଲେ ଖଡ଼ଗେ: କିଏ ହେବ ରାଜ୍ୟସଭାର ପରବର୍ତ୍ତୀ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ: ଗତକାଲି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିଲେ । ତେବେ ଆଜି ଶ୍ରୀ ଖଡ଼ଗେ ରାଜ୍ୟସଭାର ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର ଦଳ ହାଇକମାଣ୍ଡ ସୋନିଆ ଗାନ୍ଧିଙ୍କ ନିକଟକୁ ପଠାଇ…

ବିଜେପିରେ ଯୋଗ ଦେଲେ ତେଜେଶ୍ୱର , ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ।

ବିଜେଡ଼ି ନେତା ତଥା ଖଦୀ ବୋର୍ଡର ପୂର୍ବତନ ସଭାପତି ତେଜେଶ୍ୱର ପରିଡା ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ତାଙ୍କ ଯୋଗଦାନ ସମୟରେ ଆସାମ ପ୍ରଭାରୀ ବୈଜୟନ୍ତ ପଣ୍ଡା, ସମୀର ମହାନ୍ତି ଓ ଅନ୍ୟାନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ। ଗତକାଲି ସେ…

ରାଜନୀତିରେ ପାଦ ଥାପିବେ କଙ୍ଗନା! ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ କରିବେ ସାକ୍ଷାତ

ମୁମ୍ବାଇ: ବଲିଉଡ଼ ଅଭିନେତ୍ରୀ ରାଣାୱାତ ଖୁବଶୀଘ୍ର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ଭେଟିବାକୁ ଯାଉଛନ୍ତି। ଗତ କିଛି ଦିନ ହେବ ସାମ୍ନାକୁ ଆସିଥିବା ରିପୋର୍ଟ ଅନୁଯାୟୀ, କଙ୍ଗନା ରାଣାୱତ ରାଜନୀତିରେ ପାଦ ଥାପିବାକୁ ଯାଉଛନ୍ତି। ଯଦି ରିପୋର୍ଟ ଆଧାରରେ କୁହାଯାଏ, ତେବେ…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ : ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡ଼ଗେ।

ଭୁବନେଶ୍ୱର : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡ଼ଗେ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ସେ ଆଜି ନାମାଙ୍କନ ଦାଖଲ କରିଛନ୍ତି। ତେବେ ଆଜି ନାମାଙ୍କନ ଦାଖଲର ଶେଷ ଦିନରେ ଏବେ ସୁଦ୍ଧା ଅଧ୍ୟକ୍ଷ ପଦ ପାଇଁ ୩ଟି…

କର୍ମକର୍ତ୍ତାଙ୍କୁ ଚିଠି ଲେଖିଲେ ନବୀନ: ପଦଯାତ୍ରାକୁ ସଫଳ କରାଅ

ଭୁବନେଶ୍ବର : ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହେବ। ଏହା ଏକ ମାସବ୍ୟାପୀ ଚାଲିବ। ଏଥିପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋମବାର ଦିନ ଦଳର ରାଜ୍ୟ କର୍ମକର୍ତ୍ତା, ସାଂସଦ, ବିଧାୟକଙ୍କ ସମେତ ଜିଲ୍ଲା, ବ୍ଲକ୍ ଓ ନଗର…

ନୂଆ ରାଜନୈତିକ ଦଳ ଗଠନ କଲେ ଗୁଲାମ୍‌ ନବୀ ଆଜାଦ୍; ନାଁ ରଖିଲେ ‘ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟି’

ଜମ୍ମୁ: ପୂର୍ବତନ କଂଗ୍ରେସ ନେତା ଗୁଲାମ୍‌ ନବୀ ଆଜାଦ୍‌ ଆଜି ତାଙ୍କର ନୂଆ ରାଜନୈତିକ ଦଳର ନାମ (ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟି) ଘୋଷଣା କରିବା ସହିତ ଦଳର ପତାକା ମଧ୍ୟ ଉନ୍ମୋଚନ କରିଛନ୍ତି। କଂଗ୍ରେସଠାରୁ ସମ୍ପର୍କ ଛିନ୍ନ କରିବାର ପ୍ରାୟ ମାସେ ପରେ ଆଜି ଆଜାଦ୍‌ ତାଙ୍କ ନିଜସ୍ବ…

ସମର୍ଥକମାନଙ୍କର ଇଚ୍ଛା, ଅକ୍ଟୋବର ୧୯ ପର୍ଯ୍ୟନ୍ତ ଗେହ୍‌ଲଟ୍‌ଙ୍କ ଉତ୍ତରାଧିକାରୀ ଘୋଷଣା ସ୍ଥଗିତ ରହୁ

ନୂଆଦିଲ୍ଲୀ: ଅକ୍ଟୋବର ୧୯ ତାରିଖ ପର୍ଯ୍ୟନ୍ତ ଗେହ୍‌ଲଟ୍‌ଙ୍କ ଉତ୍ତରାଧିକାରୀ ଘୋଷଣା ସ୍ଥଗିତ ରଖାଯାଉ ବୋଲି ତାଙ୍କ ସମର୍ଥକମାନେ ଚାହୁଁଥିବା କଥା ଆଜି କେଂଗ୍ରେସର ‘ସେଣ୍ଟ୍ରାଲ୍‌ ଅବ୍‌ଜରଭର୍‌’ ଅଜୟ ମାକେନ୍‌ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏ ବିଷୟରେ ଦଳର ଅଧ୍ୟକ୍ଷଙ୍କର…

ଆଜି ସୋନିଆଙ୍କୁ ଭେଟିବେ ଲାଲୁ-ନୀତୀଶ

ପାଟନା : ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ସନ୍ଧ୍ୟାରେ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ଭେଟିବେ। ତେବେ ସୋନିଆଙ୍କୁ ଭେଟିବା ପୂର୍ବରୁ ଲାଲୁ ଶନିବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିରୋଧରେ…