Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଉଦ୍ଧବଙ୍କ ଗୋଷ୍ଠୀକୁ ଘରବାହୁଡ଼ା: ବିଜେପି ଛାଡ଼ି ଠାକରେଙ୍କ ଶିବସେନାକୁ ଫେରିଲେ ପୂର୍ବତନ ମନ୍ତ୍ରୀ
ମୁମ୍ବାଇ: ମହାରାଷ୍ଟ୍ରରେ କ୍ଷମତା ପରିବର୍ତ୍ତନକୁ ନେଇ ଖୁବ୍ ରାଜନୀତିକ ହଟଚମଟ ଦେଖିବାକୁ ମିଳିଥିଲା। ଏହି ସମୟରେ କେବଳ କ୍ଷମତା ପରିବର୍ତ୍ତନ ହୋଇନଥିଲା ବରଂ ଶିବସେନା ଦୁଇ ଗୋଷ୍ଠୀରେ ବିଭକ୍ତ ହୋଇଯାଇଥିଲା। ଗୋଟିଏ ଉଦ୍ଧବ ଠାକରେଙ୍କ ନେତୃତ୍ଵାଧୀନ ଗୋଷ୍ଠୀ ଏବଂ ଅନ୍ୟଟି ଏକନାଥ…
କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ସଂପନ୍ନ, ଭୋଟ୍ ଦେଲେ ୯୫୦୦ ସଦସ୍ୟ, ୧୯ରେ ଫଳାଫଳ ଘୋଷଣା
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ସୋମବାର ମତଦାନ ସଂପନ୍ନ ହୋଇଛି। ସର୍ବଭାରତୀୟ କଂଗ୍ରେସ କମିଟିର ମୁଖ୍ୟାଳୟ ସହିତ ୬୫ଟି ସ୍ଥାନରେ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଥିଲା। ଏଠାରେ ସମସ୍ତ ପ୍ରତିନିଧି ମତଦାନ କରିଛନ୍ତି। ଅଧ୍ୟକ୍ଷ ପଦ ପାଇଁ ମଲ୍ଲିକାର୍ଜୁନ ଖଡଗେ ଏବଂ ଶଶି…
ଷ୍ଟାର ପ୍ରଚାରକ ତାଲିକାରୁ ବାଦ୍ ପଡ଼ିଲେ ବିଧାୟକ ମହମ୍ମଦ ମୋକିମ
ଭୁବନେଶ୍ବର: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ୩୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି ତାଲିକାରେ ଓଡ଼ିଶା ପ୍ରଭାରୀ ଚେଲା କୁମାର, ସହପ୍ରଭାରୀ ରୁଦ୍ର ରାଜୁ ଓ ପିସିସି ସଭାପତି ଶରତ ପଟ୍ଟନାୟକ ସ୍ଥାନ ପାଇଛନ୍ତି।
ଏଥିରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ…
ଧୋକେବାଜ ଆମର ସିଦ୍ଧାନ୍ତକୁ ବଦଳାଇପାରିବେ ନାହିଁ: ଆଦିତ୍ୟ ଠାକରେ
ମୁମ୍ବାଇ: ଶିବସେନାର ଦୁଇଟି ଦଳ ଦ୍ୱାରା ଦଳର ପ୍ରତୀକ ଏବଂ ନାମ ଉପରେ ଦାବି ମଧ୍ୟରେ ନିର୍ବାଚନ ଆୟୋଗ ମଧ୍ୟବର୍ତ୍ତୀକାଳୀନ ନିଷ୍ପତ୍ତି ନେଇଛନ୍ତି। ନିର୍ବାଚନ କମିଶନ ଉଦ୍ଧବ ଠାକରେଙ୍କ ଦଳର ନାମ ‘ଶିବସେନା (ଉଦ୍ଧବ ବାଲାସାହେବ ଠାକରେ)’କୁ ଅନୁମୋଦନ କରିଥିବାବେଳେ ଏକନାଥ ସିନ୍ଦେଙ୍କ ଦଳର ନାମ…
ଅଧ୍ୟକ୍ଷ ନିର୍ବାଚନ ମୁଁ ଜିତିବି: ଖଡଗେ
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ପ୍ରାର୍ଥୀ ମଲ୍ଲିକାର୍ଜୁନ ଖଡଗେ ନିଜ ପାଇଁ ସମର୍ଥନ ଆଣିବାକୁ ମଙ୍ଗଳବାର ଲକ୍ଷ୍ନୌରେ ପହଞ୍ଚିଥିଲେ। ଏହି ସମୟରେ, ଏଠାରେ ପାର୍ଟି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଖଡଗେ ପୁଣି ଥରେ କହିଥିଲେ ଯେ, ସେ ଲୋକଙ୍କ ପାଇଁ ଲଢ଼େଇ କରୁଛନ୍ତି। ଏହି…
ସମାଜବାଦୀ ପାର୍ଟି ସଂସ୍ଥାପକ ମୁଲାୟମ ସିଂ ଯାଦବଙ୍କ ପରଲୋକ
ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ସଂସ୍ଥାପକ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କ ୮୨ ବର୍ଷ ବୟସ ହୋଇଥିଲା । ଗୁରୁଗ୍ରାମ ମେଦାନ୍ତା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ନିଧନ ହୋଇଥିବା ମୁଲାୟମଙ୍କ ପୁତ୍ର ଅଖିଳେଶ…
ଇସ୍ତଫା ଦେଲେ ଖଡ଼ଗେ: କିଏ ହେବ ରାଜ୍ୟସଭାର ପରବର୍ତ୍ତୀ ବିରୋଧୀ ଦଳ ନେତା
ନୂଆଦିଲ୍ଲୀ: ଗତକାଲି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିଲେ । ତେବେ ଆଜି ଶ୍ରୀ ଖଡ଼ଗେ ରାଜ୍ୟସଭାର ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର ଦଳ ହାଇକମାଣ୍ଡ ସୋନିଆ ଗାନ୍ଧିଙ୍କ ନିକଟକୁ ପଠାଇ…
ବିଜେପିରେ ଯୋଗ ଦେଲେ ତେଜେଶ୍ୱର , ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ।
ବିଜେଡ଼ି ନେତା ତଥା ଖଦୀ ବୋର୍ଡର ପୂର୍ବତନ ସଭାପତି ତେଜେଶ୍ୱର ପରିଡା ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ତାଙ୍କ ଯୋଗଦାନ ସମୟରେ ଆସାମ ପ୍ରଭାରୀ ବୈଜୟନ୍ତ ପଣ୍ଡା, ସମୀର ମହାନ୍ତି ଓ ଅନ୍ୟାନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।
ଗତକାଲି ସେ…
ରାଜନୀତିରେ ପାଦ ଥାପିବେ କଙ୍ଗନା! ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ କରିବେ ସାକ୍ଷାତ
ମୁମ୍ବାଇ: ବଲିଉଡ଼ ଅଭିନେତ୍ରୀ ରାଣାୱାତ ଖୁବଶୀଘ୍ର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ଭେଟିବାକୁ ଯାଉଛନ୍ତି। ଗତ କିଛି ଦିନ ହେବ ସାମ୍ନାକୁ ଆସିଥିବା ରିପୋର୍ଟ ଅନୁଯାୟୀ, କଙ୍ଗନା ରାଣାୱତ ରାଜନୀତିରେ ପାଦ ଥାପିବାକୁ ଯାଉଛନ୍ତି। ଯଦି ରିପୋର୍ଟ ଆଧାରରେ କୁହାଯାଏ, ତେବେ…
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ : ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡ଼ଗେ।
ଭୁବନେଶ୍ୱର : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡ଼ଗେ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ସେ ଆଜି ନାମାଙ୍କନ ଦାଖଲ କରିଛନ୍ତି। ତେବେ ଆଜି ନାମାଙ୍କନ ଦାଖଲର ଶେଷ ଦିନରେ ଏବେ ସୁଦ୍ଧା ଅଧ୍ୟକ୍ଷ ପଦ ପାଇଁ ୩ଟି…