Browsing Category

ରାଜନୀତି

ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା :ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର

ନୂଆଦିଲ୍ଲୀ ; ଭାରତୀୟ ଜନତା ପାର୍ଟି ଆଜି “ବିଶ୍ୱାସର ପ୍ରତିଜ୍ଞା” ଶୀର୍ଷକରେ ଏହାର ଇସ୍ତାହାର ପ୍ରକାଶ କରିଛି। ଗୃହମନ୍ତ୍ରୀ ଏବଂ ବିଜେପି ନେତା ଅମିତ ଶାହ ଇସ୍ତାହାର ପ୍ରକାଶ କରିଛନ୍ତି। ଦଳ କହିଛି ଯେ, ଏହା ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ବିଶ୍ୱାସର ଏକ ଦସ୍ତାବିଜ ଏବଂ ଏଥିରେ…

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

କୋଲକତା : ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ନିର୍ବାଚନ ପ୍ରଚାର ଜୋରଦାର ଚାଲିଛି। ଆଜି ବରିଷ୍ଠ ବିଜେପି ନେତା ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପଶ୍ଚିମବଙ୍ଗରେ ବିଜେପି ଇସ୍ତାହାର ପ୍ରକାଶ କରିଛନ୍ତି। କୋଲକାତାର ନ୍ୟୁ ଟାଉନରେ ଇସ୍ତାହାର ପ୍ରକାଶ କରି ଅମିତ ଶାହ କହିଛନ୍ତି ଯେ, “ଆମେ…

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ: କଂଗ୍ରେସରୁ ବହିଷ୍କୃତ ହେବାର ଦୁଇ ମାସ ପରେ ନବଜୋତ କୌର ସିଦ୍ଧୁ ଏକ ନୂତନ ରାଜନୈତିକ ଦଳ ଗଠନ କରିଛନ୍ତି। ସେ ନବଜୋତ ସିଦ୍ଧୁଙ୍କ ପତ୍ନୀ, ଯାହାଙ୍କୁ ଦୁଇ ମାସ ପୂର୍ବରୁ କଂଗ୍ରେସରୁ ମଧ୍ୟ ବହିଷ୍କୃତ କରାଯାଇଥିଲା। ଏହି ଦଳର ନାମ ଭାରତୀୟ ରାଷ୍ଟ୍ରବାଦୀ ପାର୍ଟି। ନବଜୋତ ସିଦ୍ଧୁ…

ନୀତୀଶ କୁମାର ଜନତା ଦଳ-ୟୁନାଇଟେଡ୍ (ଜେଡି-ୟୁ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ

ନୂଆଦିଲ୍ଲୀ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜନତା ଦଳ-ୟୁନାଇଟେଡ୍ (ଜେଡି-ୟୁ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତିଲ। କାରଣ ଦଳର ଏହି ଶୀର୍ଷ ପଦବୀ ପାଇଁ ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରି ନାହାଁନ୍ତି। ଦଳର ସଭାପତି ଭାବରେ ଏହା ତାଙ୍କର…

ସୁବାସିନୀଙ୍କ ନିଲମ୍ବନକୁ ବିରୋଧ: ବିଜେଡି ଛାଡ଼ିଲେ ଆଉ ୨ ନେତା

ଭୁବନେଶ୍ୱର: ବସ୍ତାରେ ଭୁଶୁଡ଼ିଲା ବିଜେଡି ଗଡ଼। ସୁବାସିନୀ ଜେନାଙ୍କୁ ସସପେଣ୍ଡ ପରେ ଦଳ ଛାଡ଼ିଲେ ତୃଣମୂଳ ନେତା।  ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଆଜି ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା, ଛାତ୍ର ସଭାପତି ସୁଶାନ୍ତ ବେହେରା ସଭାପତି ପଦ ସହ ବିଜେଡିର…

ଆଗକୁ ରାଜ୍ୟରେ ଏକ ବଡ ରାଜନୈତିକ ପରିବର୍ତ୍ତନ ହେବ : ବିଜୟ ମହାପାତ୍ର

ଭୁବନେଶ୍ଵର : ବଡ଼ ବୟାନ ରଖିଲେ ବରିଷ୍ଠ ନେତା ବିଜୟ ମହାପାତ୍ର । ରାଜ୍ୟ ରାଜନୀତିରେ ଆସିବ ପରିବର୍ତ୍ତନ । ବିଜୟ କହିଛନ୍ତି, ୬ ମାସ ତଳେ କହିଥିଲି ୨୦୨୬ ନିର୍ଣ୍ଣାୟକ ବର୍ଷ ହେବ । ଲୋକ ଆଶା କରିଥିଲେ ଦିଲ୍ଲୀପ ରାୟ ଜିତିବେ । ବିଜେଡି ନେତାଙ୍କ ଭିତରେ ଅସନ୍ତୋଷ ଥିଲା । ସବୁ ଦଳର ନେତା…

ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ

ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନରେ ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର,  ବିଜେଡିର ସଂତୃପ୍ତ ମିଶ୍ର ଓ ସ୍ବାଧୀନ ପ୍ରାର୍ଥୀ ଦିଲୀପ ରାୟ ।  କଂଗ୍ରେସ ଓ ବିଜେଡି ମିଳିତ ପ୍ରାର୍ଥୀ ଦତ୍ତେଶ୍ବର ହୋତା ଦିଲ୍ଲୀପଙ୍କ ଠାରୁ ପରାଜିତ ହୋଇଛନ୍ତି। ପ୍ରଥମ ପସନ୍ଦ ଭୋଟରେ…

ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ : ଅଭିଯୋଗ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନ ପାଇଁ ବିଧାନସଭାର ୫୪ ପ୍ରକୋଷ୍ଠରେ ଆରମ୍ଭ ହୋଇଛି ମତଦାନ ପକ୍ରିୟା। ଏଥିରେ ଚାରିଟି ଖାଲିଥିବା ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଏହି ଆସନ ପାଇଁ ପାଞ୍ଚଜଣ ପ୍ରତିଦ୍ବନ୍ଦିତା କରୁଛନ୍ତି। ତେବେ ତିନୋଟି ଆସନରେ ବିଜେପି ଓ ବିଜେଡି ପ୍ରାର୍ଥୀ ଜିତୁଥିବା…

ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ

ରେଢ଼ାଖୋଲ : ରେଢ଼ାଖୋଲ ବିଧାନସଭା ମଣ୍ଡଳୀ ନାକଟିଦେଉଳ ପଂଚାୟତ ସମିତିର ପୂର୍ବତନ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ ବିଜେପିରେ ଯୋଗ ଦେଇଥିବା ଜଣାପଡିଛି। ଆଜି ବୁର୍ଲା ଏମସିଏଲ ଠାରେ ବିଜେପିର ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେବା ଅବସରରେ…

୨ ନିଲମ୍ବିତ ବିଧାୟକଙ୍କୁ ନୋଟିସ ଜାରି କଲା ବିଜେଡି

ଭୁବନେଶ୍ଵର : ବିଜେଡିରୁ ନିଲମ୍ବିତ ହୋଇଥିବା ଚମ୍ପୁଆ ବିଧାୟକ ସନା ମହାକୁଡ ଓ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ବିଜେଡି ପକ୍ଷରୁ ନୋଟିସ ଜାରି। ଏନେଇ ୨ ନିଲମ୍ବିତ ବିଧାୟକଙ୍କୁ ନୋଟିସ ଜାରି କରାଯାଇଥିବା ନେଇ ସୂଚନା ଦେଲେ ଗୌତମ ବୁଦ୍ଧ ଦାସ। ନୋଟିସରେ ଉଲ୍ଲେଖ କରାଯାଇଛି ଯେ…