Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ
ଭୁବନେଶ୍ବର : ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହି ଅଧିବେଶନ ଏପ୍ରିଲ ଆଠ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବାଚସ୍ପତି ସୁରମା ପାଢୀ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏଥିରେ ବିଧାୟକମାନେ କିପରି ଶାନ୍ତି ଶୃଙ୍ଖଳା ଗୃହରେ ବଜାଇ…
କିଛି ଘଣ୍ଟା ପରେ ଇସ୍ତଫା ପ୍ରତ୍ୟାହାର କଲେ ଆସାମ କଂଗ୍ରେସର ପୂର୍ବତନ ସଭାପତି
ନୂଆଦିଲ୍ଲୀ : ଆଜି ପୂର୍ବତନ ଆସାମ କଂଗ୍ରେସ ସଭାପତି ଭୂପେନ ବୋରା ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଇସ୍ତଫାପତ୍ର ପ୍ରଦାନ କରିବାର କିଛି ଘଣ୍ଟା ପରେ ଇସ୍ତଫାପତ୍ର ପ୍ରତ୍ୟାହାର କରି ନେଇଥିଲେ। କଂଗ୍ରେସ ସଭାପତିଙ୍କୁ ପଠାଇଥିବା ଇସ୍ତଫାପତ୍ରରେ ଭୂପେନ କୁମାର ବୋରା ଏହାକୁ ଦାଖଲ କରିବାର…
ରାଜ୍ୟସଭା ନିର୍ବାଚନରେ ୩ସିଟ୍ ଦଖଲ କରିବ ବିଜେପି ।
ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ ୩ସିଟ୍ ଦଖଲ କରିବ ବିଜେପି । ଏନେଇ ଦମ୍ଭୋକ୍ତି ଦେଖାଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲି ସିଂହ ତୋମାର । ୩ଟି ସିଟ୍ ଦଖଲ କରିବା ପାଇଁ ରଣନୀତି ପ୍ରସ୍ତୁତ ହୋଇଥିବା ସେ କହିଛନ୍ତି । ପ୍ରାର୍ଥୀ କିଏ ହେବ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ ବୋଲି…
ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି
ଭୁବନେଶ୍ଵର: ଶିଳ୍ପ ସମ୍ପର୍କ ସଂହିତା ସଂଶୋଧନ ବିଲ 2026 କୁ ବିରୋଧ କରିଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ବିଜେପି କଟୁ ସମାଲୋଚନା କରିଛି। ଶ୍ରମିକମାନଙ୍କୁ ନେଇ ଯେଉଁମାନେ ରାଜନୀତି କରୁଛନ୍ତି ସେମାନେ ଏହି ଶ୍ରମ କୋଡକୁ ବିରୋଧ କରୁଛନ୍ତି ବୋଲି ରାଜ୍ୟ ବିଜେପି ମୁଖପାତ୍ର ଅନୀଳ ବିଶ୍ୱାଳ…
ସକାଳେ ବିଜେଡ଼ି ଛାଡି ଥିବା ଛାତ୍ରନେତା ସୌମ୍ୟ ପ୍ରକାଶ ସନ୍ଧ୍ୟାରେ ବିଜେପି ରେ ଯୋଗ ଦେଇଛନ୍ତି ।
ଧର୍ମଶାଳା: ସୋମବାର ସକାଳେ ବିଜେଡ଼ି ଛାଡି ଥିବା ଛାତ୍ରନେତା ସୌମ୍ୟ ପ୍ରକାଶ ସନ୍ଧ୍ୟାରେ ବିଜେପି ରେ ଯୋଗ ଦେଇଛନ୍ତି । ସୌମ୍ୟଙ୍କ ସହ ଏକାଧିକ ନେତା ପଦ୍ମ ଧରିଛନ୍ତି ।
ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ପୁଣି ବଡ଼ ଝଟକା । ଧର୍ମଶାଳା ନିର୍ବାଚନ ମଣ୍ଡଳୀରୁ ଜଣକ ପରେ ଜଣେ ବିଜେଡ଼ି…
SIR ପ୍ରସଙ୍ଗ : ନିର୍ବାଚନ କମିଶନଙ୍କ ଉପରେ ବର୍ଷିଲେ ଅଖିଳେଶ
ନୂଆଦିଲ୍ଲୀ : SIR କୁ ନେଇ ସାରା ଦେଶରେ ଜାରି ରହିଛି ହଙ୍ଗାମା । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପରେ ଏବେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ SIR ପ୍ରସଙ୍ଗରେ ବର୍ଷିଛନ୍ତି । ସେ ନିର୍ବାଚନ କମିଶନଙ୍କୁ ଟାର୍ଗେଟ କରିଛନ୍ତି । କହିଛନ୍ତି କି, ସମାଜବାଦୀ ପାର୍ଟି…
ନବୀନଙ୍କ ବଡ କାର୍ଯ୍ୟାନୁଷ୍ଠାନ:
ଭୁବନେଶ୍ୱର : ପୁଣି ଥରେ ବିଜେଡି ସୁପ୍ରିମୋ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନିକଟରେ ଅରବିନ୍ଦ ମହାପାତ୍ର ଏବଂ ସନାତନ ମାହକୁଡଙ୍କୁ ନିଲମ୍ବନ କରି ନବୀନ ଚର୍ଚ୍ଚାରେ ରହିଛନ୍ତି। କିଛିଦିନ ବ୍ୟବଧାନରେ ନବୀନ ପୁଣି ଥର ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଜି ଦଳ ବିରୋଧୀ କାର୍ଯ୍ୟ…
ବଡ ନିଷ୍ପତ୍ତି ନେଲେ ଖଣି ମନ୍ତ୍ରୀ
ଭୁବନେଶ୍ବର: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ ନିଜେ ଆଉ ନିର୍ବାଚନ ନ ଲଢ଼ି ଯୁବବର୍ଗଙ୍କ ପାଇଁ ବାଟ ଛାଡ଼ିବେ ବୋଲି କହିଛନ୍ତି। ସେ ସୂଚନା ଦେଇ କହିଛନ୍ତି ଯେ ମୋର ଆଉ ନିର୍ବାଚନ ଲଢ଼ିବାର ଇଛା…
ବଜେଟ୍କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ
ବି.ବି.ନିୟୁଜ : କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ବଜେଟ୍ ଉପରେ ମୁଁ ମୋର ନିରାଶା ପ୍ରକାଶ କରୁଛି। ବଜେଟ୍ରେ ଓଡ଼ିଶା ଏବଂ ଏହାର…
ବଜେଟ୍କୁ ବିରୋଧୀଙ୍କ ସମାଲୋଚନା
ନୂଆଦିଲ୍ଲୀ : ମୋଦି ସରକାରଙ୍କ ତୃତୀୟ ପାଳିର ପୂର୍ଣ୍ଣାଙ୍ଗ ବଜେଟ୍ ସଂସଦରେ ଉପସ୍ଥାପନ ହୋଇଛି । ଆର୍ଥିକ ବର୍ଷ ୨୦୨୬-୨ ପାଇଁ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତାର ନବମ ଥର ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ନିର୍ମଳା ସୀତାରମଣ । ସ୍ୱାସ୍ଥ୍ୟ,…