Browsing Category

Uncategorized

ଓଡ଼ିଶାର ପିଏମ୍ କିସାନ୍ ହିତାଧିକାରୀ, ନରେଗା ଶ୍ରମିକ ଓ ଜୈବିକ ଚାଷୀଙ୍କୁ ଦିଲ୍ଲୀରୁ ଆସିଲା ନିମନ୍ତ୍ରଣ

ନୂଆଦିଲ୍ଲୀ: ଚଳିତ ବର୍ଷ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ହେଉଛି । ତେଣୁ ଏଥରର ସ୍ୱାଧୀନତା ଦିବସ ସମାରୋହକୁ ସ୍ମରଣୀୟ କରିବା ଲାଗି ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବାକୁ ଦେଶର କୋଣଅନୁକୋଣରୁ ପ୍ରାୟ ୧୮୦୦ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ…

ସ୍କୁଲରେ ପାଠପଢ଼ା ବେଳେ ବଜ୍ରପାତ, ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ

ପାଟକୁରା: ପାଠପଢ଼ା ଚାଲିଥିବାବେଳେ ବଜ୍ରପାତ । ବଜ୍ରପାତରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ଗରଦପୁର ବ୍ଲକ କୁଦାନଗରୀ ସରକାରୀ ହାଇସ୍କୁଲରେ ହୋଇଛି ବଜ୍ରପାତ । ଏହି ସ୍କୁଲରେ ଆଦର୍ଶ ବିଦ୍ୟାଳୟରେ ପାଠପଢା ଚାଲିଥିବାବେଳେ ଆଜି ଅପରାହ୍ଣରେ ଅକସ୍ମାତ ହୋଇଥିଲା ବଜ୍ରପାତ । ବଜ୍ରପାତରେ…

ଭୁଲ୍ ଇଞ୍ଜେକସନ ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

ବାଲେଶ୍ୱର: ଭୁଲ୍ ଇଞ୍ଜେକସନ ଦେବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନେରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ହାତିଗଡ ସ୍ୱାସ୍ଥ୍ୟ କେନ୍ଦ୍ରରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସର୍ଦ୍ଦାର ବନ୍ଧ ପଞ୍ଚାୟତର…

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ : ୧୯ଟି ପ୍ରସ୍ତାବକୁ ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି। ଏଥିରେ ୧୯ ପ୍ରସ୍ତାବ ଉପରେ ଲାଗିଛି କ୍ୟାବିନେଟ ମୋହର। ଏଥିମଧ୍ୟରେ ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରି ମିଳିଛି। ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ…

ତୁର୍କୀ ଓ ଜାପାନରେ ଭୂମିକମ୍ପ

ନୂଆଦିଲ୍ଲୀ: ତୁର୍କୀ ଏବଂ ଜାପାନରେ ଭୂମିକମ୍ପ ଅନୁଭୂତ ହୋଇଥିବା ସୂଚନା ଦେଇଛି ୟୁରୋପୀୟ ଭୂମଧ୍ୟସାଗରୀୟ ସେସମୋଲୋଜି କେନ୍ଦ୍ର । ପୂର୍ବ ତୁର୍କୀରେ ରିକ୍ଟର ସ୍କେଲରେ ତୀବ୍ରତା ୫.୨ ଏବଂ ଜାପାନରେ ରିକ୍ଟର ସ୍କେଲରେ ତୀବ୍ରତା ୬.୦ ରେକର୍ଡ଼ କରାଯାଇଥିବା ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓ…

ଏମ୍‌ବିବିଏସ୍‌ ଓ ବିଡିଏସ୍‌ ନାମଲେଖା

ଭୁବନେଶ୍ବର: ୨୦୨୩-୨୪ ଶିକ୍ଷାବର୍ଷରେ ଓଡ଼ିଶାର ୧୬ଟି ମେଡିକାଲ କଲେଜର ୧୯୦୦ ଏମ୍‌ବିବିଏସ୍‌ ଓ ୧୬୩ ବିଡିଏସ୍‌ ସିଟ୍‌କୁ ମିଶାଇ ମୋଟ ୨୦୬୩ ସିଟ୍‌ରେ ନାମଲେଖା ଅନୁଷ୍ଠିତ ହେଉଛି। ସେଥିମଧ୍ୟରୁ ରାଜ୍ୟ କୋଟାରେ ଥିବା ୧୮୨୦ ସିଟ୍‌ ଲାଗି ଓଜେଇଇ କାଉନସେଲିଂ କରୁଛି। ଯେଉଁଥିରେ ୧୬୬୬…

ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ମହିଳା କମିଶନଙ୍କ ଉଦବେଗ

ଭୁବନେଶ୍ବର: ଦୀପାଲି ବାରରେ ବାର ଡ୍ୟାନ୍ସର ଭାବେ କାମ କରୁଥିବା ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ। ୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ କମିଶନରେଟ ପୁଲିସକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି। ସେପଟେ…

ଭୁବନେଶ୍ବର ନନ୍ଦନବିହାରରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ବର: ଭୁବନେଶ୍ବର ଚନ୍ଦ୍ରଶେଖରପୁର ନନ୍ଦନବିହାରରେ ଭୟାବହ ଅଗ୍ନିକାଣ୍ଡ। ଭୋରରୁ ୩ ମହଲା କୋଠାରେ ଲାଗିଲା ନିଆଁ। ଏମ୍ବାସୀ ବାର ମାଲିକଙ୍କ ଘରେ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ହୋଇଛି। ହଠାତ ନିଆଁ ଦେଖି ଘର ମାଲିକଙ୍କ ସ୍ତ୍ରୀ ଓ ପିଲା ବାଥରୁମରେ ପଶିଯାଇଥିଲେ। ସାଓ୍ବାର ଖୋଲି ଦୀର୍ଘ ସମୟ…

ଯୁକ୍ତ୨ ପରୀକ୍ଷା: ଆଜିଠୁ ଯିବ ପ୍ରଶ୍ନପତ୍ର: ଏଥର ୧୧୪୫ ପରୀକ୍ଷା କେନ୍ଦ୍ର

ଭୁବନେଶ୍ବର: ମାର୍ଚ୍ଚ ପହିଲାରୁ ଯୁକ୍ତ୨ ଥିଓରି ପରୀକ୍ଷା। ଆସନ୍ତାକାଲି (ବୁଧବାର)ଠାରୁ ଫେବ୍ରୁଆରି ୨୭ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍‌(ଇଏମ୍‌ଏଚ୍‌)ଗୁଡ଼ିକୁ ପ୍ରଶ୍ନପତ୍ର ସମେତ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପଠାଯିବ। ତାହାକୁ ନଜରରେ ରଖି ହବ୍‌ଗୁଡ଼ିକର…

ପ୍ରବୀଣ ଶିକ୍ଷକ ପ୍ରଭାସ ଚନ୍ଦ୍ର ପଣ୍ଡାଙ୍କ ପରଲୋକ

ଭୁବନେଶ୍ୱର: ଗତ ଜାନୁଆରୀ ୩ ତାରିଖ ଦିନ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ପ୍ରବୀଣ ଶିକ୍ଷକ ପ୍ରଭାସ ଚନ୍ଦ୍ର ପଣ୍ଡାଙ୍କର ୯୨ ବର୍ଷରେ ପରଲୋକ ହୋଇଯାଇଛି । ସେ ନିମୋନିଆରେ ପୀଡ଼ିତ ଥିଲେ । ସେ ତାଙ୍କର କର୍ମମୟ ଜୀବନ ଭଦ୍ରକ ଜିଲ୍ଲାସ୍ଥିତ ନିଜ ପୈତୃକ ଗ୍ରାମ ଅଡ଼ାଳପଙ୍କରୁ ଆରମ୍ଭ କରିଥିଲେ ।…