Sign in
Sign in
Recover your password.
A password will be e-mailed to you.
Browsing Category
Uncategorized
ଜିଏସଟି ବିଭାଗର ଚଢାଉ
କାମାକ୍ଷାନଗର: କାମାକ୍ଷାନଗର ସହରର ଏକ ବ୍ୟବସାୟୀକ ପ୍ରତିଷ୍ଠାନ ଉପରେ ଜିଏସଟି ବିଭାଗର ଚଢାଉ। କଟକ ଡିଭିଜନର ଏକ ୭ଜଣିଆ ଟିମ କାମାକ୍ଷାନଗର ସ୍ଥିତ ଓଝା ଟ୍ରେଡର୍ସ ନାମକ ଏକ ସିମେଣ୍ଟ, ରଡ ଦୋକାନ ଉପରେ ଚଢାଉ କରିଛି। ଜିଏସଟି ଫାଙ୍କି ଥିବାର ହେଡ ଅଫିସକୁ ଏକ ଅଭିଯୋଗ ହୋଇଥିଲା। ଅଭିଯୋଗକୁ…
ସାପ କାମୁଡ଼ାରେ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନିକ ତଦନ୍ତ ପରେ କୋଚିଂ ସେଣ୍ଟର ବନ୍ଦ ସୁପାରିଶ
କେନ୍ଦୁଝର: ଚମ୍ପୁଆ ବ୍ଲକ ଜାଲି ପଞ୍ଚାୟତ ନିଶ୍ଚିନ୍ତପୁରସ୍ଥିତ ବଟକୃଷ୍ଣ ବିଦ୍ୟାପୀଠରେ ଶନିବାର ବିଳମ୍ବିତ ରାତିରେ ଶୋଇଥିବା ଅବସ୍ଥାରେ ୪ଜଣ ଛାତ୍ରଛାତ୍ରୀଙ୍କୁ ବିଷାକ୍ତ ଚିତି ସାପ କାମୁଡିବାରୁ ୨ଜଣ ଛାତ୍ରୀ ଓ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଛାତ୍ର ଗୁରୁତର ଅବସ୍ଥାରେ କଟକ…
କେନ୍ଦ୍ରୀୟ ସୁରକ୍ଷା ବାହିନୀଙ୍କୁ ପରାମର୍ଶ, ୟୁନିଫର୍ମରେ କରନ୍ତୁ ନାହିଁ କୌଣସି ରିଲ୍ସ କିମ୍ବା ଭିଡିଓ
ନୂଆଦିଲ୍ଲୀ,୨୬।୮: କେନ୍ଦ୍ରୀୟ ସୁରକ୍ଷା ବାହିନୀ ଯବାନଙ୍କୁ ସୋସିଆଲ ମିଡିଆ ବ୍ୟବହାରକୁ ନେଇ ଦିଆଯାଇଛି କଡା ପରାମର୍ଶ। ସିଆରପିଏଫ୍ ନିଜର ଯବାନଙ୍କୁ କହିଛି, କାହାକୁ ନଜାଣି ଅନଲାଇନ୍ ଫ୍ରେଣ୍ଡସିପ୍ କରନ୍ତୁ ନାହିଁ। ଏହାଛଡା ଫଟୋ ଅପଲୋଡ୍ କରିବାରେ ମଧ୍ୟ ସାବଧାନ ରୁହନ୍ତୁ, କାରଣ ଏଭଳି…
ଓଡ଼ିଶାର ପିଏମ୍ କିସାନ୍ ହିତାଧିକାରୀ, ନରେଗା ଶ୍ରମିକ ଓ ଜୈବିକ ଚାଷୀଙ୍କୁ ଦିଲ୍ଲୀରୁ ଆସିଲା ନିମନ୍ତ୍ରଣ
ନୂଆଦିଲ୍ଲୀ: ଚଳିତ ବର୍ଷ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ହେଉଛି । ତେଣୁ ଏଥରର ସ୍ୱାଧୀନତା ଦିବସ ସମାରୋହକୁ ସ୍ମରଣୀୟ କରିବା ଲାଗି ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବାକୁ ଦେଶର କୋଣଅନୁକୋଣରୁ ପ୍ରାୟ ୧୮୦୦ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ…
ସ୍କୁଲରେ ପାଠପଢ଼ା ବେଳେ ବଜ୍ରପାତ, ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ
ପାଟକୁରା: ପାଠପଢ଼ା ଚାଲିଥିବାବେଳେ ବଜ୍ରପାତ । ବଜ୍ରପାତରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ଗରଦପୁର ବ୍ଲକ କୁଦାନଗରୀ ସରକାରୀ ହାଇସ୍କୁଲରେ ହୋଇଛି ବଜ୍ରପାତ । ଏହି ସ୍କୁଲରେ ଆଦର୍ଶ ବିଦ୍ୟାଳୟରେ ପାଠପଢା ଚାଲିଥିବାବେଳେ ଆଜି ଅପରାହ୍ଣରେ ଅକସ୍ମାତ ହୋଇଥିଲା ବଜ୍ରପାତ । ବଜ୍ରପାତରେ…
ଭୁଲ୍ ଇଞ୍ଜେକସନ ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ
ବାଲେଶ୍ୱର: ଭୁଲ୍ ଇଞ୍ଜେକସନ ଦେବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନେରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ହାତିଗଡ ସ୍ୱାସ୍ଥ୍ୟ କେନ୍ଦ୍ରରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସର୍ଦ୍ଦାର ବନ୍ଧ ପଞ୍ଚାୟତର…
ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ : ୧୯ଟି ପ୍ରସ୍ତାବକୁ ମୋହର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି। ଏଥିରେ ୧୯ ପ୍ରସ୍ତାବ ଉପରେ ଲାଗିଛି କ୍ୟାବିନେଟ ମୋହର। ଏଥିମଧ୍ୟରେ ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରି ମିଳିଛି। ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ…
ତୁର୍କୀ ଓ ଜାପାନରେ ଭୂମିକମ୍ପ
ନୂଆଦିଲ୍ଲୀ: ତୁର୍କୀ ଏବଂ ଜାପାନରେ ଭୂମିକମ୍ପ ଅନୁଭୂତ ହୋଇଥିବା ସୂଚନା ଦେଇଛି ୟୁରୋପୀୟ ଭୂମଧ୍ୟସାଗରୀୟ ସେସମୋଲୋଜି କେନ୍ଦ୍ର । ପୂର୍ବ ତୁର୍କୀରେ ରିକ୍ଟର ସ୍କେଲରେ ତୀବ୍ରତା ୫.୨ ଏବଂ ଜାପାନରେ ରିକ୍ଟର ସ୍କେଲରେ ତୀବ୍ରତା ୬.୦ ରେକର୍ଡ଼ କରାଯାଇଥିବା ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓ…
ଏମ୍ବିବିଏସ୍ ଓ ବିଡିଏସ୍ ନାମଲେଖା
ଭୁବନେଶ୍ବର: ୨୦୨୩-୨୪ ଶିକ୍ଷାବର୍ଷରେ ଓଡ଼ିଶାର ୧୬ଟି ମେଡିକାଲ କଲେଜର ୧୯୦୦ ଏମ୍ବିବିଏସ୍ ଓ ୧୬୩ ବିଡିଏସ୍ ସିଟ୍କୁ ମିଶାଇ ମୋଟ ୨୦୬୩ ସିଟ୍ରେ ନାମଲେଖା ଅନୁଷ୍ଠିତ ହେଉଛି। ସେଥିମଧ୍ୟରୁ ରାଜ୍ୟ କୋଟାରେ ଥିବା ୧୮୨୦ ସିଟ୍ ଲାଗି ଓଜେଇଇ କାଉନସେଲିଂ କରୁଛି। ଯେଉଁଥିରେ ୧୬୬୬…
ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ମହିଳା କମିଶନଙ୍କ ଉଦବେଗ
ଭୁବନେଶ୍ବର: ଦୀପାଲି ବାରରେ ବାର ଡ୍ୟାନ୍ସର ଭାବେ କାମ କରୁଥିବା ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ। ୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ କମିଶନରେଟ ପୁଲିସକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି। ସେପଟେ…