Browsing Category

Uncategorized

ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ମହିଳା କମିଶନଙ୍କ ଉଦବେଗ

ଭୁବନେଶ୍ବର: ଦୀପାଲି ବାରରେ ବାର ଡ୍ୟାନ୍ସର ଭାବେ କାମ କରୁଥିବା ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ। ୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ କମିଶନରେଟ ପୁଲିସକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି। ସେପଟେ…

ଭୁବନେଶ୍ବର ନନ୍ଦନବିହାରରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ବର: ଭୁବନେଶ୍ବର ଚନ୍ଦ୍ରଶେଖରପୁର ନନ୍ଦନବିହାରରେ ଭୟାବହ ଅଗ୍ନିକାଣ୍ଡ। ଭୋରରୁ ୩ ମହଲା କୋଠାରେ ଲାଗିଲା ନିଆଁ। ଏମ୍ବାସୀ ବାର ମାଲିକଙ୍କ ଘରେ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ହୋଇଛି। ହଠାତ ନିଆଁ ଦେଖି ଘର ମାଲିକଙ୍କ ସ୍ତ୍ରୀ ଓ ପିଲା ବାଥରୁମରେ ପଶିଯାଇଥିଲେ। ସାଓ୍ବାର ଖୋଲି ଦୀର୍ଘ ସମୟ…

ଯୁକ୍ତ୨ ପରୀକ୍ଷା: ଆଜିଠୁ ଯିବ ପ୍ରଶ୍ନପତ୍ର: ଏଥର ୧୧୪୫ ପରୀକ୍ଷା କେନ୍ଦ୍ର

ଭୁବନେଶ୍ବର: ମାର୍ଚ୍ଚ ପହିଲାରୁ ଯୁକ୍ତ୨ ଥିଓରି ପରୀକ୍ଷା। ଆସନ୍ତାକାଲି (ବୁଧବାର)ଠାରୁ ଫେବ୍ରୁଆରି ୨୭ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍‌(ଇଏମ୍‌ଏଚ୍‌)ଗୁଡ଼ିକୁ ପ୍ରଶ୍ନପତ୍ର ସମେତ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପଠାଯିବ। ତାହାକୁ ନଜରରେ ରଖି ହବ୍‌ଗୁଡ଼ିକର…

ପ୍ରବୀଣ ଶିକ୍ଷକ ପ୍ରଭାସ ଚନ୍ଦ୍ର ପଣ୍ଡାଙ୍କ ପରଲୋକ

ଭୁବନେଶ୍ୱର: ଗତ ଜାନୁଆରୀ ୩ ତାରିଖ ଦିନ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ପ୍ରବୀଣ ଶିକ୍ଷକ ପ୍ରଭାସ ଚନ୍ଦ୍ର ପଣ୍ଡାଙ୍କର ୯୨ ବର୍ଷରେ ପରଲୋକ ହୋଇଯାଇଛି । ସେ ନିମୋନିଆରେ ପୀଡ଼ିତ ଥିଲେ । ସେ ତାଙ୍କର କର୍ମମୟ ଜୀବନ ଭଦ୍ରକ ଜିଲ୍ଲାସ୍ଥିତ ନିଜ ପୈତୃକ ଗ୍ରାମ ଅଡ଼ାଳପଙ୍କରୁ ଆରମ୍ଭ କରିଥିଲେ ।…

ସମ୍ପତ୍ତି ଘୋଷଣା କଲା ‘ତିରୁପତି ଟେମ୍ପଲ୍‌ ଟ୍ରଷ୍ଟ୍‌’

ଅମରାବତୀ: ଶନିବାର ଦିନ ‘ତିରୁମାଲା ତିରୁପତି ଦେବସ୍ଥାନମ୍‌ସ୍’ (ଟିଟିଡି) ସୂଚନା ସମ୍ବଳିତ ବିଜ୍ଞପ୍ତି ଏବଂ ମିଆଦି ଜମା ଓ ସୁନା ସମେତ ସମ୍ପତ୍ତି ତାଲିକା ପ୍ରକାଶ କରିଛି। ‘ଟିଟିଡି’ କହିଛି ଯେ, ୨୦୧୯ରୁ ଏବର ବୋର୍ଡ ତା’ର ନିବେଶ ମାର୍ଗଦର୍ଶିକାକୁ ସୁଦୃଢ଼ କରିଛି। ବଳକା ପାଣ୍ଠିକୁ…

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସୁରକ୍ଷାରେ ଗୁରୁତର ତ୍ରୁଟି

ନୂଆଦିଲ୍ଲୀ: ଶନିବାର ଦିନ ଗ୍ରେଟର୍‌ ନଏଡ଼ାର ‘ଇଣ୍ଡିଆ ଏକ୍‌ସ୍‌ପୋ ମାର୍ଟ’ର ‘ଜଳ ସପ୍ତାହ କାର୍ଯ୍ୟକ୍ରମ’ର ସମାବର୍ତ୍ତନ ସମାରୋହରେ ଯୋଗ ଦେଇଥିବା ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସୁରକ୍ଷାରେ ଗୁରୁତର ତ୍ରୁଟି ପରିଲକ୍ଷିତ ହୋଇଥିବା କଥା ବିଶେଷସୂତ୍ରରୁ ସୂଚନା ମିଳିଛି।…

ନିଜ ମାଆଙ୍କୁ ହତ୍ୟା କରିଥିଲେ ଅଭିନେତା; ୧୪ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ କୋର୍ଟ

ନୂଆଦିଲ୍ଲୀ: ନିଜ ମାଆଙ୍କୁ ହତ୍ୟା କରିଥିବା ଅଭିଯୋଗରେ ହଲିଉଡ଼ ଅଭିନେତା ରିଆନ୍‌ ଗ୍ରନ୍ଥମ୍‌ଙ୍କୁ ଅଦାଲତ ଆଜୀବନ କାରଦଣ୍ଡରେ ଦଣ୍ଡିତ କରିଛନ୍ତି। ନେଟଫ୍ଲିକ୍ସର ଲୋକପ୍ରିୟ ଶୋ’ ରିଭରଡେଲରେ ଅଭିନୟ କରିଥିବା ୨୪ ବର୍ଷୀୟ ରିଆନ୍ ଗ୍ରନ୍ଥମ୍‌ ତାଙ୍କ ମାଆଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଛଅ…

ବାମନ ଜନ୍ମ

ଛଳୟସି ବିକ୍ରମଣେ ବଳିମଦଦ୍ଭୁତ ବାମନଂ ପଦନଖନୀର ଜନିତ ଜନ ପାବନଂ କେଶବ ଧୃତ ବାମନ ରୂପ ଜୟ ଜଗଦୀଶ ହରେ ! 🙏🙏🙏 ଆଜି ଭାଦ୍ରବ ଶୁକ୍ଳଦ୍ୱାଦଶୀ ତିଥି l ଆଜିର ଦିନରେ ଶ୍ରୀ ମହାବିଷ୍ଣୁ ବାମନ ରୂପରେ ମହର୍ଷି କଶ୍ୟପ ଓ ଅଦିତିଙ୍କ ଔରସରେ ଜନ୍ମ ହୋଇଥିଲେ l ବିଷ୍ଣୁଙ୍କ ଏହି ଅବତାରକୁ ମଧ୍ୟ ତ୍ରି…

ପୁଣିଥରେ ଦୁବାଇରେ ଭାରତ ପାକିସ୍ତାନ ସୁପର-୪ ମୁକାବିଲା ହେବ।

ଦୁବାଇ : ଗତ ରବିବାର ଏହି ଷ୍ଟାଡିୟମ୍‌ରେ ଚଳିତ ଏସିଆ କପ୍‌ରେ ଭାରତ-ପାକିସ୍ତାନ ​ଟ୍ବେଣ୍ଟି-୨୦ ମୁକାବିଲା ରୋମାଞ୍ଚକର ହୋଇଥିଲା। ଶେଷ ଓଭରରେ ହାର୍ଦିକ ପାଣ୍ଡ୍ୟାଙ୍କ ଛକାରେ ଭାରତ ଜିତିବା ପରେ ଉଭୟ ଦଳଙ୍କ ମଧ୍ୟରେ ୨ୟ ରାଉଣ୍ଡ ମୁକାବିଲା ଚର୍ଚ୍ଚା ଆରମ୍ଭ ହୋଇ ଯାଇଥିଲା। ଭାରତ ଓ ପାକିସ୍ତାନ…

ବେଙ୍ଗାଲୁରୁଠାରେ ମହାବିନାୟକ ମହୋତ୍ସବ ସମାପନ

ବେଙ୍ଗାଲୁର: ୩ା୯ : ବେଙ୍ଗାଲୁରୁଠାରେ ଓଡ଼ିଶା ପୂଜା କମିଟି ତରଫରୁ ମହାସମାରୋହରେ ୨୮ତମ ମହାବିନାୟକ ମହୋତ୍ସବ ପାଳନ କରାଯାଇଥିବା ଜଣାଯାଇଛି । ଏହି ଉପଲକ୍ଷେ ପୂଜାସ୍ଥଳୀ ଏମ୍‌. ବିଶ୍ୱେଶରାୟ କଲେଜ ପ୍ରାଙ୍ଗଣରେ ନିର୍ମିତ ପୂଜା ମଣ୍ଡପକୁ ଦକ୍ଷିଣ ଭାରତୀୟ ମନ୍ଦିର ଶୈଳୀରେ ସଜ୍ଜା ଯାଇଥିଲା ।…