Sign in
Sign in
Recover your password.
A password will be e-mailed to you.
Browsing Category
ବଲାଙ୍ଗୀର
ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ
ବଲାଙ୍ଗୀର : ନବବର୍ଷ ୨୦୨୪ ଆରମ୍ଭରେ ବୁଧବାର ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆବର୍ଷରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଗସ୍ତ। ବୁଧବାର ବଲାଙ୍ଗୀରରେ ଜଳସେଚନର ଐତିହାସିକ ଅଧ୍ୟାୟ ଯୋଡି ହୋଇଛି। ବଲାଙ୍ଗୀର ମାଗୁରବେଢା ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋୟର ସୁକତେଲ…
ଜିଲା ଦାବି ; ତେଜୁଛି ଅସନ୍ତୋଷ, ୨୭ରୁ ଧାରଣା
ଟିଟିଲାଗଡ଼ : ରାଜ୍ୟରେ ନୂତନ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ ତଥା ଏନେଇ ଉଚ୍ଚ ନ୍ୟାୟାଳୟର ହସ୍ତକ୍ଷେପ ନେଇ ଟିଟିଲାଗଡ଼ ଜିଲା ସଂଗ୍ରାମୀଙ୍କ ମଧ୍ୟରେ ନାନା ଆଶଙ୍କା ପ୍ରକାଶ ପାଇଛି। ଗତ ୩୧ ବର୍ଷ ଧରି ଟିଟିଲାଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ପ୍ରଦାନ ପାଇଁ ଆନ୍ଦୋଳନ ହୋଇଆସୁଛି। ମୁଖ୍ୟମନ୍ତ୍ରୀ…
ନୂଆ ଓ ଯୁବ ଓଡିଶା ନବୀନ ଓଡିଶା ମହିଳା ସ୍ନାତକ ମହାବିଦ୍ୟାଳୟ ତରଫରୁ ସାମାଜିକ ସଚେତନତା
କାଣ୍ଟାବାଞ୍ଜି : ନୂଆ ଓ ଯୁବ ଓଡିଶା ନବୀନ ଓଡିଶା ଅନ୍ତର୍ଗତ ସାମାଜିକ କାର୍ଯ୍ୟକ୍ରମକୁ କଣ୍ଟାବାଞ୍ଜି ମହିଳା ସ୍ନାତକ ମହାବିଦ୍ୟାଳୟ ତରଫରୁ ସର୍ଗିଗୁଡା ଗ୍ରାମରେ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା ଅନ୍ତର୍ଗତ ସାମାଜିକ କାର୍ଯ୍ୟକ୍ରମ ହାତକୁ ନେଇ ସାମାଜିକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ…
ମାଲ୍ୟବନ୍ତ ମହୋତ୍ସବ ନେଇ ପଥଉତ୍ସବ
ମାଲକାନଗିରି: ମାଲ୍ୟବନ୍ତ ମହୋତ୍ସବ ନେଇ ଜିଲା ପ୍ରଶାସନ ତରଫରୁ ଜିଲାପାଳଙ୍କ କାର୍ୟ୍ୟାଳୟ ଛକ ଠାରୁ ଡିଏନକେ ଛକ ପର୍ୟ୍ୟନ୍ତ ପଥ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ ରାଜସ୍ବ ବେଦବର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅତିରିକ୍ତ ଜିଲାପାଳ ସାଧାରଣ ତ୍ରିନାଥ…
ଜୋର୍ ଧରିଲା ଜିଲ୍ଲା ଦାବି: ସଂଘର୍ଷ ସମିତି ପକ୍ଷରୁ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ
କଣ୍ଟାବାଞ୍ଜି: କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଉଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନକ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ଓ ସରକାରୀ…
୧୨ ଦାଦନ ଶ୍ରମିକ ଉଦ୍ଧାର: ଗାଡ଼ି ଜବତ, ଚାଳକ ସହ ସର୍ଦ୍ଦାର ଗିରଫ
କଣ୍ଟାବାଞ୍ଜି: ବେଆଇନ ଭାବେ ରାଜ୍ୟ ବାହାରକୁ ଚାଲାଣ ହେବାକୁ ଥିବା ୧୨ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି କଣ୍ଟାବାଞ୍ଜି ପୁଲିସ। ଉଦ୍ଧାର ଶ୍ରମିକମାନେ ହେଲେ ମୁରିବାହାଲ ଥାନା ଖର୍ଜୁରୀ ଗାଁର। ଶ୍ରମିକମାନଙ୍କୁ ଡକରା ଗାଁର ଦାଦନ ସର୍ଦାର ଭୁବନ ନାଗ ଏକ ଓମିନି ଗାଡିରେ କଣ୍ଟାବାଞ୍ଜି ରେଳ…
ମହିଳା ସ୍ନାତକ ମହାବିଦ୍ୟାଳୟ ପକ୍ଷରୁ ଏଡ୍ସ ସଚେତନତା ରାଲି ଓ ମାଗଣା ସ୍ୱାସ୍ଥ୍ୟ ଶିବିର
କଣ୍ଟାବାଞ୍ଜି: ଡ଼ିସେମ୍ବର ୧ ତାରିଖ ହେଉଛି ବିଶ୍ୱ ଏଡ୍ସ ଦିବସ। ଏହି ଦିବସକୁ ସରକାରୀ ଓ ବେସରକାରୀ ସ୍ତରରେ ସମଗ୍ର ବିଶ୍ୱରେ ବ୍ୟାପକ ଭାବେ ଏଡ୍ସ ସଚେତନତା ଦିବସ ଭାବେ ପାଳନ କରାଯାଏ। ଏହି ପ୍ରକ୍ରିୟାରେ କଣ୍ଟାବାଞ୍ଜି ମହିଳା ସ୍ନାତକ ମହାବିଦ୍ୟାଳୟ ମଧ୍ୟ ସାମିଲ ହୋଇ ନୂଆ ଓ ଯୁବ ଓଡ଼ିଶା…
୨ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ ସହ ୧ ଲକ୍ଷ ଟଙ୍କା ଲେଖାଏଁ ଜୋରିମାନା
କଣ୍ଟାବାଞ୍ଜି :୨ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଲେଖାଏଁ କାରାଦଣ୍ଡ । କଣ୍ଟାବାଞ୍ଜି ଏଡିଜେ ହିମାଂଶୁ ଶେଖର ମଲ୍ଲିକ ଏହି କାରାଦଣ୍ଡ ଆଦେଶ ଦେଇଛନ୍ତି । ଗତ ୨୦୨୨ ନଭେମ୍ବରମାସ ୨୯ତାରିଖ ତୁରେକେଲା ଥାନା ବଡ଼ବାଙ୍କୀ ଧନୁଯାତ୍ରା ଦେଖି ଆସିଥିବା ଜଣେ ଯୁବତୀଙ୍କୁ ବଳପୂର୍ବକ ଗଣଦୁଷ୍କର୍ମ ହୋଇଥିବା…
ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ
କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳିତ ହେଉଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ…
ଟିଟିଲାଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି: ୧୨ ଘଣ୍ଟିଆ ବନ୍ଦ ପାଳନ
ଟିଟିଲାଗଡ଼: ଟିଟିଲାଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ ପାଳନ ହେଉଛି। ଏହାଫଳରେ ଜନଜୀବନ ପ୍ରଭାବିତ। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ ପାଳିତ ହେଉଛି। ଆଜି ଟିଟିଲାଗଡ଼ରେ ଦୋକାନ ବଜାର, ଶିକ୍ଷାନୁଷ୍ଠାନ,…