Browsing Category

ବଲାଙ୍ଗୀର

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ବିଇଓ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ବଲାଙ୍ଗୀର ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ) ରାଘବ ପାଣିଗ୍ରାହୀ। ୧୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, କୌଣସି ଏକ ଅଭିଯୋଗକୁ ନେଇ ପାଟଣାଗଡ଼ ରମାଇ ହାଇସ୍କୁଲର ସହକାରୀ ଶିକ୍ଷକ ସୁରେଶ…

ବେଲଗାଁ ଠାରେ ପିସିସି ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ସଇଁନ୍ତଲା: ନିଜ ଭିଟାମାଟି ବଲାଙ୍ଗିର ଜିଲ୍ଲା ସଇଁନ୍ତଲାକୁ ପିସିସି ସଭାପତି ଶରତ ପଟ୍ଟନାୟକ ଜୁନାଗଡ଼ରେ କାର୍ଯ୍ୟକ୍ରମ ସାରିକି ଫେରୁଥିବା ବେଳେ ବେଳଗାଁ ଠାରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ସମୟରେ ଦୀପକ ଅଗ୍ରୱାଲଙ୍କ ନେତୃତ୍ୱରେ ବ୍ଲକ ଉପାଧ୍ୟକ୍ଷ ଗୁଣ ସାଗର ମାଝୀ,…

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକର ଏପିଓ ।

ଏକ ପୋଖରୀ ଖୋଳା ବିଲ କରିବା ପାଇଁ ଲାଞ୍ଚ ନେଉଥିବା ସମୟରେ ମୁରିବାହାଲ ବ୍ଲକର ଏପିଓ ସୁଶାନ୍ତ ଦାସ ଭିଜିଲାନ୍ସ ହାତରେ ଧରା ପଡିଛି । ବରଗଡ଼ ଭିଜିଲାନ୍ସ ଡ଼ିଏସପିଙ୍କ ନେତୃତ୍ୱରେ ହୋଇଥିବା ଏହି ଭିଜିଲାନ୍ସ ଚଢ଼ାଉ ବେଳେ ଅଭିଯୁକ୍ତ ସୁଶାନ୍ତଙ୍କ ଠାରୁ କେମିକାଲ ବୋଳା ଟଙ୍କା ଜବତ ହୋଇଛି ।…

ଟିଟିଲାଗଡ଼ରେ ନୂଆଁଖାଇ ଭେଟଘାଟ

ଟିଟିଲାଗଡ଼: ସଇଁନ୍ତଲା, ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଥାନା ନିକଟସ୍ଥ ବିଆର୍‌ସି ଅଫିସ ପ୍ରାଙ୍ଗଣରେ ସାମାଜିକ ଅନୁଷ୍ଠାନ ପକ୍ଷରୁ ଆଜି ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ଟିଟିଲାଗଡ଼…

କୃଷିବୀମା ରାଶି ପ୍ରଦାନ ଦାବିରେ ବଲାଙ୍ଗୀର ଜିଲ୍ଲା କୃଷକ ମହାସଂଘ ପକ୍ଷରୁ ରେଳରୋକ

ପାଟଣାଗଡ଼: ୨୦୨୧ ଖରିଫ ଋତୁରେ ଭୟାବହ ମରୁଡ଼ି ହୋଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ  ବଲାଙ୍ଗୀର ଜିଲ୍ଲାର ୮୦ ଗ୍ରାମପଞ୍ଚାୟତକୁ ବଞ୍ଚିତ ରଖା ଯାଇଥିବା ପ୍ରତିବାଦରେ ଜିଲ୍ଲା କୃଷକ ମହାସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ରେଳରୋକ କରାଯାଉଥିବା ଜଣାପଡ଼ିଛି। ଜିଲ୍ଲାର ବଲାଙ୍ଗୀର, ଟିଟିଲାଗଡ଼…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ପୌରସଂସ୍ଥାର ମହିଳା କର୍ମଚାରୀଙ୍କୁ ହତ୍ୟା

ବଲାଙ୍ଗୀର: ବଲାଙ୍ଗୀର ସହର ଭିତରେ ପୁଣି ଗଡ଼ିଲା ମୁଣ୍ଡ। ପୌରସଂସ୍ଥାର ଜଣେ ମହିଳା କର୍ମଚାରୀଙ୍କୁ ହତ୍ୟା କରାଯାଇଛି। ବିଜାଖମନ ନିକଟରେ ଥିବା ପୌରସଂସ୍ଥାର ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିକଟରେ ପଡ଼ିଛି ମହିଳା ପୌର କର୍ମଚାରୀ ଅଷ୍ଟମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ। ଶବ ନିକଟରେ ତାଙ୍କର…

ଟିଟିଲାଗଡ ସରକାରି ଡ଼ାକ୍ତରଖାନାରେ ଡ଼ାକ୍ତର ଏବଂ ଷ୍ଟାଫ କାର୍ଯ୍ୟ କରୁଛନ୍ତି ଚାପରେ ,

ଟିଟିଲାଗଡ :  ଟିଟିଲାଗଡ ସରକାରୀ ଡାକ୍ତରଖାନା ହେଉଛି ସହର, ଆଖପାଖ ଅଞ୍ଚଳ, ପଡୋଶୀ ଜିଲ୍ଳାର ରୋଗୀଙ୍କ ପାଇଁ ପ୍ରଥମ ଚିକିତ୍ସା କେନ୍ଦ୍ର, ଏଠାରେ ଯଦି ଚିକିତ୍ସା ହୋଇ ନ ପାରିବ ତାହାଲେ ବଲାଙ୍ଗିର ଜିଲ୍ଲା ମୂଖ୍ୟ ଡାକ୍ତରଖାନା ଅଥବା ବାହାରକୁ ଯାଆନ୍ତି ଚିକିତ୍ସା କରାଇବା ପାଇଁ।ଯେହେତୁ…

ଦାଦନ ଚାଲାଣ ସନ୍ଦେହ: ଲଜରୁ ୮୦ ଲକ୍ଷ ଟଙ୍କା ଜବତ, ବାହାର ରାଜ୍ୟର ୭ ଜଣ ଅଟକ

ବଲାଙ୍ଗୀର/ କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରର ଏକ ଲଜ୍ ଉପରେ ପୁଲିସ ଚଢ଼ାଉ କରି ୮୦ ଲକ୍ଷ ଟଙ୍କା ଜବତ କରିଥିବାର ଖବର ମିଳିଛି। ଏହାଛଡ଼ା ବାହାର ରାଜ୍ୟର ୭ ଜଣଙ୍କୁ ଥାନାରେ ଅଟକ ରଖିଛି ପୁଲିସ। ସୂଚନା ଅନୁଯାୟୀ, ଗତକାଲି ରାତିରେ ବାହାର ରାଜ୍ୟର ୭ ଜଣ ଲୋକ…

ଚାଷୀଙ୍କୁ ନେଇ ରାଜନୀତି କଲେ ରାଜନେତା: ହଇରାଣ ହେଲେ ଜନତା,

ସଇଁନ୍ତଲା : ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ବିଭିନ୍ନ ପଞ୍ଚାୟତର ଚାଷୀମାନେ ଗତ ୨୦୨୧ ମସିହାରେ ଫସଲବୀମା ଟଙ୍କା ପାଇବାରୁ ବଞ୍ଚିତ ହେବା ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ନେଇ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇଙ୍କ ନେତୃତ୍ୱରେ ଶତାଧିକ ଚାଷୀମାନେ…

ପ୍ରଧାନମନ୍ତ୍ରୀ ଫସଲବୀମା ଦାବି ନେଇ ୨୬ନଂ ଜାତୀୟ ରାଜପଥ ଅବରୋଧ

ବଲାଙ୍ଗୀର : ଲୋଇସିଂହା ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକର କେତେକ ପଂଚାୟତ ୨୦୨୦-୨୧ ପ୍ରଧାମନ୍ତ୍ରୀ ଫସଲ ବୀମା ସହାୟତା ପାଇବାରୁ ବଞ୍ଚିତ ଅଛନ୍ତି l ତେଣୁ ଏହାର ପ୍ରତିବାଦରେ ପୂର୍ବରୁ ୨୬ ଜୁଲାଇରେ ରାଜପଥ ଅବରୋଧ କରିଥିଲେ ସୁଦ୍ଧା ଚାଷୀ କୈାଣସି ସୁଫଳ ପାଇପାରି ନାହାନ୍ତି l ଏହାର…