Sign in
Sign in
Recover your password.
A password will be e-mailed to you.
Browsing Category
ବରଗଡ଼
ବରଗଡ଼ ଧନୁଯାତ୍ରା ମହୋତ୍ସବ ଉଦ୍ଯାପିତ
ବରଗଡ଼ ମଥୁରା ନଗରୀ : ସତ୍ୟର ବିଜୟ ଅସତ୍ୟର ପରାଜୟ ସହିତ ଐଶୀ ଶକ୍ତି ଯେ ସବୁବେଳେ ଆସୁରିକ ଶକ୍ତି ଉପରେ ବିଜୟ ଲାଭ କରେ ଏହା ପୁଣି ଥରେ ପ୍ରମାଣିତ ହୋଇଛି ବରଗଡ଼ ଧନୁଯାତ୍ରାରେ। ଦେବକୀଙ୍କ ଅଷ୍ଟମ ସନ୍ତାନ କୃଷ୍ଣଙ୍କ ହାତରେ ପ୍ରତାପୀ ମହାରାଜ କଂସଙ୍କ ନିଧନ ହୋଇଛି। ଏହା ସହିତ ମଥୁରା ନଗରୀରେ…
ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
ବରଗଡ଼ : ବରଗଡ଼ ଜିଲ୍ଲା ଅତାବିରା ଏନ୍ ଏସି ଅନ୍ତର୍ଗତ ବ୍ଲକ ପରିସରରେ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ନାଏକ ଏହାକୁ ଉଦଘାଟନ କରିଥିଲେ। ବ୍ଲକର ବିଭିନ୍ନ ବିଭାଗୀୟ ଅଧିକାରୀ ଏଥିରେ ସାମିଲ ହୋଇ…
ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ପାଇଁ ଗୋପପୁର କଦମ୍ବ ପଡ଼ିଆରେ ଶୁଭସ୍ଥମ୍ଭ ସ୍ଥାପନ
ବରଗଡ଼: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ୭୬ତମ ସଂସ୍କରଣ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସ୍ଥାନୀୟ ଗୋପପୁର କମିଟି ତରଫରୁ ଶୁଭଧ୍ୱଜା ସ୍ଥାପିତ ହୋଇଯାଇଛି। ସୋମବାର ଅପରାହ୍ନ ୪ ଟାରେ ଅମ୍ବାପାଲିରେ ମାଁ ସମଲେଶ୍ୱରୀଙ୍କ ପୀଠରେ ପୂଜାର୍ଚ୍ଚନା ପରେ ଏକ ସାଂସ୍କୃତିକ…
ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପ୍ରସଙ୍ଗ: ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସମ୍ଭାବ୍ୟ ସ୍ଥାନ ପରିଦର୍ଶନ କଲେ ଆରଡିସି
ପଦ୍ମପୁର: ପଦ୍ମପୁରବାସୀଙ୍କ ସ୍ବପ୍ନ ସାକାର ହେବ। ଖୁବଶୀଘ୍ର ଜିଲ୍ଲା ମାନ୍ୟତା ପାଇବ। ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୁପଣ ପାଇଁ…
ଜାନୁଆରୀ ୧୫ରୁ ବରଗଡ଼ ଧନୁଯାତ୍ରା
ବରଗଡ଼ : ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆସନ୍ତା ଜାନୁଆରୀ ୧୫ରେ ଆରମ୍ଭ ହେବ । ଏହା ୧୧ଦିନ ପର୍ଯ୍ୟନ୍ତ ଚାଲିବ। ତେଣୁ ବୁଧବାର ଧନୁଯାତ୍ରା କମିଟିର ଅଧ୍ୟକ୍ଷ ତଥା ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା ।…
ଟ୍ରକ ଧକ୍କାରେ ଦୁଇ କଲେଜ ଛାତ୍ରୀଙ୍କର ମୃତ୍ୟୁ
ବରଗଡ଼: ବରଗଡ଼ ଲରମ୍ଭା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାଦୋବାହାଲ କଲେଜରୁ ଫେରୁଥିବା ସମୟରେ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍ । ଦୁର୍ଘଟଣାରେ ୨ ଛାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ସଂକଟାପନ୍ନ ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ମୃତଛାତ୍ରୀ ହେଲେ ଅନୁପମା ମଲ୍ଲିକ ଓ ଜୟଶ୍ରୀ…
ଗରିବ ଲୋକଙ୍କ ହକ୍ ପାଇଁ ମୁଁ ଲଢ଼ୁଛି: ମୁଖ୍ୟମନ୍ତ୍ରୀ
ବରଗଡ଼: ନିର୍ବାଚନ ପ୍ରଚାର ଲାଗି ପଦ୍ମପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଆଜି ପଦ୍ମପୁର ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପଦ୍ମପୁର ନିକଟସ୍ଥ…
କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ୧ ଏକର ଜାଗା ଓ ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ। ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ…
ତେନ୍ତୁଳି ଗଛ ମୂଳରୁ ନବଜାତ ଶିଶୁକନ୍ୟା ଉଦ୍ଧାର
ରିଆମାଳ: ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଟିଙ୍କବୀରରୁ ଏକ ନବଜାତ ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଟିଙ୍କବୀର ଧୋବା ସାହିର ଏକ ତେନ୍ତୁଳି ଗଛ ମୂଳରେ ପଡ଼ି ରହିଥିଲା। କେହି ଜଣେ ମହିଳା ନିଜର ନବଜାତ ନ୍ୟାକୁ ଜନ୍ମ ଦେଇ ଫେରାର଼୍ ମାରିଥିବା କୁହାଯାଉଛି।
ଲୋକେ ଛୁଆଟି କାନ୍ଦୁଥିବା ଶବ୍ଦ…
ମନ୍ତ୍ରୀ, ବିଧାୟକଙ୍କ ସହ ଆଲୋଚନା ବିଫଳ
ପଦ୍ମପୁର : ପଦ୍ମପୁର ଜିଲ୍ଲା ଗଠନ ଦାବିରେ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଚଳାଇଥିବା ଧାରଣାସ୍ଥଳକୁ ରବିବାର ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ବିଧାୟକ ସୁଶାନ୍ତ ସିଂହ ପହଞ୍ଚି ଆଲୋଚନା କରିଥିଲେ। ତେବେ ଏହି ଆଲୋଚନା ଫଳପ୍ରଦ ହୋଇ ନାହିଁ। ମନ୍ତ୍ରୀ ଶ୍ରୀ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କ…