Sign in
Sign in
Recover your password.
A password will be e-mailed to you.
Browsing Category
ଭଦ୍ରକ
ଇନ୍ଦ୍ରାଣୀ ବାନାର୍ଜୀ କବିଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ
ଭଦ୍ରକ/ଭୁବନେଶ୍ବର ତା ୧୩.୦୨ ରିଖ ସ୍ବର୍ଗତଃ ଇନ୍ଦ୍ରାଣୀ ବାନାର୍ଜୀ କବିଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।ଏହି ଉପଲକ୍ଷେ ଇନ୍ଦ୍ରାଣୀଙ୍କର ସ୍ୱାମୀ ଡଃ. ବସନ୍ତ କୁମାର କବିଙ୍କର ଭଦ୍ରକ ଜିଲ୍ଲାସ୍ଥିତ…
ବନ୍ଦେ ମାତରମ୍ କୋଷ୍ଟାଲ ସାଇ କ୍ଲୋ ଥନ୍
ଧାମରା : ବନ୍ଦେ ମାତରଂ ସଂଗୀତ ର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ଉପଲକ୍ଷେ ସିଆଇଏସଏଫ ପକ୍ଷରୁ ଜାତୀୟତା ବାଦ ଓ ଏକତା ସୃଷ୍ଟି ନିମନ୍ତେ କୋଷ୍ଟାଲ ସାଇ କ୍ଲୋ ଥନ ରାଲି ଆରମ୍ଭ ହୋଇଛି। ଏହି ରାଲି କୋଲକାତା ରୁ ଆରମ୍ଭ ହୋଇଥିବାବେଳେ ଚଳିତ ମାସ ଏହା କୋଚିରେ ଶେଷ ହେବ। ଏହି ରାଲିରେ ୧୩୦ ଜଣ ସିଆଇଏସ…
ବାହାର ଜିଲା ମିଲରଙ୍କୁ ମିଳିବ ଅନୁମତି : ଯୋଗାଣ ମନ୍ତ୍ରୀ
ଭଦ୍ରକ : ସମସ୍ତ ଚାଷୀଙ୍କ ଧାନ ସରକାର କିଣିବେ ସରକାର, କାହାରି ବି ଟୋକନ ଲାପ୍ସ କରିବ ନାହିଁ ବୋଲି କହିଛନ୍ତି ଖାଉଟି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଭଦ୍ରକ ଜିଲା ଗସ୍ତରେ ଆସି ମନ୍ତ୍ରୀ ଆଜି ଜିଲାପାଳଙ୍କ କାର୍ଯ୍ଯାଳୟରେ ଧାନକିଣା ନେଇ ସମୀକ୍ଷା ବୈଠକ କରିଥିଲେ ।
ବୈଠକ ପରେ…
ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ: ୩୨ ଗୋରୁ ଉଦ୍ଧାର,
ଭଦ୍ରକ : ଭଦ୍ରକ ଜିଲା ଗୋରକ୍ଷା ସଂଗଠନର ସୂଚନା ଆଧାରରେ ଧାମନଗର ଥାନା ଅଧୀନ ଏନଏଚ୍-୧୬ ବାରିକପୁର ଛକ ନିକଟରେ ଏକ ଗୋରୁ ବୋଝେଇ ଗାଡ଼ିକୁ ଜବତ କରାଯାଇଛି। ଗାଡ଼ି ଭିତରୁ ମୋଟ ୩୨ଟି ଗୋରୁ ଉଦ୍ଧାର କରାଯାଇଥିବା ବେଳେ, ତାହାମଧ୍ୟରୁ ୨ଟି ଗୋରୁ ମୃତ ଅବସ୍ଥାରେ ମିଳିଛି।
ସୂଚନା ଅନୁସାରେ,…
ମାସକର ଛୁଆକୁ ୨୦ ହଜାର ଟଙ୍କାରେ ବିକି ଦେଲେ ଜନ୍ମକଲା ବାପା-ମାଆ।
ଭଦ୍ରକ : ପୁଣି ଅଲୋଡ଼ା ଶିଶୁକନ୍ୟା। ଭଦ୍ରକ ଥାନା ବୟାବନାପୁର ଅଞ୍ଚଳରେ ଚାଞ୍ଚଲ୍ୟ। ମାସକର ଛୁଆକୁ ୨୦ ହଜାର ଟଙ୍କାରେ ବିକି ଦେଲେ ଜନ୍ମକଲା ବାପା-ମାଆ। ଭଣ୍ଡାରିପୋଖରୀ ଥାନାରେ ଜେଜେମାଆଙ୍କ ଏତଲା। ତନାଘନା କରୁଛି ପୁଲିସ, ୩ ଅଟକ।
ସୂଚନାନୁଯାୟୀ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧୀନ…
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆଖଣ୍ଡଳମଣି ବସଷ୍ଟାଣ୍ଡ ଉଦଘାଟିତ :
ଭଦ୍ରକ : ରାଜ୍ୟର ବହୁ ପୁରାତନ ଶୈଵକ୍ଷେତ୍ର ଭାବେ ପରିଚିତ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ପୀଠ. ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦ୍ଵାରା ଆଭାସି ମାଧ୍ୟମରେ ବସଷ୍ଟାଣ୍ଡ ଉଦଘାଟନ ହୋଇଯାଇଛି। ଏହି ଉଦଘାଟନ ଉତ୍ସବରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଚାନ୍ଦବାଲି ବିଧାୟକ ଡ. ବ୍ୟୋମକେଶ…
ଜଳିଗଲା ୭ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
ଭଦ୍ରକ: ଜଳିଗଲା ୭ ବଖରା। ୯ ଗୋରୁ ଜୀବନ୍ତ ଦଗ୍ଧ। ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନରେନ୍ଦରପୁର ପଞ୍ଚାୟତ ଛାତ୍ରପଦା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ନିଆଁ ଲାଗି ୭ଟି ପରିବାରର ୧୦ ବଖରା ଘର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ୧୦ଗୋଟି…
ଜଳଖିଆ ଦୋକାନରେ ପଶିଗଲା ହାଇୱା
ଭଦ୍ରକ: ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହି ବ୍ଲକ୍ ଚଣ୍ଡିବିରଞ୍ଚିପୁର ଗ୍ରାମ ନିକଟରେ ଏକ ବାଲି ବୋଝେଇ ହାଇୱା ଭାରସାମ୍ୟ ହରାଇ ଜଳଖିଆ ଦୋକାନ ଭିତରକୁ ପଶିଯାଇଛି। ଏଥିରେ କେହି ମୃତାହତ ହୋଇନଥିବା ବେଳେ ହାଇୱାଟି ଭାଙ୍ଗି ଚୂରମାର ହୋଇଯାଇଛି।
ଶନିବାର ବିଳମ୍ବିତ…
ଧାମନଗରର ସଂଖ୍ୟାଲଘୁ ଧାର୍ମିକ ସ୍ଥଳ ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଧାମନଗର ଗସ୍ତ…