Browsing Category

ଭଦ୍ରକ

ବୋଟରୁ ଖସି ଧୀବର ନିଖୋଜ

ଭଦ୍ରକ/ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଧାମରା ମାଛଧରା ବନ୍ଦରରେ ରବିବାର ଅପରାହ୍ନରେ ଜଣେ ଧୀବର ବୋଟରୁ ଖସି ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ହେଲେ ବିଜୟ ନାୟକ (୨୪)। ନିଖୋଜ ବ୍ୟକ୍ତିଙ୍କ ଘର କରଣପଲ୍ଲୀ ପଂଚାୟତ କୁଆମରା ଗ୍ରାମର ବୋଲି ସୂଚନା ମିଳିଛି। ଧାମରା ମେରାଇନ ଥାନାଧିକାରୀଙ୍କ…

ଆଖଣ୍ଡଳମଣି ପୀଠରେ ସେବାୟତଙ୍କୁ ଛୁରାମାଡ଼

ଚାନ୍ଦବାଲି: ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠରେ ଜଣେ ସେବାୟତଙ୍କୁ ଛୁରାମାଡ଼ ହୋଇଥିବା ଜଣାଯାଇଛି। ଏହି ଘଟଣାରେ ଜଣେ ସେବାୟତ ଗୁରୁତର ଆହତ ହୋଇଥିବା ବେଳେ ଛୁରାମାଡ଼ କରିଥିବା ସେବାୟତ ଜଣଙ୍କୁ ଥାନାରେ ଅଟକ ରଖିଛି ପୁଲିସ। ସୂଚନା ଅନୁଯାୟୀ, ଜଣେ ସେବାୟତ ମନ୍ଦିରରେ ଦୀର୍ଘଦିନ…

ଭଦ୍ରକ‌: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ ବିବାଦ ତେଜିଲା

ଭଦ୍ରକ : ପୌରାଞ୍ଚଳରେ ଉନ୍ନୟନମୂଳକ କାମକୁ ନେଇ ଭଦ୍ରକ ପୌରାଧ୍ୟକ୍ଷା ଓ ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧ ଦିନକୁ ଦିନ ତେଜିବାରେ ଲାଗିଛି। ନିର୍ବାହୀ ଅଧିକାରୀ ଦେବୀପ୍ରସାଦ ରାଉତଙ୍କ ଦରମା ବନ୍ଦ ପାଇଁ ଗତକାଲି ପୌରାଧ୍ୟକ୍ଷା ଗୁଲମକି ଦଲୱାଜି ହବିବି…

ଧାମନଗର ଉପନିର୍ବାଚନ

ଭଦ୍ରକ: ଧାମନଗର ଉପନିର୍ବାଚନର ଦ୍ବିତୀୟ ରାଉଣ୍ଡର ଗଣତିରେ ବି ବିଜେପି ପ୍ରାର୍ଥୀ ଆଗୁଆ ଥିବାର ସୂଚନା ରହିଛି। ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୬୧୦ରୁ ଅଧିକ ଭୋଟରେ ଆଗୁଆ ଅଛନ୍ତି। ବିଜେପିର ସୂର୍ଯ୍ୟବଂଶୀ ସୂରଜ ଦ୍ଵିତୀୟ ରାଉଣ୍ଡ ସୁଦ୍ଧା ୧୩୭୯ ଖଣ୍ଡ ଭୋଟରେ ଆଗୁଆ ଥିବା ଜଣାଯାଇଛି।…

ରୋଚକ ହେଉଛି ଧାମନଗର ରାଜନୀତି । ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ଉପରେ ସମସ୍ତଙ୍କ ନଜର ।

ବିଜେଡିର ବିଦ୍ରୋହୀ ନେତା ରାଜୁ ଦାସ ସ୍ୱାଧୀନ ପ୍ରାର୍ଥୀ ହେବା ପରେ ରୋଚକ ହେଉଛି ଧାମନଗର ରାଜନୀତି । ଏବେ ବିରୋଧୀ ଦଳ ପ୍ରାର୍ଥୀ ବିଜେପି ଓ କଂଗ୍ରେସକୁ ନେଇ ଯେତିକି ଚର୍ଚ୍ଚା ହେଉନି ବିଦ୍ରୋହୀ ପ୍ରାର୍ଥୀ ରାଜୁ ଦାସ ଓ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ନେଇ ସେତିକି ଚର୍ଚ୍ଚା ହେଉଛି ।…

ଧାମନଗର ଉପନିର୍ବାଚନ , ସ୍ୱାଧୀନ ପ୍ରାର୍ଥୀ ଭାବରେ ପ୍ରାର୍ଥୀପତ୍ର ଦାଖଲ କଲେ ରାଜେନ୍ଦ୍ର ଦାସ ,

ଧାମନଗର ଉପନିର୍ବାଚନ ପାଇଁ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାଜେନ୍ଦ୍ର ନିଜ ସ୍ୱଳ୍ପ ସଂଖ୍ୟକ ସମର୍ଥକ ଓ ପରିବାର ଲୋକଙ୍କ ସହ ବାଇପାସ ସ୍ଥିତ ବସଭାବନରୁ ପଦଯାତ୍ରାରେ ଆସି ରିଟର୍ନିଂ ଅଧିକାରୀଙ୍କ ନିକଟରେ ଦୁଇ ସେଟ୍ ପ୍ରାର୍ଥୀପତ୍ର ଦାଖଲ…

ଜୀବନ ବଂଚାଇବାକୁ ସମୁଦ୍ରକୁ ଡେଇଁଲେ ୧୦ ମତ୍ସ୍ୟଜୀବୀ

ଧାମରା: ମଝି ସମୁଦ୍ର ଭିତରେ ମାଛଧରା ବୋଟରେ ନିଆଁ ଲାଗିଛି। ଫଳରେ କୋଟିଏରୁ ଅଧିକ ଟଙ୍କାର ଜିନିଷ୍ଟ ନଷ୍ଟ ହୋଇଯାଇଛି। ମାତ୍ର ଏଥିରେ ଥିବା ମତ୍ସ୍ୟଜୀବୀମାନେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ଭଦ୍ରକ ଜିଲ୍ଲା ଧାମରାସ୍ଥିତ ଗଭୀର ସମୁଦ୍ର ଭିତରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ…

ଅସାମାଜିକ ଲୋକଙ୍କ ଦୌରାତ୍ମ୍ୟ ପ୍ରତିବାଦରେ ଭଦ୍ରକରେ ବସ୍ ଚଳାଚଳ ବନ୍ଦ

ଭଦ୍ରକ: ଆଜି ଭଦ୍ରକ ଜିଲ୍ଲାରେ ବସ୍ ଚଳାଚଳ ବାଧାପ୍ରାପ୍ତ ହୋଇଥିବାର ଖବର ମିଳିଛି। ଭଦ୍ରକ ଜିଲ୍ଲା ବସ୍ ସିଣ୍ଡିକେଟ୍ ପକ୍ଷରୁ ଜିଲ୍ଲାରୁ ଆଜି ବସ୍ ଚଳାଚଳ ବନ୍ଦ ନିଷ୍ପତ୍ତି ହୋଇଛି। ବସ୍ ସିଣ୍ଡିକେଟର ସଦସ୍ୟଙ୍କ ଅଭିଯୋଗ ଅନୁଯାୟୀ, ରାସ୍ତାରେ କେତେକ ଅସାମାଜିକ ଲୋକ ଦୌରାତ୍ମ୍ୟ…

ଫଟା ରୂପା ମୁକୁଟ ପିନ୍ଧୁଛନ୍ତି ବାବାମଣି

ଆରଡ଼ି: ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠର ରୂପରେଖ ବଦଳୁଛି। ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇ ପୀଠର ବିକାଶ କରାଯାଉଛି। ହେଲେ କେଜି କେଜି ସୁନା ଓ କୋଟି କୋଟି ଟଙ୍କାର ମାଲିକ ବାବାମଣି ଫଟା ରୂପା ମୁକୁଟ। ପ୍ରତ୍ୟେକ ଦିନ ବାବାଙ୍କର ବଡସିଂହାର ବେଶରେ ବ୍ୟବହୃତ ହେଉଥିବା ରୂପାର ମୁକୁଟ କିଛି…

ଚିକିତ୍ସା ଅବହେଳା ଅଭିଯୋଗ, ୨ ନବଜାତ ଶିଶୁଙ୍କ ମୃତ୍ୟୁ

ଚାନ୍ଦବାଲି: ଡାକ୍ତରଙ୍କ ଅବହେଳା ଯୋଗୁଁ ଜାଆଁଳା ନବଜାତ ଶିଶୁପୁତ୍ରଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଛି। ଚାନ୍ଦବାଲି ବ୍ଲକ୍‌ ଭୂଇଁମୂର୍ତ୍ତି ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ବସନ୍ତ ଦାସଙ୍କ ପତ୍ନୀ ମାନି ଦାସଙ୍କ ଗର୍ଭଯନ୍ତ୍ରଣା ହେବାରୁ ତାଙ୍କୁ ପରିବାର ଲୋକ ଗତକାଲି ଚାନ୍ଦବାଲି…