Browsing Category

କଟକ

ହାଇକୋର୍ଟରେ ଓସିଏ ନିର୍ବାଚନ ମାମଲା,ସତ୍ୟପାଠ ଦାଖଲ

କଟକ: ଓଡ଼ିଶା କ୍ରିକେଟ ଆସୋସିଏସନ୍‌ (ଓସିଏ ) କର୍ମକର୍ତ୍ତା ନିର୍ବାଚନ ବିଳମ୍ବକୁ ନେଇ ଦାୟର ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ପକ୍ଷରୁ ଏହି ସତ୍ୟପାଠ ଦାଖଲ କରାଯାଇଛି।ଓସିଏ କର୍ମକର୍ତ୍ତାଙ୍କ ନିର୍ବାଚନ ବିଳମ୍ବ ହେଉଥିବା ଦର୍ଶାଇ…

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

କଟକ: କଟକର ଐତିହାସିକ ବାଲିଯାତ୍ରା ତଳ ପଡ଼ିଆରେ ସେପ୍ଟେମ୍ବର ୧୮ରୁ ୨୮ ତାରିଖ ପର୍ଯ୍ୟନ୍ତ ‘କଟକ-ଆନ୍ତର୍ଜାତିକ ବାଣିଜ୍ୟମେଳା’ ଆୟୋଜିତ ହେବାକୁ ଯାଉଛି। ୧୧ ଦିନ ଧରି ଚାଲିବାକୁ ଥିବା ଏହି ମେଳା ପ୍ରତିଦିନ ଅପରାହ୍ନ ୩ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ବୈଦେଶିକ ସାମଗ୍ରୀ ଗୁଡ଼ିକ…

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

କଟକ: ଆଗାମୀ ଶାରଦୀୟ ଦୁର୍ଗାପୂଜା ପାଇଁ ସିଲଭର ସିଟି କଟକରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। କଟକର ବିଶ୍ୱପ୍ରସିଦ୍ଧ ଚାନ୍ଦି ମେଢଗୁଡ଼ିକର ଚମକ ଫେରାଇ ଆଣିବା ପାଇଁ ବିଭିନ୍ନ ପୂଜା ମଣ୍ଡପରେ ଚାନ୍ଦି ଅଳଙ୍କାର ସଫେଇ ଓ ମରାମତି କାମ ଜୋରଦାର ଆରମ୍ଭ ହୋଇଯାଇଛି। ଖାନନଗର-ଖପୁରିଆ…

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସୁରକ୍ଷା ଅଭାବକୁ ନେଇ ଛାତ୍ରଛାତ୍ରୀମାନେ ଧାରଣାରେ ବସିଛନ୍ତି। ହଷ୍ଟେଲ ସୁବିଧା, ପାଠପଢ଼ା ପାଇଁ ଆବଶ୍ୟକ ଭିତ୍ତିଭୂମି ଏବଂ ସୁରକ୍ଷା ବ୍ୟବସ୍ଥା ନଥିବା ନେଇ ଛାତ୍ରଛାତ୍ରୀମାନେ ଅଭିଯୋଗ…

୭.୪୧ ଲକ୍ଷ ଟଙ୍କାର ସରକାରୀ ଅର୍ଥ ହଡ଼ପ ଅଭିଯୋଗ: ଆଠଗଡ଼ର ପୂର୍ବତନ ଫରେଷ୍ଟର ଗିରଫ

ଭୁବନେଶ୍ବର: ବନୀକରଣ ଯୋଜନାରେ ଅର୍ଥ ହେରଫେର କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆଠଗଡ଼ ବନଖଣ୍ଡର ପୂର୍ବତନ ଫରେଷ୍ଟର ଆଶିଷ ନାଏକଙ୍କୁ ସରକାରୀ ଅର୍ଥ ହଡ଼ପ କରିବା ଅଭିଯୋଗରେ ଗିରଫ କରାଯାଇଛି। ସେ ବର୍ତ୍ତମାନ କଟକ ବନଖଣ୍ଡ…

ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ: ସାଂଗଠନିକ ମନ୍ତ୍ର ଦେଲେ ସୁନୀଲ ବଂଶଲ

ଭୁବନେଶ୍ବର: କଟକ ଇନ୍‌ଡୋର ଷ୍ଟାଡିୟମ୍ ପରିସରରେ ଭାରତୀୟ ଜନତା ପାର୍ଟିର ଦୁଇଦିନିଆ ରାଜ୍ୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକକୁ ଉଦ୍‌ଘାଟନ କରି ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ସୁନୀଲ ବଂଶଲ କାର୍ଯ୍ୟକର୍ତ୍ତା ଓ ନେତୃବୃନ୍ଦଙ୍କୁ…

ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ;କଟକ ଜିଲ୍ଲାପାଳ

କଟକ:ଚଳିତବର୍ଷ  କଟକର ପ୍ରସିଦ୍ଧ ବାଲିଯାତ୍ରା ଉଭୟ ଉପର ଓ ତଳ ପଡିଆରେ ଆୟୋଜନ କରିବାକୁ ରାଜ୍ୟ ସରକାରଙ୍କ ନିକଟରେ ପ୍ରସ୍ତାବ ଦିଆଯାଇଛି। ଏ ନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ।  ସେ କହିଛନ୍ତି ସରକାରଙ୍କ ଅନୁମତି ମିଳିଲେ ଉଭୟ ପଡିଆରେ ବାଲିଯାତ୍ରା ଆୟୋଜନ କରାଯିବ। ଚଳିତବର୍ଷ ନଭେମ୍ବର…

ସିଆଇଏସ୍‌ଡି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

କଟକ ତା ୨୩.୦୮.୨୦୨୬. ‘ସେଣ୍ଟର ଫର୍ ଇନୋଭେସନ୍ ଆଣ୍ଡ ସୋସିଆଲ୍ ଡେଭଲପମେଣ୍ଟ୍’ (CISD) ପକ୍ଷରୁ ଆଜି କଟକର କୁଆଖାଇ ନଦୀର ତଟ, ଉତ୍ତମପୁର, କଟକ-୧୧ ଠାରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଏବଂ ଜଳବାୟୁ ଅନୁକୂଳ ଗୁଣବତ୍ତା…

ବିଶ୍ଵସ୍ତରୀୟ ଏସସିବି ମେଗା ପ୍ରକଳ୍ପର ପୁନଃବିକାଶ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ଉନ୍ନତିକରଣ ଓ ଭିତ୍ତିଭୂମି ବିକାଶ ସହିତ ଏହାକୁ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ରୂପାନ୍ତରିତ କରିବା ପାଇଁ ଚାଲିଥିବା ମେଗା ପୁନଃବିକାଶ ପ୍ରକଳ୍ପ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

ଭୁବନେଶ୍ୱର: ହାଇକୋର୍ଟରେ ବିଚାରପତିଙ୍କ ଅଭାବ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ହାଇକୋର୍ଟରେ ଖାଲି ପଡ଼ିଥିବା ବିଚାରପତି ପଦବୀ ସମ୍ପର୍କରେ ସରକାର ଅବଗତ ଅଛନ୍ତି ଏବଂ ଏହାର ସମାଧାନ ପାଇଁ କେନ୍ଦ୍ର ସହ ଆଲୋଚନା ହୋଇଥିବା ସେ କହିଛନ୍ତି। ମନ୍ତ୍ରୀଙ୍କ କହିବା…