Browsing Category

କଟକ

ସେଲ୍‌ଫି ହେଲା କାଳ

କଟକ/ବାରଙ୍ଗ/କଣାସ/ଗଡ଼ିଶାଗୋଦା: ଆଜି ଗୋଟିଏ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ନଦୀରେ ଭାସି ୪ଜଣ ନିଖୋଜ ହୋଇଯାଇଛନ୍ତି। ବିପଜ୍ଜନକ ସେଲ୍‌ଫି ନେବା ବେଳେ ଦୁଇ ଛାତ୍ର ଓ ଦେବୀଦ୍ବାର ଘାଟ‌ରେ ଗାଧୋଉଥିବା ବେଳେ ଜଣେ ଯୁବକ ମହାନଦୀର ପ୍ରଖର ସ୍ରୋତରେ ଭାସିଯାଇଥିବା ବେଳେ ପୁରୀ ଜିଲ୍ଲା ଦେଇ…

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର

କଟକ : ଆଜି ଓଡ଼ିଶା ହାଇକୋର୍ଟର ୩୩ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟର ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଜଷ୍ଟିସ ତାଳପତ୍ର ଏବେ ବରିଷ୍ଠ ବିଚାରପତି ଭାବେ ଓଡ଼ିଶା…

ଘରମାଲିକଙ୍କୁ ମରଣାନ୍ତକ ଆକ୍ରମଣ; ଲୁଟିନେଲେ ସର୍ବସ୍ବ

କୁଆଁପାଳ: କଟକ ଜିଲ୍ଲା ମାହାଙ୍ଗା ଥାନା କୁମୁଡ଼ାଯଇପୁର ଫାଣ୍ଡି ଅରିଲୋ ଗ୍ରାମରେ ଗୃହକର୍ତ୍ତାଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ ସର୍ବସ୍ବ। ଦୁର୍ବୃତ୍ତଙ୍କ ସହ ଲଢେଇ କରି ଗୃହକର୍ତ୍ତା କିଶୋର ଚନ୍ଦ୍ର ରାଉତ ଗୁରୁତର ଆହତ ହୋଇ ଚିକିତ୍ସା ପାଇଁ କଟକ ବଡ଼ ମେଡିକଲେ ଭର୍ତ୍ତି…

କଟକ ବଡ଼ ଡାକ୍ତରଖାନା : ୨ସିଟି ସ୍କାନ ଅଚଳ, ରୋଗୀ ହଟହଟା

କଟକ : ରାଜ୍ୟର ସମସ୍ତ ସରକାରୀ ମେଡିକାଲରେ ଚିକିତ୍ସାଧୀନ ରୋଗୀଙ୍କୁ ମାଗଣାରେ ସମସ୍ତ ପରୀକ୍ଷା ସୁବିଧା ଯୋଗାଇ ଦିଆଯାଉଛି। ଏଥିନେଇ ରାଜ୍ୟ ସରକାର ‘ନିଦାନ’ ଯୋଜନା ଆରମ୍ଭ କରିଛନ୍ତି। କଟକ ବଡ଼ ମେଡିକାଲରେ ରକ୍ତ ପରୀକ୍ଷାଠାରୁ ସିଟି ସ୍କାନ, ଏମଆରଆଇ ସେବା ମାଗଣାରେ ଯୋଗାଇ ଦିଆଯାଉଛି। ନିଦାନ…

କଟକରେ ସ୍ୱେରେଜ୍ ଟାଙ୍କି ଭିତରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟଣା: ରିପୋର୍ଟ ତଲବ କଲେ ଏନଏଚଆରସି

କଟକ: ଗତ ବର୍ଷ ଏପ୍ରିଲ ୧୫ରେ କଟକ ସିଡିଏ ସେକ୍ଟର-୧୦ରେ ସ୍ବେରେଜ ଲାଇନ ସଫେଇ ବେଳେ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ପ୍ରଶାସନ ଓ ପୁଲିସଠାରୁ ରିପୋର୍ଟ ତଲବ କରିଛନ୍ତି ଜାତୀୟ ମାନବାଧିକାର କମିସନ(ଏନଏଚଆରସି)। ଏନେଇ କମିସନ ଗୃହ ଓ ନଗର ଉନ୍ନୟନ ସଚିବ, କଟକ ମହାନଗର ନିଗମ କମିସନର୍ ଏବଂ…

ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ଦାବିରେ ବସିଥିବା ଆନ୍ଦୋଳନକାରୀଙ୍କୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ କହି‌ଲେ…

ଭୁବନେଶ୍ବର: ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ପ୍ରସଂଗରେ ନିଜର ଶୁଣାଣି କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। କଟକରୁ ହାଇକୋର୍ଟକୁ ଭୁବନେଶ୍ୱର ସ୍ଥାନାନ୍ତର ପ୍ରସଙ୍ଗରେ ମତ ରଖି ଅଦାଲତ କହିଛନ୍ତି ଯେ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଆବଶ୍ୟକତା ନାହିଁ। ଏକାଧିକ ବେଞ୍ଚ ସ୍ଥାପନର ପ୍ରଶ୍ନ…

ନବମ ଶ୍ରେଣୀରେ ପଢ଼ୁଥିବା ଦୁଇ ଭାଇଙ୍କ ପ୍ରଶଂସନୀୟ ପ୍ରୟାସ

କଟକ: ମୋମୋ ଓ ସୁପ୍‌ ବ୍ୟବସାୟ କରୁଛନ୍ତି ନବମ ଶ୍ରେଣୀର ଛାତ୍ର ତଥା ଦୁଇ ଭାଇ ଦର୍ଶିନୀ ପ୍ରଧାନ ଓ ଧ୍ରୁବ ପ୍ରଧାନ। ପାଠପଢ଼ା ବଜାୟ ରଖିବା ସହ ଦୁଇ ପଇସା ରୋଜଗାର କରି ନିଜ ମା’ଙ୍କୁ ସହାୟତା କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ଏହି ଦୁଇ ଭାଇ। ନିଜ ସଞ୍ଚୟ ଅର୍ଥରୁ ପ୍ରଥମ କରି ଏହି ମୋମୋ ଓ…

ଚିଲିକା ଓ ଭିତରକନିକାରେ ବେଆଇନ୍ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ମାମଲା: ଜାନୁଆରି ୧୬ରେ ପରବର୍ତ୍ତୀ ଶୁଣାଣି

କଟକ: ଚିଲିକା ଓ ଭିତରକନିକାରେ ବେଆଇନ୍ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ମାମଲାରେ କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାପାଳ ଆଜି ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କୁ ଜଣାଇଛନ୍ତି ଯେ ଡ୍ରୋନ କିଣିବା ପାଇଁ ଅର୍ଥରାଶି ଅନୁମୋଦନ ପାଇଁ ରାଜସ୍ବ ବିଭାଗ ସଚିବଙ୍କୁ ଚିଠି ଲେଖାଯାଇଛି। ଜାନୁଆରି ୧୬ ତାରିଖରେ ମାମଲାର…

ପୌର ନିଗମରେ ବିପର୍ଯ୍ୟସ୍ତ ପରିମଳ, ଅନୁମତି ପରେ ବି ସବୁ ୱାର୍ଡରେ ଆରମ୍ଭ ହେଲାନି ସଫେଇ

କଟକ: ସହରର ପରିମଳ ଟେଣ୍ଡରକୁ ନେଇ ସରକାରଙ୍କ ପକ୍ଷରୁ ଗଲା ସେପ୍ଟେମ୍ବର ମାସରେ ଅନୁମତି ମିଳିଥିଲା। ମାତ୍ର ଏହା ମଧ୍ୟରେ ୨ମାସ ବିତି ଯାଇଥିଲେ ବି ଏହାକୁ ସଂପୂର୍ଣ୍ଣ ଭାବେ ନିଗମର ସବୁ ୱାର୍ଡରେ କାର୍ଯ୍ୟକ୍ଷମ କରାଯାଇ ପାରିଲା ନାହିଁ। ଦୁଇ ମାସ ମଧ୍ୟରେ ନିଗମର ୫୯ଟି ୱାର୍ଡରୁ କେବଳ ୨୫ଟି…

ଏଏସ୍ଓ ନିଯୁକ୍ତି ପରୀକ୍ଷାର ଚୂଡ଼ାନ୍ତ ଫଳ ପ୍ରକାଶ ଉପରେ ଅନ୍ତରୀଣ ରୋକ ଲଗାଇଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ

କଟକ: ଏଏସ୍ଓ ପରୀକ୍ଷାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଏଏସ୍ଓ ନିଯୁକ୍ତି ପରୀକ୍ଷାର ଚୂଡାନ୍ତ ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରୋକ ଲଗାଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ଲୋକସେବା…