Browsing Category

କଟକ

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି କଟକର ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କରିଛନ୍ତି।କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି ଯେ ଓଡ଼ିଶା ଜ୍ଞାନ, ସଂସ୍କୃତି, ଆଧ୍ୟାତ୍ମିକତା ଏବଂ ସେବାର ସମୃଦ୍ଧ ପରମ୍ପରା ଥିବା ଏକ ମାଟି । ମହାପ୍ରଭୂ ଶ୍ରୀ…

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କୃପାଳୁ ବିଶ୍ବବିଦ୍ୟାଳୟର ଉଦଘାଟନ କରିବେ।

ଭୁବନେଶ୍ବର: ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତରେ ସେ ଭୁବନେଶ୍ବର ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସେ ଆସନ୍ତାକାଲି ସୋମବାରରେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିବେ।…

ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ୪ ଜଣଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା

କଟକ: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ଏସ୍‌ସିଇଆରଟିର ସହକାରୀ ନିର୍ଦେଶକ ଦିଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର ଓ ଭାରତୀ ଟୁଡୁ ଏବଂ ବେସରକାରୀ ମୁଦ୍ରଣ ସଂସ୍ଥାର ମାଲିକ ଅନୁପମ ଘୋଷଙ୍କୁ ଓଡ଼ିଶା ହାଇକୋର୍ଟ ସୋମବାର ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଏଥିସହ ମାମଲାର କେସ୍‌ ଡାଏରୀ…

ତିଗିରିଆ ଅଞ୍ଚଳରେ ଅବକାରୀ ଚଢ଼ାଉ: ୮୪୦ ଲିଟର ମଦ ଓ ୭୬୯୫ ଲିଟର ଗୁଡପୋଚ ଜବତ

କଟକ: କଟକ ଜିଲ୍ଲା ଅବକାରୀ ଅଧିକ୍ଷକ କରଣା ଶଙ୍କର ତିୱାରୀଙ୍କ ନିର୍ଦ୍ଦେଶ କ୍ରମେ ତିଗିରିଆ ଥାନା ଅନ୍ତର୍ଗତ ବିରିପୁଟ ଓ ବାଙ୍କୀ ଥାନା ଅନ୍ତର୍ଗତ ଢେଗୁଆ ଅଞ୍ଚଳରେ ଶନିବାର ଅବକାରୀ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ମଦ ଓ ଗୁଡ଼ପୋଚ ଜବତ କରାଯାଇଛି। ତେବେ ଏହି ଘଟଣାରେ କାହାରିକୁ ଗିରଫ…

ଇନ୍ସପେକ୍ଟର ବିୟୁଟୀ ମହାନ୍ତି ମୃତ୍ୟୁ ଘଟଣା ; ଆସିଲା ବ୍ୟବଚ୍ଛେଦ ରିପୋର୍ଟ

କଟକ: ଇନ୍ସପେକ୍ଟର ବିୟୁଟୀ ମହାନ୍ତିଙ୍କ ମୃତ୍ୟୁ ଘଟଣାରେ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦ ରିପୋର୍ଟରେ ଦର୍ଶାଯାଇଛି। ଶରୀରରେ ଅନ୍ୟ କୌଣସି ବାହ୍ୟ ଆଘାତ ନାହିଁ। ଏଥିରୁ ବିୟୁଟୀ ଆତ୍ମହତ୍ୟା କରିଥିବା ଏକପ୍ରକାର ସ୍ପଷ୍ଟ ହୋଇଛି। ତଥାପି ପୁଲିସ…

ଥାନା କ୍ୱାର୍ଟର୍ସରୁ ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: କଟକର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ମହିଳା ଇନ୍ସପେକ୍ଟର-ଇନ୍-ଚାର୍ଜ (IIC) ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ, ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରେ ଥିବା ତାଙ୍କ ବାସଭବନରୁ ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା।ତେବେ…

ଚୌଦ୍ୱାର ମଣ୍ଡଳ କାରାଗାରରେ ଏଡ଼ସ୍ ଆକ୍ରାନ୍ତ ଚିହ୍ନଟ ,୫ କଏଦୀ ଏଚଆଇଭି ପଜିଟିଭ

ଚୌଦ୍ୱାର : ଝାରପଡା ଜେଲ୍ ପରେ ଚୌଦ୍ୱାର ମଣ୍ଡଳ କାରାଗାରରେ ଏଡ଼ସ୍ ଆକ୍ରାନ୍ତ ଚିହ୍ନଟ। ୫ ଜଣ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨ ଜଣ ସଜ୍ଜା କାଟୁଥିବା ବେଳେ ୩ ଜଣ ବିଚାରାଧୀନ କଏଦୀ ବୋଲି ଜଣାପଡିଛି । ପୂର୍ବରୁ ଝାରପଡ଼ା ଜେଲ୍‌ରେ ୮ ଜଣ ଏକଦୀ ଏଚ୍ଆଇଭି ଆକ୍ରାନ୍ତ…

ଡେଡ୍‌ଲାଇନ୍‌ ପରେ ବି ଶେଷ ହୋଇନି ଏସ୍‌ସିବି ପ୍ରକଳ୍ପ, ସ୍ଥିତି ସ୍ପଷ୍ଟ କଲେ ମନ୍ତ୍ରୀ

କଟକ: କଟକ ଏସ୍‌ସିବି ମେଡିକାଲର ବହୁ ପ୍ରତୀକ୍ଷିତ ନୂଆ କ୍ଲିନିକାଲ ୟୁନିଟ୍‌ ବିଲ୍ଡିଂର କାମ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ ହୋଇପାରିନାହିଁ। ଚଳିତ ବର୍ଷ ଜୁନ୍‌ ସୁଦ୍ଧା ପ୍ରକଳ୍ପକୁ ଏସ୍‌ସିବି କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିବାକୁ ସରକାର ଲକ୍ଷ୍ୟ ରଖିଥିଲେ, କିନ୍ତୁ ସେହି ଲକ୍ଷ୍ୟ ପୂରଣ…

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ; ବାଲି ସୈରାତ ବାତିଲ କ୍ଷମତା ତହସିଲଦାରଙ୍କ ନାହିଁ

କଟକ : ବାଲି ସୈରାତ ଉତ୍ସଗୁଡ଼ିକର ପରିଚାଳନା ଓ ଏ ସମ୍ପର୍କିତ ନିଷ୍ପତ୍ତି ନେବା ମାମଲାରେ ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦେଶ ଦେଇଛନ୍ତି। ୨୦୨୨ରେ ଲଘୁ ଖଣିଜ ଦ୍ରବ୍ୟ ସଂପର୍କିତ ନିୟମାବଳୀ (ଓଏମଏମସି ରୁଲ୍ସ)ରେ ସଂଶୋଧନ ହେବା ପରେ କ୍ଷମତା ନ ଥିଲେ ମଧ୍ୟ ରାଜ୍ୟରେ ତହସିଲଦାରମାନେ…