Browsing Category

କଟକ

ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ

ଚୌଦ୍ୱାର : ଚୌଦ୍ୱାର ହାଉସିଂବୋର୍ଡ ସ୍ଥିତ ବରିଷ୍ଠ ନାଗରିକ କ୍ଲବ ପରିସରରେ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । କ୍ଲବର ସଭାପତି ଶିଶିର କୁମାର ଶତପଥୀଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଚୌଦ୍ୱାର ପୌର ପରିଷଦର ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ ଅତିଥି ଭାବେ ଯୋଗଦେଇ ବରିଷ୍ଠ…

ଜଷ୍ଟିସ ଯଶୱନ୍ତ ସିଂହ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ନୂତନ ମୁଖ୍ୟ ବିଚାରପତି

କଟକ: ଜଷ୍ଟିସ ଯଶୱନ୍ତ ସିଂହ ହେବେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ନୂତନ ମୁଖ୍ୟ ବିଚାରପତି। ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପ୍ରିମକୋର୍ଟ କଲେଜିୟମ ଏହି ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏବେ ଜଷ୍ଟିସ ସିଂହ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟରତ…

ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ବେଲ୍

କଟକ: ଓଆରଏଚଡିସି ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲଡର୍ସ ଏମଡି ମହମ୍ମଦ ମୋକିମଙ୍କୁ ଜେଲ ଦଣ୍ଡର ଆଦେଶ ମିଳିଥିବା ବେଳେ ଆସିଛି ଆଉ ଏକ ବଡ଼ ଖବର । ଏହି ମାମଲାରେ ମୋକିମଙ୍କ ଜାମିନ ମଞ୍ଜୁର କରିଛନ୍ତି ଏସଡିଜେଏମ କୋର୍ଟ । ଏହା ସହ ଭିଜିଲାନ୍ସ କୋର୍ଟଙ୍କ ରାୟ ନେଇ ମହମ୍ମଦ…

ରୋଟାରୀ କ୍ଲବ ମହାନଦୀ ପକ୍ଷରୁ ରାଷ୍ଟ୍ର ନିର୍ମାତା ପୁରସ୍କାର ପ୍ରଦାନ

କଟକ: ରୋଟାରୀ କ୍ଲବ କଟକ ମହାନଦୀ ପକ୍ଷରୁ କଟକର ଦୋଳମୁଣ୍ଡାଇସ୍ଥିତ ଶ୍ରୀଜଗନ୍ନାଥ ହୋଟେଲରେ ଅନୁଷ୍ଠିତ ଏକ ଉତ୍ସବରେ ପାଞ୍ଚ ଜଣ ଶିକ୍ଷକଙ୍କୁ ରାଷ୍ଟ୍ର ନିର୍ମାତା ପୁରସ୍କାରରେ ସମ୍ମାନିତ କରାଯାଇଛି। ସେମାନେ ହେଲେ ସୁଲୋଚନା ଦାଶ, ଅଖିଳ କୁମାର ସ୍ବାଇଁ, ରଜନୀ କାନ୍ତ ପତି, ରୀମା ବେହେରା ଓ…

ଚୌଦ୍ୱାର ଐତିହାସିକ ରୂପଯାତ୍ରା ନିମନ୍ତେ ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ଚୌଦ୍ୱାର: ଚୌଦ୍ୱାର ଅଞ୍ଚଳର ଐତିହାସିକ ରୂପଯାତ୍ରା ନିମନ୍ତେ ପୁଲିସ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଗାନ୍ଧୀଛକ ସ୍ଥିତ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଚଳିତ ବର୍ଷ ମା’ ଦୁର୍ଗା ଓ ମା’ ଲକ୍ଷ୍ମୀଙ୍କ ସମେତ ଅନ୍ୟ ଦେବଦେବୀଙ୍କ ମୃଣ୍ମୟୀ ମୂର୍ତ୍ତିକୁ ନେଇ…

ଶିଳ୍ପାଞ୍ଚଳରେ ଗଜରାଜ: ଜଗତପୁରରେ ଖେଳାଇଲା ଆତଙ୍କ,

କଟକ: ମଣିଷ ଆଉ ଗଜରାଜଙ୍କ ମଧ୍ୟରେ ଆରମ୍ଭ ହୋଇଛି ଅଘୋଷିତ ମହାସଂଗ୍ରାମ । କେଉଁଠି ମଣିଷ ହାତୀମାନଙ୍କୁ ଘଉଡ଼ାଇ ଜଙ୍ଗଲକୁ ନିଜ କବ୍‍ଜାକୁ ନେଉଛି ତ ଆଉ କେଉଁଠି ବାସହରା ଗରଜାର ଖାଦ୍ୟାଭାବ ଯୋଗୁଁ ଜନବସତି ଆଡ଼କୁ ମୁହାଁଇଛନ୍ତି । ଏମିତି ବେଳେବେଳେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇ କେଉଁଠି…

ପ୍ରକୃତିବନ୍ଧୁ ନବକିଶୋରଙ୍କ ସବୁଜ ବଳୟ ସୃଷ୍ଟି ଅଭିଯାନ ।

କଟକ : କଟକ ସଦର ୪୨ ମୌଜା,ଶ୍ରୀରାମ ମୌଜା ନିବାସୀ ପ୍ରକୃତିବନ୍ଧୁ ନବକିଶୋର ପଣ୍ଡା ଦୀର୍ଘ ତିରିଶ ବର୍ଷ ଧରି ଅବିରତ  ବୃକ୍ଷରୋପଣ,ପ୍ରାକୃତିକ ପରିବେଶ ଓ ଜଙ୍ଗଲ ସୃଷ୍ଟି ଅଭିଯାନ ଜାରି ରଖିଛନ୍ତି। ମହାମାରୀ କୋରୋନା ରୁ ମିଳିଥିବା ଶିକ୍ଷା ଅନୁସାରେ ସବୁଜ ବଳୟ ହିଁ ମାନବ ସମାଜର କଲ୍ୟାଣ ପାଇଁ…

କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କଟକ ପାରିବାରିକ ଅଦାଲତରେ ହାଜର ହେଲେ ଅଭିନେତ୍ରୀ ବର୍ଷା

କଟକ: ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲାରେ କଟକ ପାରିବାରିକ ଅଦାଲତରେ ହାଜର ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ପୂର୍ବରୁ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି ବର୍ଷା ହାଜର ହୋଇଛନ୍ତି। ପାରିବାରିକ କୋର୍ଟରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ ଅଦାଲତ। ପୂର୍ବରୁ…

ଓଡ଼ିଆ ବାପ୍‌ଟିଷ୍ଟ ଚର୍ଚ୍ଚର ୪କୋଟିର ହିସାବକୁ ନେଇ ବିବାଦ

କଟକ: ମିସନରୋଡ୍‌ସ୍ଥିତ କଟକ ଓଡ଼ିଆ ବାପଟିଷ୍ଟ ମଣ୍ଡଳୀର କୋଷାଧ୍ୟକ୍ଷ ୧୦ ବର୍ଷ ଧରି ଚର୍ଚ୍ଚର ଅର୍ଥ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ହିସାବ ବର୍ହିଭୂତ ରଖିଥିବା ଅଭିଯୋଗ ହୋଇଛି। ମଣ୍ଡଳୀର ସମସ୍ତ ଆୟ-ବ୍ୟୟ ହିସାବର ବାର୍ଷିକ ଆଭ୍ୟନ୍ତରୀଣ ଅଡିଟ୍‌ କରିବାର ନିୟମ ଥିବାବେଳେ କୋଷାଧ୍ୟକ୍ଷଙ୍କ…

ବିବାଦରେ ବାଲିଯାତ୍ରା ତଳପଡ଼ିଆ ଟେଣ୍ଡର୍‌: ୩୪ ଏକର ପାଇଁ ଅନୁମତି, ଶହେ ଏକର ପାଇଁ ଡକାଯାଇଛି ଟେଣ୍ଡର୍‌

କଟକ: ମହାନଦୀ ପଠା ପୋତାଯିବା ଘଟଣାକୁ ବିରୋଧ କରି ଦାୟର ମାମଲାର ପ୍ରକାଶିତ ରାୟରେ ଜାତୀୟ ଗ୍ରିନ୍ ଟ୍ରିବ୍ୟୁନାଲ୍‌ (ଏନ୍‌ଜିଟି) ବାଲିଯାତ୍ରା ଆୟୋଜନ ପ୍ରସଂଗରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମାତ୍ର ୩୪ଏକର ପରିମିତ ବାଲିଯାତ୍ରା ପଡିଆର ସଂପ୍ରସାରଣ ହୋଇପାରିବ ନାହିଁ ବୋଲି ରାୟରେ…