Sign in
Sign in
Recover your password.
A password will be e-mailed to you.
Browsing Category
ଗଜପତି
କାଶୀନଗରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଗଜପତି,୧.୧୦(ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ଶ୍ରୀ ଜଗନ୍ନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କାଶୀନଗରର ସହଯୋଗରେ ବୁଧବାର ଏକ ଆଇନ ସଚେତନତା କାର୍ଯ୍ୟକ୍ରମ କାଶୀନଗରସ୍ଥିତ ତ୍ରିନାଥ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଥିଲା।ଗଜପତି ଜିଲ୍ଲା ଓ ଦୌରା ଜଜ୍…
ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ କ୍ରୀଡା ଉତ୍ସବ ଉଦଯାପିତ ।
ଗଜପତି ତା ୧.୧୦( ମନୋଜ କୁମାର ପାଢୀଙ୍କ ରିପୋର୍ଟ) ଗଜପତି ଜିଲ୍ଲା ର ଆର, ଉଦୟଗିରି ବ୍ଲକର ସରକାରୀ ଉଚ୍ଚ ବିଦ୍ୟାଳୟ ଛେଳିଗଡ଼ ଠାରେ ଦୁଇ ଦିନ ଧରି ଚାଲିଥିବା ବ୍ଲକ ସ୍ତରୀୟ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି | ଉଦଘାଟନୀ ଉତ୍ସବରେ ସ୍ଥାନୀୟ ଛେଳିଗଡ଼ ସରପଞ୍ଚ ଶ୍ରୀମତୀ ସନ୍ତୋଷିନୀ ପାଇକ…
ପାରଳାଖେମୁଣ୍ଡି–ନାମନଗଡ଼ ରାସ୍ତା ନିର୍ମାଣ କାର୍ଯ୍ୟର ଗୁଣବତ୍ତାକୁ ନେଇ ପ୍ରଶ୍ନବାଚୀ ।
ଗଜପତି,୧।୧୦ (ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତପାରଳାଖେମୁଣ୍ଡି ଠାରୁ ନାମନଗଡ଼ ରାସ୍ତା ନିର୍ମାଣ କାର୍ଯ୍ୟର ଗୁଣବତ୍ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।୧୫ କୋଟି ୩୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପ୍ରାୟ ୧୦ କିଲୋମିଟର ଦୀର୍ଘ ବିଶିଷ୍ଟ ଏହି…
ସର୍ବସାଧାରଣ ସ୍ଥାନରେ ମଦ୍ୟପାନ କରି ୪ ଅଟକ ।
ଗଜପତି,୧।୧୦(ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ ରାତ୍ରିକାଳୀନ ପାଟ୍ରୋଲିଂ ସମୟରେ ରାଣୀପେଣ୍ଠ ଛକ ନିକଟସ୍ଥ ମୁଖ୍ୟ ରାସ୍ତାରେ ସର୍ବସାଧାରଣ ସ୍ଥାନରେ ମଦ୍ୟପାନ କରି ଉପଦ୍ରବ ସୃଷ୍ଟି କରୁଥିବା ଅଭିଯୋଗରେ ୪ ଜଣଙ୍କୁ ଅଟକ ରଖାଯାଇଛି।ଅଟକ ବ୍ୟକ୍ତିମାନେ…
ଗଜପତିରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ।
ଗଜପତି, ୧।୧୦( ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଓଡ଼ିଶା ସରକାରଙ୍କର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ଗଜପତି ଜିଲ୍ଲାରେ ୭୨ ତମ ବନ୍ୟପ୍ରାଣୀ ସପ୍ତାହ ଜିଲ୍ଲା ବନଖଣ୍ଡ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି। ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ କେ.ନାଗରାଜୁଙ୍କ…
ଗଜପତିରେ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳିତ ।
ଗଜପତି,୧।୧୦(ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ,ଗଜପତି ପକ୍ଷରୁ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ-୨୦୨୬ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କର ନାମ ପଞ୍ଜୀକରଣ କରାଯିବା…
ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବିପତ୍ର ପ୍ରଦାନ
ଆର,ଉଦୟଗିରି (ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଗଜପତି ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ସମ୍ବଳିତ ଦାବିପତ୍ର ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଜପତି ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି।ବୁଧବାର ଦିନ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ,…
ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ
ଆର, ଉଦୟଗିରି, ମନୋଜ କୁମାର ପାଢୀଙ୍କ ରିପୋର୍ଟ:-ଆସନ୍ତା ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ସରକାରୀ ଗାନ୍ଧୀ ସ୍ମୃତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ବିଭିନ୍ନ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ବିଭିନ୍ନ…
ଜିଲ୍ଲାସ୍ତରୀୟ ସେବା ସଂକଳ୍ପ ଅଭିଯାନ ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ।
ଗଜପତି:-(ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଜିଲ୍ଲାସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୦୨୬ ପାଳନ ଅବସରରେ ଆଜି ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ପରିଷଦ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ‘ସ୍ୱପ୍ନର ଭାରତ’ ଶୀର୍ଷକ ଚିତ୍ରାଙ୍କନ ଓ…
ପିଏମ୍ ସୂର୍ଯ୍ୟ ଘର ମାଗଣା ବିଦ୍ୟୁତ୍ ଯୋଜନାର ବାର୍ତ୍ତା ନେଇ ଗଜପତିରେ ସୂର୍ଯ୍ୟ ରଥର ଶୁଭାରମ୍ଭ ।
ଗଜପତି,୩୦.୯(ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଭାରତ ସରକାରଙ୍କ ଏକ ପ୍ରମୁଖ ଯୋଜନା ‘ପିଏମ୍ ସୂର୍ଯ୍ୟ ଘର, ମାଗଣା ବିଦ୍ୟୁତ୍ ଯୋଜନା’ ଅନ୍ତର୍ଗତ ସୂଚନା, ଶିକ୍ଷା ଓ ଯୋଗାଯୋଗ ଅଭିଯାନର ଅଂଶ ଭାବେ ଗଜପତି ଜିଲ୍ଲାରେ ‘ସୂର୍ଯ୍ୟ ରଥ'କୁ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ ସବୁଜ ପତାକା…