Sign in
Sign in
Recover your password.
A password will be e-mailed to you.
Browsing Category
ଗଜପତି
ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ୩୫ଜଣ ମହିଳା ତାଲିମାର୍ଥୀ “ବସ୍ତ୍ର ଓ ଚିତ୍ର କଳା…
ଗଜପତି,୨୬.୮(ମନୋଜ ପାଢ଼ୀ)-:ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ୩୫ଜଣ ମହିଳା ତାଲିମାର୍ଥୀ “ବସ୍ତ୍ର ଓ ଚିତ୍ର କଳା ତାଲିମ” କାର୍ଯ୍ୟକ୍ରମର ଶୁଭ ଉଦଘାଟନୀ ଉତ୍ସବ ୟୁନିୟନ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଶ୍ରେଣୀ ଗୃହ ପରିସରରେ…
ଅଜୟଗଡ ସାପ୍ତାହିକ ହାଟର ଶୁଭ ଉଦଘାଟନ କଲେ ବିଧାୟକ।
ଗଜପତି (ମନୋଜ ପାଢ଼ୀ)-:ଦୀର୍ଘଦିନର ଦାବି ପୂରଣ ହେବାରୁ ଗ୍ରାମବାସୀଙ୍କ ମଧ୍ୟରେ ଖୁସି । ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ ଗ୍ରାମରେ ବହୁ ପ୍ରତୀକ୍ଷିତ ସାପ୍ତାହିକ ହାଟର ଶୁଭ ଉଦଘାଟନ ଅନୁଷ୍ଠିତ ହୋଇଛି। ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ଲଗାଣ ବର୍ଷା ସତ୍ତ୍ୱେ ପୋଖରୀରେ ପାଣି ନାହିଁ, ମରାମତି ଓ ପୁନରୁଦ୍ଧାର ପାଇଁ ଗ୍ରାମବାସୀଙ୍କ ଦାବି ।
ଗଜପତି, ୨୫/୦୮(ମନୋଜ ପାଢ଼ୀ)-:ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗାଇବା ପଞ୍ଚାୟତର ଗାଇବା ଗ୍ରାମରେ ଥିବା ଏକ ବଡ଼ ପୋଖରୀ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ପୋଖରୀ ପ୍ରତି ସରକାରୀ କର୍ମଚାରୀ ଓ ସମ୍ପୃକ୍ତ ବିଭାଗ ଦୃଷ୍ଟି ଦେଉନଥିବା ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ…
ଚନ୍ଦ୍ରଗିରି ଜୋନାଲ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ।
ମୋହନା ୨୫।୮(ମନୋଜ ପାଢ଼ୀ)-:ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ଚନ୍ଦ୍ରଗିରି ପରିସରରେ ୧୨ତମ ଚନ୍ଦ୍ରଗିରି ଜୋନାଲସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ଓ କ୍ରୀଡ଼ା ପ୍ରତିଯୋଗିତା ୨୦୨୬-୨୭ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକ୍ରମେ…
ଗଜପତି ପୋଲିସ ଦ୍ବାରା ଉଦ୍ଧାର ହୋଇଥିବା ମୋବାଇଲ ଫୋନ୍ ଫେରସ୍ତ ମେଳା ଆୟୋଜିତ
ଗଜପତି,୨୫.୮(ମନୋଜ ପାଢ଼ୀ)-: ଗଜପତି ପୋଲିସ ପକ୍ଷରୁ ହଜିଯାଇଥିବା ଓ ଚୋରି ହୋଇଥିବା ମୋବାଇଲ ଫୋନ୍ ଗୁଡ଼ିକ ଉଦ୍ଧାର କରି ସେଗୁଡ଼ିକୁ ପ୍ରକୃତ ମାଲିକମାନଙ୍କୁ ଫେରସ୍ତ କରିବା ନିମନ୍ତେ ଏକ ମୋବାଇଲ ଫୋନ୍ ଫେରସ୍ତ ମେଳା ଆୟୋଜିତ ହୋଇଯାଇଛି। ଗଜପତି ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଜିଲ୍ଲା ଆରକ୍ଷୀ…
ଜିଲ୍ଲାସ୍ତରୀୟ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।
ମୋହନା,୨୫.୮(ମନୋଜ ପାଢ଼ୀ) :- ଗଜପତି ଜିଲ୍ଲା ମୋହନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହନାଗା , ଜିଲ୍ଲା ମୁଖ୍ୟ ଉନ୍ନୟନ…
ଶିଶୁ ସୁରକ୍ଷା କର୍ମଚାରୀଙ୍କ ପାଇଁ ଦିବ୍ୟାଙ୍ଗତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ।
ଗଜପତି,୨୫.୮(ମନୋଜ ପାଢ଼ୀ) :- ଗଜପତି ଜିଲ୍ଲାରେ ଶିଶୁ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀମାନଙ୍କ ପାଇଁ ଦିବ୍ୟାଙ୍ଗତା ସମାବେଶୀକରଣ ଉପରେ ଏକଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମେଳନ କକ୍ଷ-୨ ଠାରେ ସଫଳତାର ସହ ଆୟୋଜିତ ହୋଇଯାଇଛି ।ଏହି ପ୍ରଶିକ୍ଷଣ…
ଲଗାଣ ବର୍ଷାରେ ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ।
ଗଜପତି (ମନୋଜ ପାଢ଼ୀ) ; ଗଜପତି ଜିଲ୍ଲା ରେ ଲଗାଣ ବର୍ଷା ଯୋଗୁଁ ପାରଳାଖେମୁଣ୍ଡି ସହରର ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇଥିବା ବେଳେ ସ୍ଥାନୀୟ ସମସ୍ୟାର ସମାଧାନ ପାଇଁ ଅଞ୍ଚଳ ପରିଦର୍ଶନ କରିଛନ୍ତି ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ।
ସହରର ମୋକାତୋଟା ତଳିଆ ଅଞ୍ଚଳରେ…
ଅସଦାଚରଣ କରି ଲହୁଲୁହାଣ କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ।
ଗଜପତି (ମନୋଜ ପାଢ଼ୀ)-: ଦିନକୁ ଦିନ ସମାଜରେ ମହିଳାଙ୍କ ପ୍ରତି ବିଭିନ୍ନ ପ୍ରକାରର ଅତ୍ୟାଚାର ଦେଖିବାକୁ ମିଳୁଛି। ସେହି ମଧ୍ୟରେ ଆଜି ଏକ ଆଶ୍ୱସ୍ତିକର ଖବର ଗଜପତି ଜିଲ୍ଲା ନ୍ୟାୟାଳୟରୁ ଆସିଛି; ଯେଉଁଥିରେ ମାନ୍ୟବର ଗଜପତି ଜିଲ୍ଲା ଓ ଦୌରା ଜଜ ଜଗଦୀଶ ପ୍ରସାଦ ମହାନ୍ତି ଭାରତୀୟ ନ୍ୟାୟ…
ସ୍ୱଦେଶ ସଂଗ୍ରାମ ଫାଉଣ୍ଡେସନ୍,ବାଲେଶ୍ବର ଦ୍ଵାରା ସାହିତ୍ୟିକା ଶ୍ରୀମତୀ ଆଶାଲତା ପାଣିଗ୍ରାହୀ ସମ୍ବର୍ଦ୍ଧିତ। ।
ଗଜପତି,୨୪.୮(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲାର ଜଣେ ବିଶିଷ୍ଟ ସାହିତ୍ୟିକା, ଶିକ୍ଷାବିତ୍ ଓ ସମାଜସେବୀ ଶ୍ରୀମତୀ ଆଶାଲତା ପାଣିଗ୍ରାହୀଙ୍କୁ “ବନ୍ଦେ ମାତରମ୍” ତଥା ସ୍ୱାଧିନତା ଦିବସ ମହୋତ୍ସବରେ ସମ୍ବର୍ଦ୍ଧିତ କରାଯାଇଛି। ଓଡ଼ିଆ ସାରସ୍ବତ ସାହିତ୍ୟ, ଶିକ୍ଷାର ଆଲୋକ ବଣ୍ଟନ ଏବଂ ସମାଜର କଲ୍ୟାଣ…