Browsing Category

ଗଜପତି

ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ।

ଗଜପତି,୨୧.୮(ମନୋଜ ପାଢ଼ୀ)-: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଠାକୁର ସ୍ମରଣୀୟ ଉଚ୍ଚବିଦ୍ୟାଳୟ ର  ଖେଳ ପଡିଆ ଠାରେ ଜୋନାଲ ସ୍ତରୀୟ ବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ Beo - T.କିସର୍ କୁମାର ,Abeo- N.ବିମଳ, ଉପଲଡା…

ସଞ୍ଜୟ ଗାନ୍ଧୀ କଲୋନୀରେ ଘଟିଥିବା ଚୋରି ଘଟଣାର ପର୍ଦ୍ଦାଫାସ କଲା ଆଦର୍ଶ ଥାନ ।

ଗଜପତି, ୨୧.୮.(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ପୋଲିସ ସଞ୍ଜୟ ଗାନ୍ଧୀ କଲୋନୀରେ ଘଟିଥିବା ଏକ ବଡ଼ ଧରଣର ଚୋରି ଘଟଣାର ସଫଳ ପର୍ଦ୍ଦାଫାସ କରି ଅଭିଯୁକ୍ତ ସର୍ବସୁଧି କୁମାର ସ୍ୱାମୀ (୩୦), ସଞ୍ଜୟ ଗାନ୍ଧୀ କଲୋନୀ, ପାରଳାଖେମୁଣ୍ଡିଙ୍କୁ ଗିରଫ କରିଛି । ଏ ସମ୍ପର୍କରେ…

ସର୍ବସାଧାରଣ ସ୍ଥାନରେ ମଦ୍ୟପାନ, ୫ ଜଣଙ୍କୁ ଅଟକ ରଖିଲା ପାରଳା ପୋଲିସ ।

ଗଜପତି,୨୦.୮(ମନୋଜ ପାଢ଼ୀ) :-ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ଓ ଅଶାନ୍ତି ସୃଷ୍ଟି ରୋକିବା ପାଇଁ ଚାଲିଥିବା ସ୍ୱତନ୍ତ୍ର ଅଭିଯାନ ଅଧୀନରେ, ଗଜପତି ପୋଲିସ ତଥା ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ ସର୍ବସାଧାରଣ ସ୍ଥାନରେ ମଦ୍ୟପାନ କରୁଥିବା ଅଭିଯୋଗରେ ୫ ଜଣ ବ୍ୟକ୍ତି— କାଳା ବାସୁ (୩୪), ନବ…

ଲୋକନାଟ୍ୟ “ଭୂତକେଳି” ଦର୍ଶକଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ।

ଗଜପତି,୨୧.୮(ମନୋଜ ପାଢ଼ୀ) :-ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଭୁବନେଶ୍ବର, ଜିଲ୍ଲା ପ୍ରଶାସନ, ଗଞ୍ଜାମ ,ସଂସ୍କାର ଭାରତୀ, ଓଡ଼ିଶା ପ୍ରଦେଶ ଓ ଓଡ଼ିଶା ନାଟକ ସମାରୋହ ସମିତି, ବ୍ରହ୍ମପୁରର ମିଳିତ ସହଯୋଗରେ ରାଜ୍ୟସ୍ତରୀୟ ଲୋକନାଟକ ମହୋତ୍ସବ "ଲୋକରଞ୍ଜନୀ" ଆୟୋଜିତ ହୋଇଯାଇଛି। ଏହି ଅବସରରେ…

ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ ।

ଗଜପତି,୨୧.୮(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ସାଇବର ଅପରାଧ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଏହି କ୍ରମରେ ପାରଳାଖେମୁଣ୍ଡିସ୍ଥିତ ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟ , ଜିରାଙ୍ଗସ୍ଥିତ ସରକାରୀ ଉଚ୍ଚ…

ବରିଷ୍ଠ ନାଗରିକ ମଞ୍ଚର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ।

ଗଜପତି,୧୯.୮(ମନୋଜ ପାଢ଼ୀ) :-ବରିଷ୍ଠ ନାଗରିକ ମଞ୍ଚର ସାଧାରଣ ବୈଠକ ମଞ୍ଚର ସଭାପତି ଶ୍ରୀ ଲକ୍ଷ୍ମୀ ନୃସିଂହ ରଥଙ୍କ ଅଧ୍ୟକ୍ଷତାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଞ୍ଚର ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟକ୍ରମ, ବରିଷ୍ଠ ନାଗରିକମାନଙ୍କ ସମସ୍ୟା ଓ ସେମାନଙ୍କ କଲ୍ୟାଣ ସମ୍ବନ୍ଧୀୟ…

ସେପ୍ଟେମ୍ବର ୧୨ରେ ଅନୁଷ୍ଠିତ ହେବ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ।

ଗଜପତି,୨୦.୮(ମନୋଜ ପାଢ଼ୀ) :-ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ପାରଳାଖେମୁଣ୍ଡି, ରା.ଉଦୟଗିରି, ମୋହନା ଓ କାଶୀନଗରରେ ଅଦାଲତ ପରିସରରେ ଅନୁଷ୍ଠିତ ହେବାକୁ ଯାଉଅଛି । ଏହି ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ପ୍ରାକ-ସ୍ତରୀୟ ମକଦ୍ଦମା ଓ ବିଚାରଣ ଥିବା…

ପର୍ଯ୍ୟଟନସ୍ଥଳୀ ଗଣ୍ଡାହାତୀ ଜଳପ୍ରପାତରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ।

ଗଜପତି,୨୦।୮(ମନୋଜ ପାଢ଼ୀ) :-ଓଡ଼ିଶା ସାମ୍ବାଦିକ ସଂଘ, ଗଜପତି ଜିଲ୍ଲା ଶାଖା, ଅଖିଳ ଭାରତୀୟ ଯୁବ ଜନ ସେବା ସମିତି, ଭାରତୀୟ ହ୍ୟୁମାନ ରାଇଟସ୍ କାଉନସିଲ,ବନ ବିଭାଗ, ପୋଲିସ ବିଭାଗର ମିଳିତ ସହଯୋଗରେ ଗଣ୍ଡାହାତୀ ଜଳପ୍ରପାତ ଠାରେ ବ୍ୟାପକ ସ୍ୱଚ୍ଛତା ଅଭିଯାନ ସଫଳତାର ସହିତ ସମ୍ପନ୍ନ ହୋଇଯାଇଛି।…

ବିଶାଖା ମାମଲା ଓ ପରମାନେଣ୍ଟ ଲୋକ ଅଦାଲତ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ।

ଗଜପତି,୨୦। ୮(ମନୋଜ ପାଢ଼ୀ):- ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଜି ଅପରାହ୍ନ ୩ଟା ସମୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଓ ଦୌରା ଜଜ୍ ତଥା ଡିଏଲଏସଏର ଅଧ୍ୟକ୍ଷ ଶ୍ରୀ ଜଗଦୀଶ ପ୍ରସାଦ ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଏବଂ ସଚିବ ଶ୍ରୀ ବିମଳ ରାଉଲଙ୍କ…

ପଦ୍ମଶ୍ରୀ ଡଃ ସତ୍ୟନାରାୟଣ ରାଜଗୁରୁଙ୍କ ୧୨୪ତମ ଜୟନ୍ତୀ ପାଳିତ ।

ଗଜପତି,୨୦.୮(ମନୋଜ ପାଢ଼ୀ) :- ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସଦରମହକୁମାସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବିଶିଷ୍ଟ ସାହିତ୍ୟିକ, ଐତିହାସିକ ତଥା ଗବେଷକ ପଦ୍ମଶ୍ରୀ ଡଃ ସତ୍ୟନାରାୟଣ ରାଜଗୁରୁଙ୍କ ୧୨୪ତମ ଜୟନ୍ତୀ ସ୍ମୃତି ସଂସଦର ସଭାପତି ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର…