Sign in
Sign in
Recover your password.
A password will be e-mailed to you.
Browsing Category
ଗଜପତି
ପ୍ରଧାନମନ୍ତ୍ରୀ ଫସଲ ବିମା ଯୋଜନାର ସଚେତନତା ରଥକୁ ଶୁଭାରମ୍ଭ କଲେ ଗଜପତି ଜିଲ୍ଲାପାଳ ।
ଗଜପତି (ମନୋଜ ପାଢ଼ୀ) –: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ । ଏହି ସଚେତନତା ରଥ ବିଭିନ୍ନ ବ୍ଲକ ଓ…
ବୃଷଭ ଗ୍ରାମ ପଞ୍ଚାୟତରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଗଜପତି,(ମନୋଜ ପାଢ଼ୀ)-:ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ (ଡିଏଲଏସଏ) ପକ୍ଷରୁ ଆଜି ବୃଷଭ ସ୍ଥିତ ଗ୍ରାମ-ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମ ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ…
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ପକ୍ଷରୁ ଜିରାଙ୍ଗ ପଞ୍ଚାୟତ ଠାରେ ଶିଶୁ ଚାଲାଣ ବିରୁଦ୍ଧରେ ଏବଂ ଶିଶୁ ସହାୟତା…
ଗଜପତି ,୧୮/୭(ମନୋଜ ପାଢ଼ୀ)-: ଗଜପତି ଜିଲ୍ଲା ରାୟଗଡା ବ୍ଲକ ଅନ୍ତର୍ଗତ ଜିର।ଙ୍ଗ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ତରଫରୁ ଶିଶୁ ଚ।ଲାଣ ବିରୁଦ୍ଧରେ ଜନସଚେତନତା କାର୍ଯକ୍ରମ କରାଇବା ଆମର ଶିଶୁ ସହାୟତା ହେଲ୍ପଲାଇନ…
ଲୋକ ଙ୍କ ଗୁହାରି ଶୁଣିବା ସହ , ନିଆରା ଢଙ୍ଗରେ ଜନ୍ମଦିନ ପାଳନ କଲେ ବିଧାୟକ।
ଗଜପତି,୧୮.୭ (ମନୋଜ ପାଢ଼ୀ):ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଆଡାଗାଁ ନିକଟ ରେ ଥିବା ହନୁମାନ ମନ୍ଦିର ପ୍ରାଙ୍ଗଣ ରେ ବିଧାୟକ ରୁପେସ ପାଣିଗ୍ରାହୀ ଙ୍କ ଜନ୍ମଦିନ ବହୁ ଧୂମଧାମ ରେ ପାଳନ କରାଯାଇଛି, ପ୍ରଥମେ ଗୋଷାଣୀ ବ୍ଲକ ଅଧକ୍ଷ ଏନ ବିରରାଜୁ ସମେତ ଶତାଧିକ ପ୍ରଶଂସକ ବିଧାୟକ ଙ୍କୁ…
ମଧ୍ୟସ୍ଥିକୁ ମାଡ଼ମାରି ଲହୁଲୁହାଣ କରିବା ଘଟଣା ଦୁଇ ବର୍ଷ ନଜର ବନ୍ଦୀ ରହିବେ ଅଭିଯୁକ୍ତଦ୍ବୟ।
ଗଜପତି,୧୮.୭ (ମନୋଜ ପାଢ଼ୀ) :ପାରଳାଖେମୁଣ୍ଡି ରେଳ ଷ୍ଟେସନ ନିକଟସ୍ଥ ବଟବୃକ୍ଷ ନିକଟରେ ଗାଡି ବନ୍ଧା ପକାଇବା ତଥା ପଇସା ଦେଣ ନେଣକୁ ନେଇ ଦୁଇ ପକ୍ଷ ମଧ୍ୟରେ ଯୁକ୍ତିତର୍କ ଚାଲୁଥିବାବେଳେ ମଧ୍ୟସ୍ଥି କରି ଏତଲାକାରି ମାଡ଼ ଖାଇବା ତଥା ଲହୁଲୁହାଣ ହେବା ଭଳି ଏକ ସମ୍ବେଦନଶୀଳ ମାମଲାର ଶୁଣାଣି କରି…
ପୁନଃ ବିକଶିତ ଅମୃତ ଭାରତ ଷ୍ଟେସନ୍ ଯୋଜନା”ରେ ପାରଳାଖେମୁଣ୍ଡି ରେଳ ଷ୍ଟେସନ୍ ଉଦଘାଟନ ।
ଗଜପତି,୧୭.୭(ମନୋଜ ପାଢ଼ୀ)-: ରେଳବାଇ କ୍ଷେତ୍ରରେ ଗଜପତି ଜିଲ୍ଲାବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ଆଜି ସାକାର ହୋଇଛି । କେନ୍ଦ୍ର ସରକାରଙ୍କ ପୁନଃ ବିକଶିତ ଅମୃତ ଭାରତ ଷ୍ଟେସନ୍ ଯୋଜନାରେ ପ୍ରାୟ ୧୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପାରଳାଖେମୁଣ୍ଡି ରେଳ ଷ୍ଟେସନ୍ ଅତ୍ୟାଧୁନିକ ଷ୍ଟେସନରେ…
ରଥଯାତ୍ରା ସେବା ଶିବିର –୨୦୨୬ ସଫଳ ଆୟୋଜନ : ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ ।
ଗଜପତି (ମନୋଜ ପାଢ଼ୀ) – : ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଓ ଗାଇଡ୍ସ, ଗଜପତି ଜିଲ୍ଲା ପକ୍ଷରୁ ଆୟୋଜିତ ରଥଯାତ୍ରା ସେବା ଶିବିର–୨୦୨୬ ସମସ୍ତଙ୍କର ସକ୍ରିୟ ସହଯୋଗ ଓ ନିଷ୍ଠାପୂର୍ଣ୍ଣ ସେବା ଯୋଗୁଁ ସଫଳତାର ସହ ଅନୁଷ୍ଠିତ ହୋଇଛି।
ଏହି ସେବା ଶିବିରର ସଫଳ ଆୟୋଜନରେ ଜିଲ୍ଲା ଶିକ୍ଷା…
ପାରଳାଖେମୁଣ୍ଡି ରେ ରଥଯାତ୍ରା ଧୁମଧାମରେ ପାଳିତ ।
ଗଜପତି (ମନୋଜ ପାଢ଼ୀ) – : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ରଥଯାତ୍ରା ମହା ସମାରୋହରେ ପାଳିତ ହୋଇ ଯାଇଛି। ଦକ୍ଷିଣ ଓଡ଼ିଶାର ସବୁଠାରୁ ବଡ଼ ରଥଯାତ୍ରା ପାରଳାଖେମୁଣ୍ଡିରେ ଅନୁଷ୍ଠିତ ହୋଇ ଯାଇଛି।ପାଗ ଶୁଖିଲା ଥିବାରୁ ଭକ୍ତ ମାନେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା…
ପାରଳାଖେମୁଣ୍ଡିର ବିଭିନ୍ନ ହୋଟେଲ, ମିଠା ଦୋକାନ, ଫାଷ୍ଟଫୁଡ୍ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନରେ ଚଢ଼ାଉ ।
ଗଜପତି (ମନୋଜ ପାଢ଼ୀ) – : ପାରଳାଖେମୁଣ୍ଡି ସହରର ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ଉପରେ ଖାଦ୍ୟ ନିରାପତ୍ତା, ଯୋଗାଣ ଏବଂ ବୈଧ ମାପ ଓ ଓଜନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି । ହୋଟେଲ, ରେଷ୍ଟୁରାଣ୍ଟ, ରାସନ , ଫାଷ୍ଟଫୁଡ ଓ ଜଳଖିଆ ଦୋକାନ ଗୁଡ଼ିକରେ ଯାଞ୍ଚ ବେଳେ ନିୟମ ଉଲ୍ଲଂଘନକାରୀ…
ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୧୭ା୭ (ମନୋଜ ପାଢ଼ୀ): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ କରିଛି। ସେମାନେ ହେଲେ ହଲେ ରାୟଗଡ଼ ଜିଲା ଚନ୍ଦ୍ରପୁର ବ୍ଲକ୍ ଭାଇସ୍ ଚ୍ୟାରମ୍ୟାନ୍ ମାଳତି ମାଳବିଷୋୟୀ(୬୬) ଓ କର୍ଣ୍ଣ ବିଡ଼ିକା (୬୭)।…