Sign in
Sign in
Recover your password.
A password will be e-mailed to you.
Browsing Category
ଗଜପତି
ବିକାଶର ଧାରା ଓଡିଶା ସାରା : ଦ୍ବିତୀୟ ଦିନରେ ସାଂସ୍କୃତିକ କାର୍ଯ୍ୟକ୍ରମ ।
ଗଜପତି (ମନୋଜ ପାଢ଼ୀ) – : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଵୟଂ ଶାସିତ ମହାବିଦ୍ୟାଳୟ ପରିସର ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଦ୍ୱିତୀୟ ଦିନରେ ପି ଡି ଦୟାମୟ ପାଢ଼ୀ ଓ ସଂସ୍କୃତି ଅଧିକାରୀ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭ ଆରମ୍ଭ ହୋଇଥିଲା…
ଠାକୁରାଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ପାରଳା ବିଧାୟକ ।
ଗଜପତି (ମନୋଜ ପାଢ଼ୀ) – : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ପୁଡୁନି ଗ୍ରାମ ଠାରେ ନୂତନ ଠାକୁରାଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ପାରଳା ବିଧାୟକ ରୂପେଶ କୁମାର ପାଣିଗ୍ରାହୀ l ବିଧାୟକ ମା ଙ୍କ ପୂଜାର୍ଚନା କରି ଅଞ୍ଚଳବାସୀ ଙ୍କ ଶୁଭ ମନାସି ଅନ୍ନପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ…
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧ ଦିବସ-୨୦୨୬ ଅବସରରେ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ…
ଗଜପତି,ତା.୨୫.୦୬.୨୦୨୬ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ, ଆଜି ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ୨୦୨୬ ପାଳିତ…
ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ
ଭୁବନେଶ୍ଵର : ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନଠାରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗଦେଇଛନ୍ତି। ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ…
ଜଙ୍ଗଲ ରୁ ତିନି କୁଇଣ୍ଟାଲ ଗଞ୍ଜେଇ ଜବତ ।
ମୋହନା ୨୪।୬(ମନୋଜ ପାଢ଼ୀ): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ କରାଯାଇଛି । ଗଞ୍ଜେଇ ଥିବା ନେଇ ପୋଲିସକୁ ବିଶେଷ ସୂତ୍ରରୁ ସୂଚନା ମିଳିବା ପରେ ସେହି ଜଙ୍ଗଲରେ ପୋଲିସ ଟିମ ଚଢ଼ାଉ…
ଗଜପତିରେ ଜିଲ୍ଲା ସ୍ତରୀୟ “ବିକାଶର ଧାରା-ଓଡ଼ିଶା ସାରା” ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା ଉପରେ ବିଭିନ୍ନ ଜନ…
ଗଜପତି,୨୪ ୭(ମନୋଜ କୁମାର ପାଢୀ)ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ବିକଶିତ ଭାରତ ବିକଶିତ ଓଡ଼ିଶା ଅନ୍ତର୍ଗତ ଜିଲ୍ଲା ସ୍ତରୀୟ “ବିକାଶର ଧାରା ଓଡ଼ିଶା ସାରା” ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…
ଅଘୋଷିତ ବିଦ୍ୟୁତ କାଟ ଲୋକେ ହନ୍ତସନ୍ତ ।
ଗଜପତି (ମନୋଜ କୁମାର ପାଢୀ)- ଗଜପତି ଜିଲ୍ଲା ଆର,ଉଦୟଗିରିଗିରି ସବ୍ଡିଜନ ଅଧିନରେ ଥିବା ଆର,ଉଦୟଗିରି ,ଛେଳିଗଡ, ମହେନ୍ଦ୍ରଗଡ ରାମଗିରି, ଛେଳାଗଡ , ଡାବରାଗୁଡା, ସିଆଲିଲଟି, ପୁରୁଣାପାଣି, ରଣ୍ଡିବା, ପରିସଲ, ମଙ୍ଗରାଜପୁର, ତବାରସିଂ, ଅନଗାଁ, ନୁଆଗଡ, ଖଜୁରୀପଦା, ବଡପଦା, କେ.ଝାଲାରସିଂ,…
ଘାଟିରେ ଓଲଟିଲା ଟ୍ରକ୍: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର
ମୋହନା,୨୪ା୬(ମନୋଜ ପାଢ଼ୀ): ଘାଟିରେ ଓଲଟିଲା ଟ୍ରକ୍, ଦୁର୍ଘଟଣାରେ ଟ୍ରକ୍ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ଗଜପତି ଜିଲା ମୋହନା ଥାନା ଜରଉ ଘାଟିରେ ବିଳମ୍ବିତ ରାତିରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ…
ଦାସପୁର ଗ୍ରାମ ରେ ଜନ ଅଭିଯୋଗ ଶୁଣାଣୀ ରେ ସମସ୍ତ ଗୁହାରି ଶୁଣିଲେ ବିଧାୟକ ।
ଗଜପତି,୨୩.୬. ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତ ର ଦାସପୁର ଗ୍ରାମ ଠାରେ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଟିତ ହୋଇଯାଇଛି , ମାନ୍ୟବର ପାରଳା ବିଧାୟକ ରୁପେସ ପାଣିଗ୍ରାହୀ ଅଭିଯୋଗ ଶୁଣାଣୀ ରେ ଯୋଗଦେଇ ସମୁଦାୟ ୨୩ ଗୋଟିଅଭିଯୋଗ ଶୁଣିଥିଲେ। ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା,…
ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ ।
ଆର, ଉଦୟଗିରି ୨୩।୬(ମନୋଜ ପାଢ଼ୀ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଗୋଆରେ। ପରିବାର ଲୋକଙ୍କ ସୂଚ଼ନା ପ୍ରକାରେ ମୋହନା ବ୍ଲକ ଅନ୍ତର୍ଗତ ବଡ଼ସିନ୍ଧବା ପଞ୍ଚାୟତ ଜାମଢ଼ଇ ଗ୍ରାମ…