Sign in
Sign in
Recover your password.
A password will be e-mailed to you.
Browsing Category
ଗଜପତି
ପୂର୍ବତନ ଏସିଏଫ୍ ସୌମ୍ୟରଂଜନଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଭାରତୀଙ୍କ ଜାମିନ ଆବେଦନ ଖାରଜ ।
ଗଜପତି,୧୦.୯(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲାର ପୂର୍ବତନ ଏସିଏଫ୍ ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ବ୍ୟକ୍ତିଗତ ହାଜିରାରୁ ଛାଡ ପାଇଁ କରିଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଥିବା ଜଣାପଡ଼ିଛି। । ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ…
ପୋଲିସ ଓ ସରକାରୀ ଓକିଲ ସମନ୍ୱୟ ବୈଠକରେ ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ ।
ଗଜପତି,୧୦. ୯(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଜିଲ୍ଲାର ସମସ୍ତ ଥାନା ଅଧିକାରୀ ଏବଂ ସରକାରୀ ଓକିଲମାନଙ୍କର ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅବକାରୀ ବିଭାଗ…
କେରାଣ୍ଡିରେ ସଫଳତାର ସହ ଅନୁଷ୍ଠିତ ହେଲା ମିନି କୃଷକ ମେଳା–୨୦୨୬।
ଗଜପତି,୧୦.୯(ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ଗୋଷାଣି ବ୍ଲକ ଅନ୍ତର୍ଗତ କେରାଣ୍ଡିସ୍ଥିତ ରାମଲିଙ୍ଗେଶ୍ୱର ଆଦର୍ଶ ପ୍ରାଥମିକ ସମବାୟ ସମିତି ପରିସରରେ ମିନି କୃଷକ ମେଳା–୨୦୨୬ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ସେଞ୍ଚୁରିଅନ୍ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ,…
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଅଧୀନରେ ୭୩ ଜଣ ବରିଷ୍ଠ ନାଗରିକଙ୍କ ବୃନ୍ଦାବନ ଯାତ୍ରା।
ଗଜପତି,10.9(ମନୋଜ ପାଢ଼ୀ) :- ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ପବିତ୍ର ତୀର୍ଥସ୍ଥଳ ପରିଦର୍ଶନ କରିବାର ସୁଯୋଗ ପ୍ରଦାନ ଉଦ୍ଦେଶ୍ୟରେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଅଧୀନରେ ପାରଳାଖେମୁଣ୍ଡିରୁ ୭୩ ଜଣ ବରିଷ୍ଠ ନାଗରିକ ବୃନ୍ଦାବନ ଅଭିମୁଖେ ଯାତ୍ରାରମ୍ଭ କରିଛନ୍ତି।…
21ତମ ଶପଥ ପାଠ ଉତ୍ସବ ଓ ତାଲିମ ଶିବିର
ଗଜପତି,(ମନୋଜ ପାଢ଼ୀ)-:ଚିକିଟି ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ କେନ୍ଦ୍ରୀୟ ପରିଷଦ ଅଧିନସ୍ଥ ଚାନ୍ଦପୁର ସମାଜ କଲ୍ୟାଣ ମଣ୍ଡପ ଠାରେ ଅଦ୍ୟ ତା -06.09.2026ରିଖ ଦିବା 11 ଘଣ୍ଟା ସମୟରେ ସମାଜ କୁଳ ଗଙ୍ଗାଙ୍କ ଠାରେ ପ୍ରଦୀପ ପ୍ରଜ୍ୱଳନ ସହ ମଙ୍ଗଳ ଗୀତିକା ଗାନ ପୂର୍ବକ କେନ୍ଦ୍ରୀୟ ପରିଷଦ…
ମାତ୍ର ଆଠ ବର୍ଷରେ ନୂତନ ମହେନ୍ଦ୍ର ତନୟା ସେତୁର ଅବସ୍ଥା ବେହାଲ ।
ଗଜପତି,୮.(ମନୋଜ ପାଢୀ) :-ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ସହରକୁ ଆନ୍ଧ୍ରପ୍ରଦେଶ ସହ ସଂଯୋଗ କରୁଥିବା ନୂତନ ମହେନ୍ଦ୍ର ତନୟା ସେତୁ ନିର୍ମାଣର ମାତ୍ର ଆଠ ବର୍ଷ ମଧ୍ୟରେ ଅବସ୍ଥା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି। ବିଭିନ୍ନ ସ୍ଥାନରେ ସେତୁର ଲୁହାଛଡ଼ ବାହାରକୁ ବାହାରି ଆସିଥିବା ବେଳେ…
ପାରଳାଖେମୁଣ୍ଡି ଉପକାରାଗାରରେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁ ।
ଗଜପତି,୬.୯(ମନୋଜ ପାଢ଼ୀ)-: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ ଗ୍ରାମର ରୁନା ବଡ଼ରଇତ। ସେ ଏକ ପୋକ୍ସୋ ମାମଲାରେ ପ୍ରାୟ ୪୫ ଦିନ ଧରି ବିଚାରାଧୀନ କଏଦୀ ଭାବେ…
ଗୁରାଣ୍ଡି ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଉଚ୍ଚ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ ।
ଗଜପତି,୬.୯(ମନୋଜ ପାଢ଼ୀ) :- ଗଜପତି ଜିଲ୍ଲା ଗୋଷାଣି ବ୍ଳକ ଅନ୍ତର୍ଗତ ଗୁରାଣ୍ଡିସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଉଚ୍ଚ ବିଦ୍ୟାଳୟ ପରିସରରେ ପବିତ୍ର ଗୁରୁ ଦିବସ ଉତ୍ସାହ ଓ ଶ୍ରଦ୍ଧାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ…
ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ନନ୍ଦୋତ୍ସବ ପାଳିତ ।
ଗଜପତି,୬.୯(ମନୋଜ ପାଢ଼ୀ) :- ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଓ ଜଗନ୍ନାଥ ସେବା ଦଳ ପକ୍ଷରୁ ମିଳିତ ଭାବେ ପାରଳାଖେମୁଣ୍ଡିସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ପବିତ୍ର ନନ୍ଦୋତ୍ସବ ଭକ୍ତିମୟ ପରିବେଶରେ ପାଳିତ ହୋଇଯାଇଛି।ଏହି ଅବସରରେ ଠାକୁରଙ୍କୁ ରାମସ୍ୱାମୀ ମନ୍ଦିରରୁ ସଂକୀର୍ତ୍ତନ,…
ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ।
ଗଜପତି,୬.୯(ମନୋଜ ପାଢ଼ୀ) :-ପାରଳାଖେମୁଣ୍ଡିସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ପୂଜନ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚ଼ନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାରିଛି । ଡ଼ଃ ସର୍ବପଲ୍ଲୀ ରାଧାକ୍ରିଷ୍ଟନଙ୍କ ୧୩୯ତମ ଜୟନ୍ତୀ ପାଳନ ଅବସରରେ…