Browsing Category

ଗଞ୍ଜାମ

ଗୋଲିଆରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ପୋଡ଼ି ଯୋଗୁଁ ପାଣି ମୋଟର ଅଚଳ

ଗଞ୍ଜାମ ବୁଗୁଡ଼ା:  (ଡ଼. କୁମୁଦ ଚନ୍ଦ୍ର ବେହେରା ) ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମ ରେ ଏକ ସପ୍ତାହ ହେଲା ବିଦ୍ୟୁତ୍ ଟ୍ରାନ୍ସଫର୍ମର ପୋଡ଼ି ଯୋଗୁଁ ପମ୍ପ ହାଉସ ମୋଟର ଅଚଳ ହୋଇଯାଇଛି। ଫଳ ରେ ଜଳ ଯୋଗାଣ ପୁରାପୁରି ଠପ୍ ଘଟିଚି। ଲୋକେ ପାଣି ପାଇଁ ହଟହଟା ର ସମ୍ମୁଖୀନ ହେଉଛନ୍ତି ।…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଞ୍ଜାମ ବୁଗୁଡା, ୦୫/୦୨/୨୬ : ଗଞ୍ଜାମର ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ ଗୌଡ଼ିଆ ବୋରଦା ଗ୍ରାମ ନିକଟସ୍ଥ ଏକ ଆମ୍ବ ତୋଟାରୁ ଗଛରେ ଝୁଲନ୍ତା ଗଳିତ ମୃତଦେହ ବୁଗଡା ପୋଲିସ ଉଦ୍ଧାର କରିଥିବା ଜଣାପଡିଛି। ମୃତ ଯୁବକ ଜଣକ ବେଲଗୁଣ୍ଠା ଥାନା ଇନ୍ଦ୍ରଗଡ ଗ୍ରାମର ଶ୍ରୀକାନ୍ତ କୁମାର ସ୍ବାଇଁ(୨୮)…

ଏନ୍ଏସି ସଡକ ମଝିରେ ବିପଦଜ୍ଜନକ ଭଙ୍ଗା କଭର ପ୍ଲଟ୍ ,ଘଟୁଛି ଦୁର୍ଘଟଣା, ପ୍ରତିକାର ଦାବି

 ଗଞ୍ଜାମ ବୁଗୁଡ଼ା : ତା ୦୪/୦୨/୨୬: ବୁଗୁଡ଼ା ସହର ମଧ୍ୟସ୍ଥ ମଦନ ମୋହନ ଛକଠାରୁ ପୋଲସରା ଅଭିମୁଖେ ଲମ୍ବିଥିବା ସଡକର ମଝିରେ ଡ୍ରେନ ଉପରେ ପଡିଥିବା ଏକ କଭର ପ୍ଲେଟ ଭାଙ୍ଗିଯାଇ ନାନାଦି ଦୁର୍ଘଟଣାର କାରଣ ପାଲଟିଛି।  ତେଣୁ ଦୁର୍ଘଟଣାକୁ ଏଡାଇବା ପାଇଁ ଏହାର ଅସ୍ଥାୟୀ ପ୍ରତିକାର ଭାବେ ଲୋକେ…

ପିପୁଲ୍ସ କଲେଜର ୪୮ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ଗଞ୍ଜାମ ବୁଗୁଡା : ତା ୦୪/୦୨/୨୬ : ସ୍ଥାନୀୟ ପିପୁଲ୍ସ କଲେଜର ୪୮ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ଉକ୍ତ ଦ୍ବିଦିବସୀୟ କ୍ରୀଡାର ଉଦଯାପନୀ ଉତ୍ସବ କଲେଜ ଅଧ୍ୟକ୍ଷ ଡ.ପୁରୁଷୋତ୍ତମ ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ଓଡଗାଁସ୍ଥିତ…

ସାରଦା ସଙ୍ଗୀତାୟନର ବାର୍ଷିକ ଉତ୍ସବ ସହ ଓଡିଶୀ ସଙ୍ଗୀତ ଓ ଭଜନ ସମାରୋହ 

ଗଞ୍ଜାମ ବୁଗୁଡ଼ା: ୩/୨/୨୬ ବୁଗୁଡ଼ା ସଙ୍ଗମ କଲ୍ଯାଣ ମଣ୍ଡପରେ ସାରଦା ସଙ୍ଗୀତାୟନର ବାର୍ଷିକ ଉତ୍ସବ ସହ ଓଡିଶୀ ଓ ଭଜନ ସମାରୋହ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଗୀତ ଗୁରୁ ସୁରେନ୍ଦ୍ର ନାଥ ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ଭବ୍ଯ ଉତ୍ସବରେ ମୁଖ୍ଯ ଅତିଥି ରୂପେ ବୁଗୁଡ଼ା ପିପୁଲ୍ସ…

ଘୁମୁସର ଜିଲ୍ଲା ପାଇଁ ଚିଠିଲେଖା ଅଭିଯାନ

ଗଞ୍ଜାମ ବୁଗୁଡ଼ା ୩/୨/୨୬ : ଭଞ୍ଜନଗର ଉପଖଣ୍ଡକୁ ଘୁମୁସର ଜିଲ୍ଲା ମାନ୍ୟତା ଦାବିରେ ଘୁମୁସର ବାହିନୀ ପକ୍ଷରୁ ବୁଗୁଡ଼ା ମିଡ଼ିଆ କ୍ଲବ ଠାରେ ଚିଠିଲେଖା ଅଭିଯାନ  ଅନୁଷ୍ଠିତ ହୋଇଯାଇଛି। ବୁଗୁଡ଼ା ସହର ସମେତ ଗ୍ରାମାଞ୍ଚଳରୁ ବହୁ ସଂଖ୍ୟାରେ ନସାଧାରଣ ସାମିଲ ହୋଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଭାମଶ୍ୟାଳୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

ବୁଗୁଡ଼ା ୩/୨/୨୬ : ( ଡ. କୁମୁଦ ଚନ୍ଦ୍ର ବେହେରା) ବୁଗୁଡ଼ା ବ୍ଳକ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ରେ ପ୍ରଧାନ ଶିକ୍ଷକ ଜି. ନାଗେଶ୍ୱର ରାଓ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ମହାର୍ଘ୍ୟ ଉତ୍ସବ ରେ ତହସିଲଦାର ଶ୍ରୀ ତାପସ ରାଉତ ମୁଖ୍ୟ ଅତିଥି, ଗୋଷ୍ଠୀ ଶିକ୍ଷା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ମୋଟରସାଇକେଲ ଆରୋହୀ ମୃତ

ବ୍ରହ୍ମପୁର : ବ୍ରହ୍ମପୁର ସହର ଉପକଣ୍ଠ ଗୋଷାଣୀ ନୂଆଗାଁ ହଳଦିଆ ପଦର ସଂଯୋଗ ଓଭରବ୍ରିଜ୍ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ୫ ଜଣ ମୋଟରସାଇକେଲ ଆରୋହୀ ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ଜଣେ ସଙ୍କଟାପନ୍ନ ଅବସ୍ଥାରେ ବଡ଼ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁଚନା…

ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ

 ଗଞ୍ଜାମ : ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ । ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ଆମ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର…

ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନର ପୁସ୍ତକ ଉନ୍ମୋଚନ, ଆଲୋଚନା ଚକ୍ର ଏବଂ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ।

ବୁଗୁଡ଼ା  : ରିପୋର୍ଟ-ସନାତନ ମହାକୁଡ଼।ସ୍ଥାନୀୟ ପିପୁଲସ୍ କଲେଜ ପରିସରରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ସହଯୋଗରେ ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ପୁସ୍ତକ ଉନ୍ମୋଚନ,ଆଲୋଚନା ଚକ୍ର ଏବଂ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଶ୍ରୀ ଗୌରୀପତି ଦାଶ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି ।…